Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ଛତ୍ରପୁର ଆଡପ ଘରେ ଶ୍ରୀ ଜଗନ୍ନାଥ ଙ୍କ କଛପ ଅବତାର |

19-Jul-2026

ଆଡ଼ପ ଘରେ ଶ୍ରୀ ଜଗନ୍ନାଥଙ୍କ କଚ୍ଛପ ଅବତାର ।
ଛତ୍ରପୁର, ତା.୧୮ / ୭,

କେ.,ସତ୍ୟନାରାୟଣ ରେଡ୍ଡୀ:------
ରାଜାଘରର ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିରର ପକ୍ଷରୁ ପରିଚାଳିତ ଛତ୍ରପୁର ସହରର ମଝିବଜାର ଉପରେ ଅବସ୍ଥିତ ଗୁଣ୍ଡିଚା ମନ୍ଦିରରେ ଶନିବାର ସନ୍ଧ୍ୟାରେ ଶ୍ରୀ ଜଗନ୍ନାଥଙ୍କ କଚ୍ଛପ ଅବତାର ବେଶ ଦେଖି ଅଗଣିତ ଭକ୍ତଜନ ଆତ୍ମ ବିଭୋର ହୋଇଉଠିଛନ୍ତି । ଏପରିକି ଗୁଣ୍ଡିଚା ମନ୍ଦିରରେ ବିଜେ କରି ସିଂହାସନ ଆରୋହଣ କରିଥିବା ଚତୁର୍ଦ୍ଧାବିଗ୍ରହ ଙ୍କ ଚିତ୍ତାକର୍ଷକ ସାଜସଜ୍ଜା ଶ୍ରୀଜୀଉଙ୍କ ସୁନ୍ଦର ବେଶରେ ଭକ୍ତ ଭାବ ବିହ୍ୱଳ ହୋଇପଡ଼ିଛନ୍ତି । ଏହି ମନ୍ଦିରରେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ଙ୍କ ଚତୁର୍ଦ୍ଧା ହସ୍ତରେ ଶଙ୍ଖ ଚକ୍ର ଗଦା ପଦ୍ମ, ବଳଦେବ ଜୀଉ ଶ୍ରୀ ବଳଭଦ୍ର ସ୍ୱାମୀ ଙ୍କ ହସ୍ତରେ ହଳଲଙ୍ଗଳ, ଦେବୀ ସୁଭଦ୍ରା ଙ୍କ ଚତୁର୍ଦ୍ଧା ହସ୍ତରେ ଦେବୀ ପରମ ବୈଷ୍ଣବୀ ମା` ଭ୍ବନେଶ୍ୱରୀ ରୂପରେ ସଜ୍ଜିତ ହୋଇଥାନ୍ତି । ଦେବୀ ସୁଭଦ୍ରା ଙ୍କ ହସ୍ତରେ ପଦ୍ମ ଓ ଖଡଗ, ଗଦା ଆଦି ଧରି ଥିବା ବେଶ ଖୁବ୍ ମନ ଲୋଭା ହୋଇ ଅଗଣିତ ଭକ୍ତଙ୍କ ମନକୁ ଭକ୍ତି ଭାବାବେଗରେ ଆନ୍ଦୋଳିତ କରିଛି । ସେହିପରି ରିକାପଲ୍ଲୀ ଆଡ଼ପ ମଣ୍ଡପରେ ଏବଂ ଛତ୍ରପୁର ଉପର ବଜାର ଠାରେ ଥିବା ଦାଶୀରି ଜଗନ୍ନାଥ ମନ୍ଦିର ଆଡ଼ପ ମଣ୍ଡପରେ ମଧ୍ୟ ଶନିବାର କଚ୍ଛପ ଅବତାର ବେଶ ଦେଖି ଅଗଣିତଭକ୍ତ ସନ୍ତୋଷ ଲାଭ କରିଛନ୍ତି ।।

News Comment

You Might Also Like

BACK TO TOP