Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ବିଜେପି ନେତା ବସନ୍ତ ବେହେରା ଙ୍କ ମାତୃ ଙ୍କ ଦଶାହ କାର୍ଯ୍ୟରେ ଯୋଗଦେଲେ ମନ୍ତ୍ରୀ ବିଭୂତି ଭୂଷଣ ଜେନା |

14-Jul-2026

ବିଜେପି ନେତା ବସନ୍ତ ବେହେରା ଙ୍କ ମାତୃ ବିୟୋଗନ୍ତାକ ଦଶାହ ଦିବସରେ ମନ୍ତ୍ରୀ ବିଭୂତି ଜେନା ଙ୍କ ଯୋଗଦାନ ।
 ଓଡିଶା ଜନ ମତ, ବ୍ରହ୍ମପୁର, ତା. ୧୪ / ୭,

କେ.ସତ୍ୟନାରାୟଣ ରେଡ୍ଡୀ:-------

ପୂର୍ବତନ ଏନ୍.ଏ.ସି. ଉପ-ନଗରପାଳ ତଥା ବିଜେପି ନେତା ବସନ୍ତ କୁମାର ବେହେରା ଙ୍କ ମାତୃ ବିୟୋଗନ୍ତାକ  ଶୋକ ଖବର ପାଇ ତାଙ୍କରି ବାସଭବନରେ ବହୁ ବିଜେପି ନେତା କର୍ମୀ ତଥା ବହୁ ଗଣ୍ୟମାନ୍ୟ ବ୍ୟକ୍ତି ଯୋଗଦେଇ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସାଂଗକୁ ବସନ୍ତ ବାବୁ ଙ୍କୁ ସାନ୍ତ୍ଵନା ଦେଇଆସୁଛନ୍ତି । ଦଶାହ ଦିବସ ପାଳନ ଅବସରରେ ମାନ୍ୟବର ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ମଙ୍ଗଳବାର ସକାଳେ ତାଙ୍କରି ବାସଭବନରେ ପହଞ୍ଚି ସ୍ୱର୍ଗତ ଆତ୍ମାଙ୍କ ପ୍ରତିକୃତୀ ରେ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରି ସଦଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଥିଲେଗତି କାମନା କରିଛନ୍ତି । ଏହି ଦିବସ ଅବସରରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ, ଛତ୍ରପୁର ପୌର ଅଧ୍ୟକ୍ଷା ଙ୍କ ସ୍ଵାମୀ ଆଡଭୋକେଟ୍ କେ. ଚନ୍ଦ୍ର ଶେଖର ରେଡ୍ଡୀ, ବିଜେପି ନେତା ସଞ୍ଜିତ କୁମାର ରାଉଳ, ଚୈତନ୍ୟ ପ୍ରଧାନ, ବିଧାୟକ ପ୍ରତିନିଧି ବନୋଜ ନାହକ, ପ୍ରଫୁଲ୍ଲ ପଣ୍ଡା, ରାଜେନ୍ଦ୍ର ପଲେଇ, ଗଣମାଧ୍ୟମ ପ୍ରତିନିଧି ବିସ୍ମୟ ପ୍ରଧାନ, ନିମାଇଁ ଚରଣ ପଣ୍ଡା, 
ଏନ୍. ଦୁର୍ଯ୍ୟୋଧନ ରେଡ୍ଡୀ ପ୍ରମୁଖ ଯୋଗଦେଇ  ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଥିଲେ ।।

News Comment

You Might Also Like

BACK TO TOP