Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ପୃଥକ ଘଟଣା ରେ ଦୁଇ ମୃତ, ତିନି ଗୁରୁତର |

14-Jul-2026

ପୃଥକ ଦୁର୍ଘଟଣାରେ ୨ ମୃତ, ୩ ଗୁରୁତର: କ୍ଷତିପୁରଣ ଦାବିରେ ରାଜପଥରେ ୪ଘଣ୍ଟା ଶବ ପଡ଼ିରହିଲା

ଓଡିଶା ଜନମତ ରାୟଗଡ଼ା, ୧୪/୭,

,କାମେଶ୍ୱର କରକରିଆ :-------

 ରାୟଗଡ଼ା ଜିଲ୍ଲା ଅନ୍ତର୍ଗତ ଗୁଣପୁର ଏବଂ କଲ୍ୟାଣସିଂହପୁର ବ୍ଲକରେ ହୋଇଥିବା ୨ଟି ଦୁର୍ଘଟଣାରେ ୨ଜଣ ମୃତ୍ୟୁବରଣ କରିଥିବା ବ‌େଳେ ୩ଜଣ ଆହତ ହୋଇଥିବା ଜଣାପଡିଛି । ସୂଚନାରୁ ଜଣାପଡିଛି ଗୁଣପୁର ଥାନା ଅନ୍ତର୍ଗତ ଚୈତନ୍ୟଗୁଡ଼ା ଗ୍ରାମ ମୁଖ୍ୟ ରାସ୍ତାରେ ଗୋଟିଏ  ବାଇକ ଏବଂ ସ୍କୁଟି ମଧ୍ୟରେ  ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ମୃତକ ଓ ଆହତ ସମସ୍ତ ଗୁଣପୁର ସହର ବାସିନ୍ଦା ଅଟନ୍ତି । ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଯୁବକ ଜଣକ ଗୁଣପୁର ସହରର ପୁରୁଣା ପୋଷ୍ଟ ଅଫିସ ସାହିର ବାଇକ ମେକାନିକ୍  ଚିନ୍ତାଡା ରମେଶ ବୋଲି ଜଣା ପଡିଛି ।ମିଳିଥିବା ସୂଚନା ଅନୁଯାୟୀ ଗୁଣପୁର ସହର ଶିବାନନ୍ଦ ଢେପ ସାହିର ଏକ ଦମ୍ପତି ପୂଲୁଗୁମି ନିକଟସ୍ଥ ବନ ଦୁର୍ଗା ମନ୍ଦିର ଦର୍ଶନକୁ ଯାଇ ଫେରିବା ସମୟରେ ଚୈତନ୍ୟଗୁଡ଼ା ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ବାଇକ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ଘଟଣା ସ୍ଥଳରେ ସମସ୍ତେ ଗୁରୁତର ଭାବେ ଆହତ ହୋଇଥିଲେ । ଖବର ପାଇ ଗୁଣପୁର ପୁଲିସ ଘଟଣା ସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରି ସ୍ଥାନୀୟ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତି କରିଥିବା ବେଳେ ରମେଶ ନାମକ ଜଣେ ଯୁବକକୁ ଡାକ୍ତର ମୃତ ଘୋଷଣା କରିଥିଲେ । ଦୁର୍ଘଟଣାରେ ଗୁରୁତର ଭାବେ ଆହତ ହୋଇଥିବା ଦୁଇ ଜଣଙ୍କ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି । ଆହତ ବ୍ୟକ୍ତିମାନେ ହେଲେ ପଞ୍ଚାନନ ହୋତା,ତାଙ୍କ ସ୍ତ୍ରୀ ଏବଂ ଏ ଚିନ୍ନା ।  ଅପରପକ୍ଷେ ଗୁଣପୁର ପୁଲିସ ଏକ ମାମଲା ରୁଜୁ କରିବା ସହ ଦୁର୍ଘଟଣା ଗ୍ରସ୍ତ ଦୁଇ ବାଇକକୁ ଜବତ କରି ତଦନ୍ତ ଆରମ୍ଭ କରିଛି ।ବସ୍ ସହ ବାଇକର ମୁହାଁମୁହିଁ ଦୁର୍ଘଟଣାଅନ୍ୟ ଏକ ଘଟଣାରେ ଗୋଟିଏ ବସ୍ ସହ ବାଇକର ମୁହାଁମୁହିଁ ଦୁର୍ଘଟଣା ହେବା ଫଳରେ ଜଣେ ଯୁବକ ମୃତ୍ୟୁବରଣ କରିଛନ୍ତି । ମୃତକ ଜଣଙ୍କ ହେଲେ ପେଦିରୁ ଏଲୁଜ୍ । ସୂଚନାରୁ ଜଣାପଡିଛି ପେଦିରୁ ରାୟଗଡ଼ା ବ୍ଲକ ଗାଡି ଶେ‌ଷଖାଲ୍ ଅଞ୍ଚଳରୁ ନିଜ ସ୍ତ୍ରୀଙ୍କୁ ଆଣିବା ପାଇଁ କଲ୍ୟାଣସିଂହପୁର ବ୍ଲକ  ସିକରପାଇ ଅଭିମୁଖେ ଯାତ୍ରା କରୁଥିଲେ । କଲ୍ୟାଣସିଂହପୁର ଥାନା ରାଜ୍ୟ ରାଜପଥ  ୪୫ ରେ ବେଲକଣା ନିକଟରେ ପେଦିରୁଙ୍କ ବାଇକ  ବସ ସହ ମୁହାଁମୁହିଁ ଦୁର୍ଘଟଣା ହୋଇଥିଲା । ଘଟଣା ସ୍ଥଳରେ ପେଦିରୁ ମୃତ୍ୟୁବରଣ କରିଥିଲେ । ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ସୃଷ୍ଟି ହୋଇଥିଲା। କ୍ଷତିପୁରଣ ଦାବି କରି ପାଖାପାଖି ୪ଘଣ୍ଟା ଧରି ରାସ୍ତାରୁ  ମୃତକଙ୍କ ଶବ ଦୁର୍ଘଟଣା ସ୍ଥଳରୁ ଉଠିପାରିନଥିଲା । ଫଳରେ ଜାତାୟତ ବାଧାପ୍ରାପ୍ତ ହୋଇଥିବା ଦେଖିବାକୁ ମିଳିଥିଲା  । ଘଟଣାସ୍ଥଳକୁ କଲ୍ୟାଣସିଂହପୁର ପୁଲିସ ଲୋକଙ୍କୁ ବୁଝାଶୁଝା କରି ଶବ ଜବତ କରି ବ୍ୟବଛେଦ ପାଇଁ ପଠାଇଥିଲେ । ଏନେଇ କଲ୍ୟାଣସିଂପୁର ପୁଲିସ ତଦନ୍ତ କରୁଛି ।

News Comment

You Might Also Like

BACK TO TOP