Breaking News

ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||      ଯୋଗାଣ ସହାୟକ ନିଯୁକ୍ତି ରେ ଆଦିବାସୀ ଙ୍କୁ ପ୍ରାଥମିକତା ଦେବା ପାଈଁ ବିଡ଼ିଓ ଙ୍କୁ ଦାବି ପତ୍ର ପ୍ରଦାନ |    (20-Dec-2024)       ||      ଅଦିନିଆ ବର୍ଷାଯୋଗୁଁ ପାଚିଲା ଧାନ ଚାଷ କ୍ଷତିଗ୍ରସ | ଚିନ୍ତାରେ ଚାଷୀ |    (20-Dec-2024)       ||      ଭୁବନେଶ୍ୱର ରେ ଅଙ୍ଗନୱାଡି କର୍ମୀଙ୍କ ବିଭିର୍ଣ୍ଣ ଦାବି ନେଇ ଧାରଣା |    (20-Dec-2024)       ||      ଦୁଈ ଦିନିଆ ଓଡିଶା ଗ୍ରସ୍ତ ରେ ଆସୁଛନ୍ତି ଅମିତଶାହା |    (20-Dec-2024)       ||      ଆସ୍କା ସୂତାକଳ ର ଭାଗ୍ୟ ବଦକି ବକି???   (19-Dec-2024)       ||      ମୌଳିକ ସୁବିଧାରୁ ବଞ୍ଚିତ ମୋହନ ଗୁଡା ଗାଁ ଲୋକେ |    (19-Dec-2024)       ||     

ହାଇଦ୍ରାବାଦ ରେ ପୁଷ୍ପା 2 ପ୍ରିମିୟର ବେଳେ ହଲରେ ଦଳ ଚକଟା ରେ ଜଣେ ମୃତ |

05-Dec-2024

‘ପୁଷ୍ପା-୨’ ପ୍ରିମିୟର ବେଳେ ଦଳାଚକଟା, ଜଣେ ମୃତ,

         ଓଡିଶା ଜନମତ  ବ୍ୟୁରୋ ,

ନୂଆଦିଲ୍ଲୀ, ୫।୧୨ : ପୁଷ୍ପା– ୨ ରିଲିଜରେ ବଡ଼ ଅଘଟଣ। ଦଳାଚକଟାରେ ଚାଲିଗଲା ଫ୍ୟାନଙ୍କ ଜୀବନ । ହାଇଦ୍ରାବାଦରେ ଗତକାଲି ରାତିରେ ପୁଷ୍ପା– ୨ ପ୍ରିମିୟର୍ ଶୋ’ ହୋଇଥିଲା।ଏଥିରେ ପୁଷ୍ପା ଅର୍ଥାତ ଅଲୁ ଅର୍ଜୁନ୍ ଓ ରଶ୍ମିକା ମନ୍ଦନା ସାମିଲ ହୋଇ ଥିଲେ। ତାଙ୍କୁ ଦେଖିବାକୁ ଏଠା ରେ ବହୁ ସଂଖ୍ୟାର ପ୍ରଶଂସକ ଭିଡ଼ ଜମିଥିଲା। ଅଭିନେତାଙ୍କ ଗୋଟିଏ ଝଲକ ପାଇବା ପାଇଁ ଲୋକଙ୍କ ମଧ୍ୟରେ ଦଳାଚକଟା ପରିସ୍ଥିତି ଉପୁଜିଥିଲାଗତକାଲି ସନ୍ଧ୍ୟାରେ ଜଞଉ କ୍ରସ୍ରୋଡରେ ଥିବା ଥୁଏଟର୍ ବାହାରେ ଧସ୍ତା ଧସ୍ତି ପରିସ୍ଥିତି ବି ଉପୁଜିଥିଲା। ତେବେ ଏଥିରେ ଜଣେ ୩୯ ବର୍ଷୀୟ ମହିଳାଙ୍କ ମୃତ୍ୟୁ ହୋଇଛି। ଭିଡକୁ ନିୟନ୍ତ୍ରଣ କରିବା ପାଇଁ ପୁଲିସ ଲାଠି ଚାର୍ଜ ମଧ୍ଯ କରିଥିଲା। ସେହି ପରି ଦଳାଚକଟାରେ ଅନେକ ଆହତ ମଧ୍ୟ ହୋଇଛନ୍ତି। ଆହତଙ୍କ ମଧ୍ଯରେ ଛୋଟ ପିଲା ମଧ୍ଯ ଅଛନ୍ତି। ସେମାନଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୃତ ମହିଳା ଜଣକ ହାଇଦ୍ରାବ ଦିଲସୁଖନଗରର ରେବତୀ ବୋଲି ଜଣାପଡିଛି।

ସୂଚନା ମୁତାବକ, ପୁଷ୍ପା–୨ ପ୍ରିମିୟର ଶୋ’ ଦେଖୁବା ପାଇଁ ରେବତୀ ତାଙ୍କ ସ୍ଵାମୀ ଭାସ୍କର ଓ ଦୁଇ ପିଲାଙ୍କୁ ନେଇ ଆସି ଥିଲେ। ଏହି ସମୟରେ ଥି ଏଟର ବାହାରେ ପ୍ରବଳ ଭିଡ ଜମିଥିଲା । ଲୋକେ ଫିଲ୍ମ ହଲ୍‌ର ଗେଟ୍ ଭାଙ୍ଗି ଦେଇ ଥିଲେ। ପ୍ରବଳ ଉତ୍ତେଜନା ଭିତରେ ରେବତୀ ଓ ତାଙ୍କ ପୁଅ ଚେତାଶୂନ୍ୟ ହୋଇପଡି ଥିଲେ। ଏହାପରେ ଉଭୟଙ୍କୁ ଚିକିତ୍ସା ପାଇଁ ଦୁର୍ଗା ବାଇ ଦେଶମୁଖ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ରେବତୀଙ୍କୁ ମୃତ ଘୋଷଣା କରିଛନ୍ତି । ସେପଟେ ଘଟଣାକୁ ନେଇ ତଦନ୍ତ ଜାରି ରହିଛି।

News Comment

You Might Also Like

BACK TO TOP