Breaking News

ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||     

ମାଣିତରା କଲ୍ୟାଣ ମଣ୍ଡପ ଠାରେ ବିଶ୍ଵକର୍ମା ସମାଜର ସାଙ୍ଘଠନିକ ବୈଠକ ଅନୁଷ୍ଠିତ |

17-Jul-2026

ପିତୁଳିକା ବଂଶ ବିଶ୍ୱକର୍ମା ସମାଜର ସାଂଗଠନିକ ବୈଠକ।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
 ୧୭/୭/୨୬:- ------

 ଗଞ୍ଜାମ ଜିଲ୍ଲାର ବୁଗୁଡ଼ା ବ୍ଲକ ଅନ୍ତର୍ଗତ ମାଣିତରା ଗ୍ରାମର ମହାରଣା ମାର୍କେଟ କମ୍ପ୍ଲକ୍ସର କଲ୍ୟାଣ ମଣ୍ଡପ ରେ ବିଶ୍ୱକର୍ମା ସମାଜର ପିତୁଳିକା ବଂଶର ଏକ ସାଂଗଠନିକ ବୈଠକ ୧୭/୭/୨୬ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ପିତୁଳିକା ବଂଶର ସଭାପତି କିଶୋର ଚନ୍ଦ୍ର ମହାରଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ୨୦୨୬ ନଭେମ୍ବର ମାସର ୦୧  ଓ ୦୨ ତାରିଖ ଦିନ ବଂଶର ମହାସଭା ଅନୁଷ୍ଠିତ ହେବାକୁ ସ୍ଥିର କରାଗଲା। ବଂଶର ସମସ୍ତ ପରିବାର ଆସନ୍ତା ମହାସଭାରେ ଯୋଗଦେବାକୁ ସ୍ଥିର କରିବା ସହ କୃତୀ ଛାତ୍ରଛାତ୍ରୀମାନଙ୍କୁ ସମ୍ଵର୍ଦ୍ଧିତ କରିବାକୁ ଠିକ୍ କରାଗଲା। ଏହି ବୈଠକରେ ପିତୁଳିକା ବଂଶର  ବ୍ରହ୍ମପୁର ନଗର, ହଞ୍ଜିଳୀକାଟୁ ସହର ଏବଂ ଗୋଳିଆ, ବ୍ରାହ୍ମଣଛାଇ, ଗୋଳାବନ୍ଧ, କୁମୁଟା ଓ ମାଣିତରା ଗ୍ରାମର ବଂଶର ପ୍ରଥମ ମୁଖ୍ୟ ସଙ୍ଗଠକ ଗୋପାଳ କୃଷ୍ଣ ମହାରଣା, ସନ୍ତୋଷ କୁମାର ମହାରଣା, ନରେନ୍ଦ୍ର ମହାରଣା, ରାଧାକୃଷ୍ଣ ମହାରଣା, ପ୍ରକାଶ ମହାରଣା, ବିପ୍ର ମହାରଣା, ଗୋପାଳ ଚନ୍ଦ୍ର ମହାରଣା, ଦୁର୍ଯ୍ୟୋଧନ ମହାରଣା, ଚରଣ ମହାରଣା, ସୁରଥ ମହାରଣା, ପ୍ରମୋଦ କୁମାର ମହାରଣା, ପ୍ରଭାକର ମହାରଣା, ମନୋଜ କୁମାର ମହାରଣା, ମହେଶ୍ୱର ମହାରଣା ଓ ଅନିଲ କୁମାର ମହାରଣା ପ୍ରମୁଖ ଯୋଗଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥଲେ।

News Comment

You Might Also Like

BACK TO TOP