Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

କଲ୍ୟାଣ ସିଂହ ପୁରରେ ଜିଲ୍ଲପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି |

13-Jul-2026

କଲ୍ୟାଣସିଂହପୁରରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି: ୯୫ ଅଭିଯୋଗ ଗ୍ରହଣ, ୧୩ଟିର ତୁରନ୍ତ ସମାଧାନ

ଓଡିଶା ଜନମତ ରାୟଗଡା , ୧୩/୭,

କାମେଶ୍ୱର କରକରିଆ : ------

ରାୟଗଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ କଲ୍ୟାଣସିଂହପୁର ବ୍ଲକ ସଦରସ୍ଥିତ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ସଦଭାବନା ସଭାଗୃହରେ ସୋମବାର ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଶିବିରରେ ସାଧାରଣ ଲୋକଙ୍କ ବିଭିନ୍ନ ସମସ୍ୟା ସମ୍ବଳିତ ଅଭିଯୋଗର ଶୁଣାଣି କରାଯାଇଥିଲା। ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ରାଜ ପ୍ରସାଦ, ଉପଜିଲ୍ଲାପାଳ ଶ୍ରୀ ରମେଶ କୁମାର ଜେନା, ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀମତୀ କ୍ଷୀରାବ୍ଦୀ ତନୟା ସାହୁ, ଅତିରିକ୍ତ ଜିଲ୍ଲା ଚିକିତ୍ସା ଅଧିକାରୀ ଡ଼ଃ ପ୍ରଶାନ୍ତ କୁମାର ମିଶ୍ର ଏବଂ ସମନ୍ୱିତ ଆଦିବାସୀ ବିକାଶ ସଂସ୍ଥା (ଆଇଟିଡିଏ)ର ପ୍ରକଳ୍ପ ପ୍ରଶାସକ ଶ୍ରୀ ଚନ୍ଦ୍ରକାନ୍ତ ମାଝୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗ ଶୁଣିଥିଲେ। ଏହି ଶିବିରରେ ମୋଟ ୯୫ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୭୩ଟି ବ୍ୟକ୍ତିଗତ ଏବଂ ୨୨ଟି ସାମୂହିକ ଅଭିଯୋଗ ଥିଲା। ବିଭିନ୍ନ ବିଭାଗ ସମ୍ବନ୍ଧୀୟ ସମସ୍ୟାକୁ ନେଇ ଆସିଥିବା ଅଭିଯୋଗ ମଧ୍ୟରୁ ୧୩ଟି ଅଭିଯୋଗର ସମାଧାନ ଘଟଣାସ୍ଥଳରେ କରାଯାଇଥିଲା। ଏହାସହ ସ୍ୱାସ୍ଥ୍ୟଗତ ସମସ୍ୟାରେ ପୀଡ଼ିତ ୩ ଜଣ ହିତାଧିକାରୀଙ୍କୁ ରେଡକ୍ରସ ପାଣ୍ଠିରୁ ମୋଟ ୧୫ ହଜାର ଟଙ୍କାର ଆର୍ଥିକ ସହାୟତା ଜିଲ୍ଲାପାଳ ପ୍ରଦାନ କରିଥିଲେ। ଅବଶିଷ୍ଟ ଅଭିଯୋଗଗୁଡ଼ିକର ଶୀଘ୍ର ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ତୁରନ୍ତ ଆବଶ୍ୟକ ପଦକ୍ଷେପ ଗ୍ରହଣ କରି ଫଇସଲା କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। କାର୍ଯ୍ୟକ୍ରମରେ ତହସିଲଦାର ମାନସରଞ୍ଜନ ମାନସେଟ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ମନୀଷା ଦାସ, ଜିପିଓ ଶତୋମ୍ବର ପ୍ରଧାନୀ, ଉତ୍ତମ ବେହେରା ଓ ବିଶ୍ୱଜିତ ସାମନ୍ତସିଂହାର ପ୍ରମୁଖ ଉପସ୍ଥିତ ରହି ଶିବିର ପରିଚାଳନାରେ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP