Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ଟ୍ରକ ଧକ୍କାରେ ବାଇକ ଆରୋହୀଙ୍କ ମୃତ୍ୟୁ |

18-Jul-2026

 ଶିଖର ପୁର  ନିକଟରେ ଟ୍ରକ୍ ବାଇକ୍ ମୁହାଁ ମୁହିଁ ଧକ୍କା, ବାଇକ୍ ଆରୋହୀ ମୃତ,  ଟ୍ରକ ଜାଳି ଲୋକଙ୍କ ରାସ୍ତା ରୋକ |

କ୍ଷତିପୂରଣ ଦାବିରେ ଉତ୍ତେଜନା।

 ବାଇକ ଦୁର୍ଘଟଣା ନିତି ଦିନିଆ ଘଟଣା ରେ ପରିଣତ ହୋଇ   ଗଲାଣି | ହେଲେ ଏମିତି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ବ୍ଲକ୍ ବେଲଗାଁ ଥାନା ଅନ୍ତର୍ଗତ ଶିଖରପୁର ଗ୍ରାମ ନିକଟରେ  ଟ୍ରକ୍ ଏବଂ ବାଇକ୍ ମଧ୍ୟରେର ମୁହାଁ ମୁହିଁ ଧକ୍କା ରେ ବାଇକ୍ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି । ମୃତକ ଜଣକ ହେଲେ ହିଞ୍ଜିଳିକାଟୁ ବ୍ଲକ୍  ଭାବନ୍ଧ ଗ୍ରାମର ଗଙ୍ଗା ଦାସ (୩୦) । ତେବେ  କ୍ଷତିପୂରଣ ଦାବି କୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ପୋଲିସ ଏହି ଘଟଣାରେ ୨ ଟ୍ରକ୍ ଡ୍ରାଇଭର ଙ୍କୁ ଅଟକ ରଖିଥିବାବେଳେ ସ୍ଥାନୀୟ ଲୋକେ କ୍ଷତିପୂରଣ ଦାବିରେ ରାସ୍ତାରେ ମଝିରେ ପଥର ରଖି ଏବଂ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି। ଘଟଣାର ଖବର ପାଇ ହିଞ୍ଜିଳିକାଟୁ ତହସିଲଦାର, ହିଞ୍ଜିଳି ଆଇଆଇସି, ବେଲଗାଁ ଆଇଆଇସି ଏବଂ ଅନ୍ୟ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି କୁ ନିୟନ୍ତ୍ରଣ କରିବା ପାଇଁ ଚେଷ୍ଟା ଚଲାଇଛନ୍ତି । ସୂଚନା ପ୍ରକାରେ ଗଙ୍ଗା ଦାସ ଏକ ପଲସର–୨୨୦ ମୋଟରସାଇକେଲ (ନଂ ଓଡ଼ି- ୦୭- ଵିଏ -୬୩୩୦ ) ଯୋଗେ ନିଜ ଗ୍ରାମ ଭାବନ୍ଧରୁ କୁକୁଡାଖଣ୍ଡି ଗ୍ରାମ ଅଭିମୁଖେ ବାହାରିଥିବା ବେଳେ ଶିଖରପୁର ଗ୍ରାମ ନିକଟରେ ସାମ୍ନା ପଟରୁ ଆସୁଥିବା ଦୁଇଟି ଲୁହା ବୋଝେଇ ଛଅ ଚକିଆ ଟ୍ରକ (ନଂ  ଓଡ଼ି - ୦୭- ବିଜି -୦୧୮୮ ଓ ଓଆର -୦୭- ଜେ - ୮୮୪୪ )  ସହ ମୁହାଁ ମୁହିଁ  ଧକ୍କା ଦେଇଥିଲା ଫଳରେ ଘଟଣାସ୍ଥଳରେ ବାଇକ୍ ଆରୋହୀ ଗଙ୍ଗା ଦାସଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା । ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ, ଦୁର୍ଘଟଣା ପରେ ଶିଖରପୁର ଗ୍ରାମବାସୀ ଉଭୟ ଟ୍ରକ ଚାଳକଙ୍କୁ କାବୁ କରି ବେଲଗାଁ ଥାନାକୁ ଖବର ଦେଇଥିଲେ ଘଟଣାର ସୂଚନା ପାଇ ହିଞ୍ଜିଳି ତହସିଲଦାର ତପନ କୁମାର ମହାପାତ୍ର, ବେଲଗାଁ ଥାନା ଆଇଆଇସି ସ୍ମିତାଞ୍ଜଳି ପ୍ରଧାନ, ହିଞ୍ଜିଳି ଆଇଆଇସି ଶ୍ରୀନିବାସ ସେଠୀ, ଆସିକା ଏସଡିପିଓ ସୌରଭ ପ୍ରଧାନ,  ଭାବନ୍ଧ ସରପଞ୍ଚ କାଳିଆ ଦାସ, ପଞ୍ଚାୟତ ସମିତି ସଭ୍ୟାଙ୍କ ପ୍ରତିନିଧି ପ୍ରେମାନନ୍ଦ ନାହାକ ଏବଂ ସାହାପୁର ପଞ୍ଚାୟତ ସରପଞ୍ଚ ପ୍ରତିନିଧି କାହ୍ନୁ ରାଉତ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିର ସମୀକ୍ଷା କରିଥିଲେ। ତେବେ ଏହି ଘଟଣାକୁ କୁ ନେଇ ସେହି ଅଞ୍ଚଳରେ ଉତ୍ତେଜନା ଲାଗି ରହିଥିବାବେଳେ। ସ୍ଥାନୀୟ ଲୋକେ ପରିବାର କୁ କ୍ଷତିପୂରଣ ଦାବି କୁ ନେଇ ରାସ୍ତାରେ ପଥର ରଖି,ଟାୟାର ଜାଳି ରାସ୍ତାରୋକ ଅବରୋଧ କରିଥିଲେ। ଯାହାଦ୍ୱାର ବହୁ ସମୟଧରି ଭାବନ୍ଧ ରୁ ପାଟପୁର ଯିବା ରାସ୍ତାରେ ଯାତାୟତ ବାଧାପ୍ରାପ୍ତ ହୋଇଥିଲା। ମୃତକ ଙ୍କ ପରିବାରକୁ ରେଡକ୍ରସ ପାଣ୍ଠିରୁ ୩୦ ହଜାର ଓ ଟ୍ରକ ମାଲିକ ୫୦ ହଜାର ଟଙ୍କାର ସହାୟତା ରାଶି ପ୍ରଦାନ କରିଛନ୍ତି। ଆଲୋଚନା ବେଳେ ପ୍ରଶାସନ ପକ୍ଷରୁ ଟ୍ରକ ଓ ମୋଟରସାଇକେଲର ବୀମା ନିୟମ ଅନୁଯାୟୀ ପୀଡ଼ିତ ପରିବାରକୁ କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ସୂଚନା ଦିଆଯାଇଥିଲା। ଅନ୍ୟପକ୍ଷରେ ମୃତକଙ୍କ ପରିବାର ପକ୍ଷରୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବି କରାଯାଇଥିବା ଜଣାପଡ଼ିଛି। ତେବେ, ଶେଷ ସୂଚନା ମିଳିବା ସୁଦ୍ଧା ଏହି ଘଟଣାକୁ ନେଇ ସମ୍ପୃକ୍ତ ଥାନାରେ କୌଣସି ଲିଖିତ ଏତଲା କିମ୍ବା ମାମଲା ରୁଜୁ ହୋଇନଥିବା ସୂଚନା ମିଳିଛି। ପୁଲିସ ପକ୍ଷରୁ ଘଟଣାର ତଦନ୍ତ ପରେ ପରବର୍ତ୍ତୀ ଆଇନଗତ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଜଣାପଡ଼ିଛି।

News Comment

You Might Also Like

BACK TO TOP