Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ଦକ୍ଷିଣ କାଳୀ ମନ୍ଦିର ଠାରେ ବରିଷ୍ଟ ନାଗରିକ ସଙ୍ଘର ନୂତନ ଗୃହ ପ୍ରବେଶ ଉତ୍ସବ ଅନୁଷ୍ଠିତ |

19-Jul-2026

ବରିଷ୍ଠ ନାଗରିକ ସଂଘ ର ନୂତନ ଗୃହ ପ୍ରବେଶ ଉତ୍ସବ

ଓଡିଶା ଜନମତ,ବାଲିଗୁଡା, ତା, ୧୯/୦୭,

ସଞ୍ଜୟ କୁମାର ପାଣିଗ୍ରାହୀ :-----

 କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଦକ୍ଷିଣ କାଳୀ ମନ୍ଦିର ନିକଟରେ ବରିଷ୍ଠ ନାଗରିକ ସଂଘ ର ନୂତନ ଗୃହ ପ୍ରବେଶ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବରେ ବାଲିଗୁଡା ଉପ ଜିଲ୍ଲାପାଳ ଶ୍ରୀମତୀ ପ୍ରଣୀତା ଦାସ ଯୋଗ ଦେଇ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପ୍ରତିମୂର୍ତ୍ତୀ ରେ ପୁଷ୍ପ ମାଲ୍ୟାର୍ପଣ କରି ଦୀପ ଧୂପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ସମ୍ମାନୀତ ଅତିଥି ଭାଵେ ସମ୍ୱନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ର ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା, ତହସିଲଦାର ଦୀପ୍ତି ପ୍ରକାଶ ବେହେରା, ସଂଘ ର  ସଭାପତି ତଥା ବରିଷ୍ଠ ପୁରୋହିତ ଚିନ୍ତାମଣି ମିଶ୍ର, ସମ୍ପାଦକ ମନ୍ମଥ କୁମାର ରାଉଳ, ଉପଦେଷ୍ଠା ଡ଼ଃ.ମଧୁ ସୁଦନ ମହାପାତ୍ର ପ୍ରମୁଖ ମଞ୍ଚାସୀନ ଥିଲେ l ଜିଲ୍ଳା ସମ୍ପାଦକ ମନ୍ମଥ କୁମାର ରାଉଳ ସଂଘର ବିବରଣୀ ପଠନ କରିଥିଲେ l ଅତିଥି ଗଣ ନିଜ ବକ୍ତବ୍ୟ ରେ ବରିଷ୍ଠ ନାଗରିକ ନିଜକୁ ବୟସ ର ଅପରାହ୍ନ ନଭାବି ଶିକ୍ଷା, ସ୍ଵାସ୍ଥ୍ୟ ବୃକ୍ଷ ରୋପଣ ଓ ପରିବେଶ ସୁରକ୍ଷା ଆଦି ଜନ ସଚେତନତା ଭଳି ସାମାଜିକ କାର୍ଯ୍ୟରେ ନିଜ କୁ ନିୟୋଜିତ କରି ଆଗlମୀ ପିଢ଼ି କୁ ଦିଗ୍ ଦର୍ଶନ ଦେବାକୁ କହିଥିଲେ l ପ୍ରଶାସନ ସବୁ ବେଳେ ସବୁ ସମୟ ରେ ବରିଷ୍ଠ ନାଗରିକ ଙ୍କୁ ସାହଯ୍ୟ ଓ ସହଯୋଗ ର ହାତ ବଢ଼େଇବାକୁ ପ୍ରତିଶ୍ରୁତି ଦେଇଥିଲେ l ଶେଷରେ ସଂଘର ଆବାହକ ପ୍ରକାଶ ଚନ୍ଦ୍ର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ l

News Comment

You Might Also Like

BACK TO TOP