Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ଅନଶ୍ଲୋ ହାଇସ୍କୁଲ ରେ ନୂତନ ଏସ, ଏମ, ସି କମିଟି, 2026 ଗଠିତ |

14-Jul-2026

ଅନସ୍ଲୋ ହାଇସ୍କୁଲରେ ନୂତନ ଏସ.ଏମ୍.ସି. କମିଟି -୨୦୨୬ ଗଠିତ ।

ଓଡିଶା ଜନ ମତ,ବ୍ରହ୍ମପୁର, ତା.୧୪ / ୭ 

କେ.ସତ୍ୟନାରାୟଣ ରେଡ୍ଡୀ:-----
ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ଠାରେ ଅବସ୍ଥିତ ପିଏମଶ୍ରୀ ଅନସ୍ଲୋ ସରକାରୀ ହାଇସ୍କୁଲରେ  ନୂତନ ଭାବେ ମନୋନୀତ ହୋଇଥିବା ଏସ.ଏମ୍.ସି. କର୍ମକର୍ତ୍ତା ଙ୍କୁ ପୁଷ୍ପଗୁଚ୍ଛ ଦେଇ ଶୁଭେଚ୍ଛା ଜ୍ଞାପନ ସହ ସ୍କୁଲ୍ କର୍ତ୍ତୃପକ୍ଷ ଅଭିନନ୍ଦନ ଜଣାଇଛନ୍ତି । ପ୍ରଧାନଶିକ୍ଷୟିତ୍ରୀ ସୁଚିତ୍ରା ପାଣିଗ୍ରାହୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଆନୁଷ୍ଠାନିକ ଭବ୍ୟ ସମ୍ବର୍ଦ୍ଧନା ସମାରୋହରେ ପ୍ରଧାନଶିକ୍ଷୟିତ୍ରୀ ଶ୍ରୀମତୀ ପାଣିଗ୍ରାହୀ ସମସ୍ତ ସଦସ୍ୟ ସଦସ୍ୟା ଙ୍କ ନାମ ଘୋଷଣା କରିବା ସାଂଗକୁ ଏସ.ଏମ୍.ସି. ସଦସ୍ୟ ସଦସ୍ୟା ଙ୍କ ପରିଚୟ ପ୍ରଦାନ କରିଥିଲେ ।ଅନସ୍ଲୋ ହାଇସ୍କୁଲର ଇ- ଲାଇବ୍ରେରୀ କକ୍ଷରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ଅଗ୍ରଗତି ଓ ଶୃଙ୍ଖଳିତ ପରିଚାଳନା ବିଷୟରେ ସମ୍ୟକ ଜ୍ଞାନ ଏସ.ଏମ୍.ସି. ସଦସ୍ୟ ସଦସ୍ୟା ଙ୍କୁ ମ୍ୟାଡମ୍ ଆଲୋକପାତ କରିଥିଲେ ।
ଚଳିତ ବର୍ଷର ୨୦୨୬-୨୭ ପାଇଁ ସଙ୍ଗଠିତ ସ୍କୁଲ୍ ପରିଚାଳନା କମିଟି (ଏସ.ଏମ୍.ସି.) ଗଠନର ଆବଶ୍ୟକତା ଓ ଆଭିମୁଖ୍ୟ ସଂପର୍କରେ ପ୍ରଧାନଶିକ୍ଷୟିତ୍ରୀ ଅବଗତ କରାଇଥିଲେ ।ନୂତନ ଭାବେ ପୁନଃ-ନବୀକରଣ ହୋଇ ମନୋନୀତ ହୋଇଥିବା ସଭପତି ଉମାଶଙ୍କର ଦାସ ଏବଂ ନୂତନ ଭାବେ ମନୋନୀତ ହୋଇଥିବା ସଭାନେତ୍ରୀ ମାଳତୀ ବେହେରା ଙ୍କୁ ପ୍ରଧାନଶିକ୍ଷୟିତ୍ରୀ ଶ୍ରୀମତୀ ପାଣିଗ୍ରାହୀ ଆନୁଷ୍ଠାନିକ ଭାବେ ଶୁଭେଚ୍ଛା ସହ ସାଧୁବାଦ ଜଣାଇ ସ୍କୁଲ୍ ଉନ୍ନତି ବିଧାନ ଦିଗରେ ସବୁବେଳେ କାର୍ଯ୍ଯ କ୍ଷେତ୍ରରେ ଆନ୍ତରିକ ସଭିଁଙ୍କ ସହଯୋଗ କାମନା କରିଥିଲେ ।।

News Comment

You Might Also Like

BACK TO TOP