Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ଘୋଡା ପଲାଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ନୂତନ ପରିଚାଳନା କମିଟି ଗଠିତ |

19-Jul-2026

ଘୋଡ଼ାପଲାଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠିତ | 

ଓଡିଶା ଜନମତ,ପୋଲସରା,

ସନ୍ତୋଷ କୁମାର ପଣ୍ଡାତା. ୧୮/୭/୨୦୨୬:---   

 ପୋଲସରା ବ୍ଲକ ଘୋଡ଼ାପଲାଣ   ଗ୍ରାମପଞ୍ଚାୟତ ସ୍ଥିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଘୋଡ଼ାପଲାଣ ନୂତନ ପରିଚାଳନା କମିଟି ଗଠନ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦିଲୀପ କୁମାର ସେଠୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ଅଭିଭାବକ ମଣ୍ଡଳୀ ଏବଂ ଅନୁଷ୍ଠାନର ସମସ୍ତ ସହକାରୀ ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କ ଉପସ୍ଥିତିରେ ଆଲୋଚନା କରାଯାଇ ଉପସ୍ଥିତ ପୂର୍ବ ପରିଚାଳନା କମିଟି ସଦସ୍ୟ ସଦସ୍ୟାଙ୍କୁ  ବିଦାୟ ସମ୍ବର୍ଦ୍ଧନା ଦିଆଯିବା ସହିତ ସର୍ବ ସହମତି କ୍ରମେ ନୂତନ ସଭାପତି ଭାବେ ବାଳକୃଷ୍ଣ ପ୍ରଧାନ, ଉପସଭାନେତ୍ରୀ ଜୟଲକ୍ଷ୍ମୀ ପ୍ରଧାନଙ୍କୁ ମନୋନୀତ କରାଯିବା ସହ  ପ୍ରଧାନ ଶିକ୍ଷକଙ୍କ ସମେତ ଶିକ୍ଷକ ଅନିଲ କୁମାର ଡାକୁଆ, ଅଙ୍ଗନୱାଡ଼ି କର୍ମୀ ସୋନିଆ ପ୍ରଧାନ, ଆଶା କର୍ମୀ କବିତା ପ୍ରଧାନ, ୱାର୍ଡ ମେମ୍ବର ମାମିନୀ ପ୍ରଧାନ ପ୍ରମୁଖଙ୍କ   ସହିତ ଅନ୍ୟ ୧୨ ଜଣ ଅଭିଭାବକମାନଙ୍କୁ ମନୋନୀତ କରାଯାଇଛି। ନୂତନ କମିଟିର ସମସ୍ତଙ୍କୁ ସ୍ୱାଗତ ଏବଂ ଶୁଭେଚ୍ଛା ଦିଆଯାଇଥିଲା।

News Comment

You Might Also Like

BACK TO TOP