Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ବେଳକଣା ଆଶ୍ରମ ବିଦ୍ୟାଳୟ ରେ ନୂତନ ଏସ ଏମସି କମିଟି ଗଠିତ |

14-Jul-2026

ବେଳକଣା ଆଶ୍ରମ ବିଦ୍ୟାଳୟରେ ନୂତନ ଏସଏମସି କମିଟି ଗଠନ।

ଓଡିଶା ଜନମତ ରାୟଗଡ଼ା, ୧୪/୭,

କାମେଶ୍ୱର କରକରିଆ :--------

    ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସିକରପାଇ ପଞ୍ଚାୟତ ଅନ୍ତର୍ଗତ ବେଳକଣା ଆଶ୍ରମ ବିଦ୍ୟାଳୟରେ ବିଦ୍ୟାଳୟ ପରିଚାଳନା କମିଟି (ଏସଏମସି)ର ନୂତନ କମିଟି ଗଠନ କରାଯାଇଛି। ପ୍ରଧାନ ଶିକ୍ଷକ ଏସ. ଅନିଲ କୁମାରଙ୍କ ସଭାପତିତ୍ୱ ଓ ତତ୍ତ୍ୱାବଧାନରେ ଅନୁଷ୍ଠିତ ଅଭିଭାବକ ଶିକ୍ଷକ ବୈଠକରେ ଦୀର୍ଘ ବର୍ଷ ପରେ ଏହି କମିଟି ଗଠନ ହୋଇଥିବାରୁ ଅଭିଭାବକଙ୍କ ମଧ୍ୟରେ ସନ୍ତୋଷ ପ୍ରକାଶ ପାଇଛି। ବୈଠକରେ ବିଦ୍ୟାଳୟର ବିଭିନ୍ନ ଗ୍ରାମରୁ ଆସିଥିବା ଅଭିଭାବକମାନେ ଯୋଗଦେଇ ପ୍ରଥମେ ୧୫ ଜଣିଆ ପରିଚାଳନା କମିଟି ଗଠନ କରିଥିଲେ। ପରେ ସର୍ବସମ୍ମତିକ୍ରମେ ସଦାନନ୍ଦ ମିଣିଆକାଙ୍କୁ ଅଧ୍ୟକ୍ଷ ଏବଂ ଶ୍ରୀମତୀ କବିତା ରୁସିସୃଙ୍ଘଙ୍କୁ ଉପାଧ୍ୟକ୍ଷା ଭାବେ ଚୟନ କରାଯାଇଥିଲା। ନବଗଠିତ କମିଟି ବିଦ୍ୟାଳୟର ଉନ୍ନତି, ଶିକ୍ଷାର ଗୁଣବତ୍ତା ବୃଦ୍ଧି, ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ଅଭିଭାବକଙ୍କ ସହଭାଗିତାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବ ବୋଲି ମତ ପ୍ରକାଶ ପାଇଥିଲା।ଏହି କମିଟି ଗଠନ ପ୍ରକ୍ରିୟାରେ ଶାନ୍ତି କୁମାରୀ ମାଝୀ ଓ ଗୌରୀପ୍ରିୟା ପାଢ଼ୀ ସହଯୋଗ କରିଥିବା ବେଳେ ଅତିଥି ଶିକ୍ଷକ ପୃଥୟ ଗମାଙ୍ଗ ଓ ଯତ୍ସ୍ନାମୟୀ ପଲ୍ଲେଇ ଉପସ୍ଥିତ ଥିଲେ। ବୈଠକରେ ବିଦ୍ୟାଳୟର ପରିବେଶର ଉନ୍ନତି, ଉପକମିଟି ଗଠନ, ଶୃଙ୍ଖଳା ରକ୍ଷା, ଛାତ୍ରଛାତ୍ରୀଙ୍କ ସର୍ବାଙ୍ଗୀନ ବିକାଶ ଏବଂ ଶିକ୍ଷାର ମାନ ବୃଦ୍ଧି ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା। ଶେଷରେ ପ୍ରଧାନ ଶିକ୍ଷକ ନବଗଠିତ କମିଟିକୁ ଅଭିନନ୍ଦନ ଜଣାଇ ବିଦ୍ୟାଳୟର ସାମଗ୍ରିକ ବିକାଶ ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ବୈଠକକୁ ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ କର୍ମଚାରୀ ସଫଳ ଭାବେ ପରିଚାଳନା କରିଥିଲେ।

News Comment

You Might Also Like

BACK TO TOP