Breaking News

ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||     

ବାହାରିନ ରେ ମଧ୍ୟ ଓଡ଼ିଆ ମାନେ ପାଳନ କଲେ ରଥ ଯାତ୍ରା ||

18-Jul-2026

 ପ୍ରବାସୀ ଓଡ଼ିଆ ବାହାରିନ  ରେ ପାଳିଲେ ରଥଯାତ୍ରା
 ଓଡିଶା ଜନ ମତ ବ୍ୟୁରୋ, ଓଡିଶା ରାଜ୍ୟର ପୂରପଲ୍ଲୀ ଠାରୁ ଆରମ୍ଭ କରି ରାଜ୍ୟ ଦେଶ ବିଦେଶ ତଥା  ପୃଥବୀର କୋଣେ ଅନୁକୋଣେ ଲୀଳାମୟ ଜଗତ ର ନାଥ ଜଗନ୍ନାଥ ଙ୍କ   ଘୋଷ ଯାତ୍ରା କୁ ସବୁଠାରେ ପାଳନ କରି ସେହି  ବିଶ୍ଵକର୍ତ୍ତା ଏବଂ ଜୀବନର ମୁକ୍ତି ଦାତା ପ୍ରଭୁ କଳାଠାକୁର ଙ୍କ ଆଶୀର୍ବାଦ ନେଇ ତାଙ୍କରି ନାମଗାଇ, ଭକ୍ତିରେ   ନୃତ୍ୟ ଏବଂ ସଂକୀର୍ତ୍ତନ କରିଥା ନ୍ତି  | ସେପରି ବାହାରିନ ର ରାଜଧାନୀ ମାନାମା ଠାରେ ପ୍ରବାସୀ ଓଡ଼ିଆଙ୍କ ସଂଗଠନ `ବାହାରିନ ଓଡ଼ିଆ ସମାଜ" ଘୋଷ ଯାତ୍ରା ପାଳନ କରିଛନ୍ତି।ଏଥିରେ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଯୋଗ ଦେଇ ଘଣ୍ଟଘଣ୍ଟା ଓ ବାଦ୍ୟ ନାଦ ମଧ୍ୟରେ ଭକ୍ତ ମାନେ ହରିବୋଲ ଓ ଜୟ ଜଗନ୍ନାଥ ଧ୍ବନି ଦେଇ ରଥ ଟାଣିଥିଲେ। ପାରମ୍ପରିକ ରୀତିରେ, ବାହାରିନ ଓଡ଼ିଆ ସମାଜ ର ସଭାପତି ଶ୍ରୀଯୁକ୍ତ ରାମଚନ୍ଦ୍ର  ସାହୁ ଓ ଶ୍ରୀ ଶ୍ରୀ ରାଧା ଗୋପାଳ କୃଷ୍ଣ ମନ୍ଦିରର ୟାଦଵପତି କୃଷ୍ଣଦାସ ପ୍ରଭୁ ଓ ପ୍ରଶାନ୍ତ ପ୍ରଭୁ ରଥ ଉପରେ ଛେରାପହଁରା କରିବା ପରେ ରଥ ଆଗକୁ ଗଡ଼ିଥିଲା,ରଥ ଉପରେ ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ବଳଭଦ୍ର ଓ ଭଉଣୀ ଦେବୀ ସୁଭଦ୍ରା ବିଜେ ହେଲା ପରେ ଶ୍ରଦ୍ଧାଳୁ ମାନେ ଭାବବିହୋଳ ହୋଇଥିଲେ। ଚତୁର୍ଦ୍ଧାମୂର୍ତ୍ତି ରଥରେ ପରିକ୍ରମା କଲା ପରେ ଶତାଧିକ ଭକ୍ତ ପ୍ରସାଦ ସେବନ କରିଥିଲେ, ଶେଷରେ କିଛି ଭକ୍ତ ଓଡ଼ିଶା ର ବିଭିନ୍ନ ପାରମ୍ପାରିକ ନୃତ୍ୟ ପ୍ରଦର୍ଶନ କରିଥିଲେ | ବାହାରିନ ଓଡ଼ିଆ ସମାଜ ର କୋଷାଦକ୍ଷ   ଶ୍ରୀଯୁକ୍ତ ଅଶୋକ କୁମାର ପାଣି , ସାଂସ୍କୃତିକ ସଂପାଦିକା ସରିତା ପାଢ଼ୀ, କ୍ରୀଡା ସମ୍ପାଦକ ଅନିରୁଦ୍ଧ ବିଶ୍ୱାଳ ଭକ୍ତ ମାନଙ୍କ ଗହଣରେ ଜଗନ୍ନାଥ ସଂସ୍କୃତି ବିଷୟରେ ଆଲୋଚନା କରିଥଲେ। ବିଦେଶର ରଥ ଯାତ୍ରା ପାଳନ କରିବା ପ୍ରତେକ ପ୍ରବାସୀ ଓଡ଼ିଆଙ୍କ ପାଇଁ ସୌଭାଗ୍ୟ ର କଥା ବୋଲି, ସମାଜର ଯୁଗ୍ମ ସାଧାରଣ ସମ୍ପାଦକ ଶ୍ରୀଯୁକ୍ତ ଅମରେଶ ପଣ୍ଡା , ଜନ ସମ୍ପର୍କ ସମ୍ପାଦିକା ଅଙ୍କିତା ନାୟକ କହିଥିଲେ। ରଥ ନିର୍ମାଣଠୁ ଆରମ୍ଭ କରି ରଥ ଯାତ୍ରା ଶେଷ ପର୍ଯ୍ୟନ୍ତ ଅନୁଷ୍ଠାନ ର ବରିଷ୍ଠ ସଦସ୍ୟ ମାନେ ସହଯୋଗ କରିଥଲେ। ବାହାରିନ ଓଡ଼ିଆ ସମାଜ ର ସଭାପତି ଶ୍ରୀଯୁକ୍ତ ରାମଚନ୍ଦ୍ର ସାହୁ ଭକ୍ତ ମାନଙ୍କୁ ଉଦବୋଧନ ଦେଇ ବାହାରିନ ରେ ରଥ ଯାତ୍ରା ପାଳନ କରିବା ପ୍ରଭୂ ଜଗନ୍ନାଥଙ୍କ ଲୀଳା ଓ କରୁଣା ବୋଲି କହିଥିଲେ। ବରିଷ୍ଠ ସଦସ୍ୟ ଶ୍ରୀଯୁକ୍ତ କିଶୋର ଦାସ , ଦୀନେଶ ମହାନ୍ତି , ବିଷ୍ଣୁ ପ୍ରସାଦ ମହାନ୍ତି ପାରମ୍ପରିକ ରୀତିନୀତି ରେ ରଥ ଯାତ୍ରା କାର୍ଯ୍ୟକ୍ରମ ସାରିଥିବାରୁ ସମସ୍ତ ପ୍ରବାସୀ ଓଡ଼ିଆକୁ ଧନ୍ୟବାଦ୍ ଜଣାଇବା ସହ,ସଂଗଠନ କୁ ସୁଦୃଢ କରିବା ଓ ଜଗନ୍ନାଥ ସଂସ୍କୃତି ,ପରମ୍ପରା କିଭଳି ଭାବରେ ପ୍ରଚାର ପ୍ରସାର ହେବା ସହ ପ୍ରତେକ ବର୍ଷ ବାହାରିନ ରେ ରଥ ଯାତ୍ରା ହେବ ଆଲୋଚନା କରିଥଲେ।। ସର୍ବଶେଷରେ ସାଧାରଣ ସଂପାଦକ ଶ୍ରୀଯୁକ୍ତ ସାରଦା ପଟ୍ଟନାୟକ ସମସ୍ତ ଭକ୍ତ ମାନଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ | ସେହି ଗତିମୁକ୍ତି ଦାତ୍ତା  ବଳିଆର ଭୁଜ ଙ୍କ ଚରଣ ରେ ଅଜସ୍ର ପ୍ରଣିପାତ ଜଣାଇ ଛନ୍ତି ସମସ୍ତେ | 

News Comment

You Might Also Like

BACK TO TOP