Breaking News

ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||     

ଛେଣ୍ଡିପଦା ପୋଲିସ କାରକୁ ଗୋଡ଼ାଇ ଧରିଲା ଲକ୍ଷ ଲକ୍ଷ ଟଙ୍କାର ବ୍ରାଉନ ସୁଗାର |

18-Jul-2026

କାର ରେ ଥିବା ଲକ୍ଷ ଲକ୍ଷ ଟଙ୍କାର ଧଳା ଜହର କୁ ମାଡିବସି ଧରିଲା ଛେଣ୍ଡିପଦା ପୋଲିସ |

ଓଡିଶା ଜନ ମତ ବ୍ୟୁରୋ,

ଚୋର ମାନଙ୍କୁ ଧରିବା ପୋଲିସ ପକ୍ଷରେ ଯେତିକି ସହଜ ତାଠାରୁ ବହୁଗୁଣ ହେଉଛି କଷ୍ଟ | ତଥାପି  କେଉଁଠାରୁ  ଟିକେ ସୂଚନା ପାଇଲେ ସଙ୍ଗେ ସଙ୍ଗେ ସେହି ସ୍ଥାନକୁ  ଯାଇ ତା ଉପରେ ଚଢ଼ାଉ କରି ଅପରାଧୀ ଙ୍କୁ ମାଡିବସି ଧରିଥାଏ  | ସେହିପରି ଛେଣ୍ଡିପଦା ପୋଲିସକୁ ମିଳିଛି ବଡ଼ ସଫଳତା । ବିଶ୍ବସ୍ତ ସୂତ୍ରରୁ ଖବର ପାଇଗୋଡ଼ାଇ ଗୋଡ଼ାଇ କାର୍‌କୁ ଧରିଲା । ସେଥିରୁ ମିଳିଲା ଲକ୍ଷାଧିକ ଟଙ୍କାର ଧଳାଜହର । ଦୁଇ ଅଭିଯୁକ୍ତ ଙ୍କୁ ଗିରଫ କଲା ପୋଲିସ । ଦୀର୍ଘଦିନ ଧରି ଚାଲିଥିଲା ଏହି କାରବାର । ଏ ନେଇ ଅଧିକ ତଦନ୍ତ ଜାରି ରଖିଛି ଛେଣ୍ଡିପଦା ପୋଲିସ ।
ସୂଚନାଯୋଗ୍ୟ ଯେ, ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ଥାନା ପୋଲିସ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଚଢ଼ାଉ କରିଥିଲା । ଏକ କାର୍‌କୁ ପିଛା କରି ଛେଣ୍ଡିପଦା ମଶାଣି ନିକଟରେ ଧରିଥିଲା । କାର୍‌କୁ ଜବତ କରି ଛାନଭିନ ଆରମ୍ଭ କରିଥିଲା ପୋଲିସ । ଚଢ଼ାଉ ବେଳେ କାରରୁ ୩୦.୨୫ ଗ୍ରାମରୁ ଉର୍ଦ୍ଧ୍ବ ବ୍ରାଉନସୁଗାର ଜବତ କରିଥିଲା । ଏହାସହ ନଗଦ ୬ ଲକ୍ଷ ୩୧ ହଜାର ଟଙ୍କା ନଗଦ ଜବତ କରିଛି ପୋଲିସ ।ଏହି ଘଟଣାରେ ପୋଲିସ ୨ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଦୁଇ ଜଣ ହେଲେ ଜଳେଶ୍ୱର ଶାସନବାଡ଼ାର ସେକ୍ ସହିଦ ଓ ଛେଣ୍ଡିପଦା ଥାନା ବାଲିପଟା ଗାଁର ରଞ୍ଜିତ କୁମାର ସାହୁ । ଦୀର୍ଘ ଦିନ ଧରି ଏହି ଗ୍ୟାଙ୍ଗ ସ୍ଥାନୀୟ ଅଞ୍ଚଳରେ ବ୍ରାଉନ ସୁଗାର କାରବାର ଚଳାଇ ଥିଲେ । ପୋଲିସ ଏମାନଙ୍କୁ ଧରିବା ସହ ଏକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଜାରି ରଖିଛି ।

News Comment

You Might Also Like

BACK TO TOP