Breaking News

72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||     

ଚୋର ମାନେ ଦିନ ଦ୍ବିପହର ରେ ଏଆରଟେଲ ଟାୱାର ରୁ ଟ୍ରାନ୍ସଫର ଚୋରି କଲେ ||

17-Jul-2026

ଏୟାରଟେଲ ଟାୱାରରୁ ବିଦ୍ୟୁତ ଟ୍ରାନ୍ସଫର୍ମର ଚୋରି | 

ଓଡିଶା  ଜନ ମତ ବ୍ୟୁରୋ, 

  ଚୋରି ତ ଚୋରି ପୁଣି ଏୟାର ଟେଲ ଟାୱାର ରୁ ଚୋର ମାନେ ଚୋରି କରିଛନ୍ତି ଟ୍ରାନ୍ସଫର | ଏପରି ଏକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ଅନ୍ତର୍ଗତ ଛେଳିଡଙ୍ଗରୀ ପଞ୍ଚାୟତର ଛେଳିଡଙ୍ଗରୀରେ ଦିନ ଦିପହରରେ ଏକ ସାହସିକ ଚୋରି ଘଟଣା ସାମ୍ନାକୁ ଆସିଛି। ଗାଁରେ ଥିବା ଏୟାରଟେଲ ମୋବାଇଲ ଟାୱାରର ବିଦ୍ୟୁତ ଟ୍ରାନ୍ସଫର୍ମରକୁ ଦୁର୍ବୃତ୍ତମାନେ ଚୋରି କରି ନେଇଥିବା ଅଭିଯୋଗ ହୋଇଛି।ଏହି ଘଟଣା ପରେ ଟାୱାରର ବିଦ୍ୟୁତ ସରବରାହ ବ୍ୟାହତ ହୋଇଥିବା ସହ ସ୍ଥାନୀୟ ଅଞ୍ଚଳରେ ମୋବାଇଲ ନେଟୱର୍କ ସେବା ମଧ୍ୟ ପ୍ରଭାବିତ ହେବାର ଆଶଙ୍କା ରହିଛି। ଦିନ ଦିପହରରେ ଏପରି ଚୋରି ଘଟଣା ଘଟିଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ଚିନ୍ତା ପ୍ରକାଶ ପାଇଛି।ଘଟଣା ସମ୍ପର୍କରେ ପୋଲିସରେ ଅଭିଯୋଗ ହୋଇଥିଲେ ତଦନ୍ତ ଆରମ୍ଭ କରି ଚୋରଙ୍କୁ ଶୀଘ୍ର ଗିରଫ କରିବା ସହ ଚୋରି ହୋଇଥିବା ଟ୍ରାନ୍ସଫର୍ମର ଉଦ୍ଧାର କରିବାକୁ ସ୍ଥାନୀୟ ଲୋକ ଦାବି କରିଛନ୍ତି।

News Comment

You Might Also Like

BACK TO TOP