Breaking News

ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||     

ଭାରତ ରାଷ୍ଟ୍ରପତି ଙ୍କ ଗଞ୍ଜାମ ଗ୍ରସ୍ତ ହୋଇପାରେ ବୋଲି ଚର୍ଚ୍ଚା ହେଉଛି |

18-Jul-2026

ଗଞ୍ଜାମ ଗ୍ରସ୍ତରେ  ଆସନ୍ତା 4,କିମ୍ବା  5 ରେ ଆସି ପାରନ୍ତି  ମହା ମହିମ ରାଷ୍ଟ୍ରପତି | ଓଡିଶା ଜନ 

ଗଞ୍ଜାମ ଗ୍ରସ୍ତରେ ଆସିବାକୁ ଯାଉଛନ୍ତି ଭାରତର ମହା ମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ | କାର୍ଯ୍ୟକ୍ରମ ସମ୍ପର୍କରେ ସବିଶେଷ ସୂଚନା ମିଳିନଥିଲେ ମଧ୍ୟ ୪ ତାରିଖ ରେ ଗଞ୍ଜାମର ତପ୍ତପାଣି ଠାରେ ଆଦିବାସୀ ଶବର ସମାଜ ର ସମ୍ମିଳନୀରେ ରାଷ୍ଟ୍ରପତି ଯୋଗଦେବା ସମ୍ଭାବନା ରହିଛି । ସମ୍ମିଳନୀରେ ଗଞ୍ଜାମ ଓ ଗଜପତି ଜିଲ୍ଲାର ଆଦିବାସୀ ଶବର ସମାଜ କର୍ମକର୍ତ୍ତା ସାମିଲ ହେବେ । ତପ୍ତପାଣି ଗଞ୍ଜାମ ଓ ଗଜପତି ଜିଲ୍ଲା ର ସୀମା ରେ ରହିଥିବା ରୁ ଏଠାରେ କାର୍ଯକ୍ରମ ଆୟୋଜିତ ହେଉଥିବା କୁହାଯାଉଛି । ତେବେ ଏ ସଂକ୍ରାନ୍ତ ରେ କୌଣସି ନିର୍ଦିଷ୍ଟ ସୂଚନା ଓ ତାରିଖ କିମ୍ବା କାର୍ଯକ୍ରମ ଚୂଡ଼ାନ୍ତ ହୋଇନଥିବା ବିଜେପି ଗଞ୍ଜାମ ଜିଲ୍ଲା ସଭାପତି ସରୋଜ ସାବତ କହିଛନ୍ତି । କିନ୍ତୁ ଶବର ସମାଜ ର ମୁଖ୍ୟା ଙ୍କ ଠାରୁ ସୂଚନା ମିଳିଛି ରାଷ୍ଟ୍ରପତି ନିଶ୍ଚୟ ଆସିବେ |

News Comment

You Might Also Like

BACK TO TOP