Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ଦ୍ରୁତଗାମୀ କାରଧକ୍କାରେ ସାଇକେଲ ଆରୋହୀଙ୍କ 30ଫୁଟ ଖାଲରେ ପଡ଼ି ମୃତ |

16-Jul-2026

 ବେଣ୍ଟ ଓଭର ବ୍ରିଜ ଉପରେ ଭୟାବହ ସଡ଼କ ଦୁର୍ଘଟଣା ।

 ଅମାନିଆ  ଗାଡି ଚାଳକ ଙ୍କ ବେପାରୁଆ  ଗାଡି ଚାଳନା ଯୋଗୁଁ  ମୋଟର ସାଇକେଲ ଚାଳକ ହେଉ କିମ୍ବା ସାଇକେଲ ଚାଳକ ଙ୍କ ଦୁର୍ଘଟଣା ରେ ଜୀବନ   ଚାଲି ଯାଉଛି  | କାର ଚାଳକ ଙ୍କ  ଦ୍ରୁତ ଗାଡି ଚାଳନା ଯୋଗୁଁ ଏ ସାଇକେ ଆରୋହୀଙ୍କ ଧକ୍କ ଦେବାର  3 0ଫୁଟ ତଳକୁ ଖସି ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି । ବ୍ରହ୍ମପୁର ରୁ ଭୁବନେଶ୍ୱର ଯାଉଥିବା ଦ୍ରୁତଗାମୀ ଗ୍ରାଣ୍ଡ ଭିଟେରା କାର ଆଗରେ ଯାଉଥିବା ସାଇକେଲ ଆରୋହୀଙ୍କୁ ପଛ ପଟୁ ଧକ୍କା ଦେଇଥିଲା କାର । ଯାହା ଫଳରେ ସାଇକେଲ ଆରୋହୀ ଜଣକ ୩୦ ଫୁଟ ତଳକୁ ଛିଟିକି ପଡ଼ିବାରୁ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା । ମୃତକ ଜଣକ ହେଲେ ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଧିନ ଚମ୍ପାଗଡ଼ ଗାଁର ପ୍ରମୋଦ ପରିଡ଼ା । ପରିବା କିଣି ସାଇକେଲରେ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା ଘଟିଛି । ଖବରପାଇ ଚାନ୍ଦପୁର ଥାନା ପୋଲିସ କାର ଜବତ କରିଥିବା ବେଳେ ଚାଳକ ଫେରାର ଥିବା ଜଣାପଡ଼ିଛି। ଘଟଣା ସ୍ଥଳରେ ତୀବ୍ର ଉତ୍ତେଜନା ଦେଖା ଦେଇଛି । ଉତ୍ୟକ୍ତ ଲୋକେ କ୍ଷତି ପୁରଣ ଦାବିରେ ଜାତୀୟ ରାଜପଥ 16 କୁ ଅବରୋଧ କରିଛନ୍ତି । ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ସହ ସହ ଗାଡି ମୋଟର ଅଟକି ରହିଛି । ତେବେ ଘଟଣା ସ୍ଥଳରେ ପୋଲିସ ଏସଡ଼ିପିଓ ଓ ତହସିଲଦାର ପହଞ୍ଚି ଲୋକଙ୍କୁ ବୁଝା ସୁଝା କରିବା ସହିତ ଜିଲ୍ଲପାଳ ଙ୍କୁ କହି ରେଡ଼କ୍ରସ ରୁ କିଛି ଅର୍ଥ ପ୍ରଦାନ କରିବାରୁ  ରାସ୍ତା ଅବରୋଧ ହଟି ଯାତାୟାତ  ସ୍ୱାଭାବିକ ହୋଇଥିଲା | 

News Comment

You Might Also Like

BACK TO TOP