Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ଗଞ୍ଜାମ ରୁ ଶତାଧିକ ସ୍ବେଛାସେବୀ ପୁରୀ ରଥଯାତ୍ରାରେ ସେବା ଦେବାପାଇଁ ବାହାରିଲେ |

15-Jul-2026

ରଥଯାତ୍ରାରେ ସେବା ନିମନ୍ତେ ଗଞ୍ଜାମରୁ ପୁରୀ ଅଭିମୁଖେ ବାହାରିଲେ ଶତାଧିକ ସ୍ବେଚ୍ଛାସେବୀ |

ଓଡିଶା ଜନ ମତ,ଛତ୍ରପୁ, 

କେ.ସତ୍ୟନାରାୟଣ ରେଡ୍ଡୀ:-------

ବିଗତ ବର୍ଷମାନଙ୍କରେ ବିଶ୍ବପ୍ରସିଦ୍ଧ ପୁରୀ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ସମୟରେ କିମ୍ବା ଶ୍ରୀ ଲିଙ୍ଗରାଜ ମନ୍ଦିରରେ ମହାଶିବରାତ୍ରିରେ ତଥା ତାରାତାରିଣୀଙ୍କର ଚଇତି ଯାତ୍ରା ସମୟରେ ଉଲ୍ଲେଖନୀୟ ସେବା କାର୍ଯ୍ୟକରି ସମସ୍ତଙ୍କର ଦୃଷ୍ଟି ଆକର୍ଷଣ କରିଥିବା ଅଗ୍ରଣୀ ସ୍ବେଚ୍ଛାସେବୀ ସଙ୍ଗଠନ ସେବା ପ୍ରତିନିଧିର ସଦସ୍ୟମାନେ ଏ ବର୍ଷ ପୁଣି ରଥଯାତ୍ରା ସମୟରେ ଗଜପତି ଜିଲ୍ଲା ନ୍ୟାୟାଳୟ ରେ ପଦସ୍ଥ ଭାରପ୍ରାପ୍ତ କ୍ୟାଡ଼ର ପବ୍ଲିକ ପ୍ରସିକ୍ୟୁଟର ରାଜେଶ କୁମାର ମିଶ୍ରଙ୍କ ନେତୃତ୍ୱରେ ସେବାକାର୍ଯ୍ୟ କରିବା ପାଇଁ ପୋଲିସ କମିଶନର, ଭୁବନେଶ୍ୱରଙ୍କର ଅନୁମତି ପ୍ରାପ୍ତ କରିବା ପରେ ଶ୍ରୀ କ୍ଷେତ୍ର ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି। 
    ସୂଚନାଯୋଗ୍ୟ, ପୂର୍ବବର୍ଷ ଭଳି ଏଥର ମଧ୍ୟ ପୁରୀ ଲୋକନାଥ ରୋଡ଼ରେ ଅବସ୍ଥିତ ନିଗମାନନ୍ଦ ଆଶ୍ରମର ମିଳିତ ସହଯୋଗରେ ଏହି ସଦସ୍ୟମାନେ ରଥଯାତ୍ରାରେ ଶୃଙ୍ଖଳିତ ଭାବେ ବିଭିନ୍ନ ସେବା କାର୍ଯ୍ୟ ଯଥା ରଥଯାତ୍ରା ଶେଷ ହେବା ପରେ ବଡ଼ଦାଣ୍ଡ ଓଳାଇବା, ଖାଦ୍ୟ ଓ ପାନୀୟ ଜଳ ବାଣ୍ଟିବା, ଷ୍ଟ୍ରେଚରରେ ଗୁରୁତର ଆହତ ବ୍ୟକ୍ତିଙ୍କୁ ହସ୍ପିଟାଲ ପହଞ୍ଚାଇବା, ପୋଲିସ, ପ୍ରଶାସନକୁ ଯଥା ସମ୍ଭବ ସାହାଯ୍ୟ କରିବା ପାଇଁ ସ୍ଥିର କରାଯାଇଛି। ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟରତ ୩୦୦ରୁ ଉର୍ଦ୍ଧ୍ବ ସଦସ୍ୟ ଏଥର ରଥଯାତ୍ରାରେ ଯଥା ସମ୍ଭବ ସେବା ଯୋଗାଇବେ ବୋଲି ଶ୍ରୀ ମିଶ୍ର ସୂଚନା ଦେଇଛନ୍ତି। ଏ ନେଇ ପୂର୍ବରୁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକଙ୍କ ଦୃଷ୍ଟି ଆକର୍ଷଣ ପୂର୍ବକ ଓକିଲ ବି. ଧର୍ମା ରେଡ୍ଡୀ ତଥା ଆଇ.ଆର.ଇରେ କାର୍ଯ୍ୟରତ ମନୋରଞ୍ଜନ ବେହେରା ତଥା ସମାଜସେବୀ ମନୋଜ ମିଶ୍ରଙ୍କ ନେତୃତ୍ୱରେ ଏକ ଦଳ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ପ୍ରଶାନ୍ତ କୁମାର ଦାସଙ୍କୁ ଭେଟି ଲିଖିତ ଭାବେ ଅବଗତ କରାଇବା ସହ ଶ୍ରୀ ଦାସ ସମସ୍ତଙ୍କୁ ଭଲ କାମ କରିବାକୁ ପରାମର୍ଶ ଦେଇଥିଲେ।   ସୂଚନାଯୋଗ୍ୟ, ପାରଳା ଖେମୁଣ୍ଡିରେ ପଦସ୍ଥ ଭାରପ୍ରାପ୍ତ କ୍ୟାଡ଼ର ପବ୍ଲିକ ପ୍ରସିକ୍ୟୁଟର ରାଜେଶ କୁମାର ମିଶ୍ର ପୂର୍ବ ବର୍ଷ ଭଳି ଏହି ସ୍ବେଚ୍ଛାସେବୀ ଦଳର ନେତୃତ୍ୱ ନେବେ ତଥା ଓଲିଉଡ କଳାକାର ବିକାଶ ମହାରଣା, ହାଇକୋର୍ଟ ଓକିଲ ବିଜୟ ଜେନା, ଛତ୍ରପୁର ଆଇ.ଆର.ଇରେ କାର୍ଯ୍ୟରତ ଟୁଟୁ ନାୟକ, ସମାଜସେବୀ ରିଙ୍କୁ ସାହୁ, ସୁଶାନ୍ତ ଗୌଡ଼, ମାଧବ ସାସମଲ, ସ୍ପର୍ଶ ହସ୍ପିଟାଲରେ କାର୍ଯ୍ୟରତ ଡ଼ଃ ପ୍ରିୟବ୍ରତ ଶତପଥୀ ତଥା ଅଖିଳ ଭାରତୀୟ ଯୁବଜନ ସେବା ସମିତିର ମୁଖ୍ୟ କୁମାର ରେଡ୍ଡୀ ପ୍ରମୁଖ ଶ୍ରୀ ମିଶ୍ରଙ୍କୁ ଏଥିରେ ସହଯୋଗ କରିବେ ବୋଲି ସୂଚନା ମିଳିଛି ।।

News Comment

You Might Also Like

BACK TO TOP