Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ବିନା କୋଚିଙ୍ଗ ରେ ନିଟ ରେ ସଫଳତା ଆଣିଲେ ବୀରମହାରାଜପୁର ର ଅନୁତ୍ତମ |

20-Jul-2026

ପ୍ରଥମ ପ୍ରୟାସରେ  ବିନା କୋଚିଙ୍ଗ ରେ ନିଟ୍‌ରେ କମାଲ କଲେ ଅନୁତ୍ତମ,

ଓଡିଶା ଜନ ମତ ବ୍ୟୁରୋ,

ଅନୁତ୍ତମ ଙ୍କ ପାଇଁ ଚାରିଆଡୁ ଛୁଟୁଛି ଶୁଭେଛାର ସୁଅ ବିନା କୋଚିଂରେ ପ୍ରଥମ ପ୍ରୟାସରେ ନିଟ୍‌ରେ କମାଲ କଲେ |  ଜାତୀୟସ୍ତରର ପ୍ରତିଷ୍ଠିତ ନିଟ୍‌ ପ୍ରବେଶିକା ପରୀକ୍ଷାରେ ସୋନପୁର ଗଡ଼ଭିତର ଅଞ୍ଚଳର ଛାତ୍ର ଅନୁତ୍ତମ ପାଣିଗ୍ରାହୀ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସମୁଦାୟ ୭୨୦ ନମ୍ବରରୁ ୬୦୧ ନମ୍ବର ରଖି ସର୍ବଭାରତୀୟ ସ୍ତରରେ ୯,୬୬୬ ରାଙ୍କ ହାସଲ କରି ସେ ପରିବାର ସହ ସମଗ୍ର ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି।ଅନୁତ୍ତମଙ୍କ ପିତା ଭବାନୀ ଶଙ୍କର ପାଣିଗ୍ରାହୀ ବୀରମହାରାଜପୁର ବ୍ଲକର ମୁର୍ଷୁଣ୍ଢୀ ସ୍ଥିତ ଏସ୍ବିଆଇ ଶାଖାର ପରିଚାଳକ ଥିବାବେଳେ ମାତା ଅରୁନ୍ଧତୀ ପାଣିଗ୍ରାହୀ ଜଣେ ଗୃହିଣୀ। ତାଙ୍କ ଅଜା କୃପାସିନ୍ଧୁ ପାଣିଗ୍ରାହୀ ଜଣେ ଅବସରପ୍ରାପ୍ତ ପ୍ରାଧ୍ୟାପକ ଓ ଆଈ ପୁଷ୍ପାଞ୍ଜଳି ପାଣିଗ୍ରାହୀ ଅଟନ୍ତି। ଅନୁତ୍ତମ ପ୍ରଥମ ପ୍ରୟାସରେ ହିଁ ଏହି ସଫଳତା ଅର୍ଜନ କରିଥିବାବେଳେ ସେ କୌଣସି କୋଚିଂର ସହାୟତା ନେଇ ନଥିଲେ। ନିଜ ଅଧ୍ୟବସାୟ ଓ ଆତ୍ମବିଶ୍ୱାସକୁ ପାଥେୟ କରି ସେ ପ୍ରତିଦିନ ୬ରୁ ୮ ଘଣ୍ଟା ନିୟମିତ ଅଧ୍ୟୟନ କରୁଥିବା କହିଛନ୍ତି। ଶିକ୍ଷାଗତ କ୍ଷେତ୍ରରେ ମଧ୍ୟ ଅନୁତ୍ତମଙ୍କ ସଫଳତା ଉଲ୍ଲେଖନୀୟ। ସେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଭବାନୀପାଟଣାସ୍ଥିତ ବିମଳା କନଭେଣ୍ଟ ସ୍କୁଲରେ ପଢ଼ି ମାଟ୍ରିକ ପରୀକ୍ଷାରେ ୯୮ ପ୍ରତିଶତ ନମ୍ବର ରଖିଥିଲେ। ପରେ ଭୁବନେଶ୍ୱରର ଚନ୍ଦ୍ରଶେଖରପୁରସ୍ଥିତ ଡିଏଭି ପବ୍ଲିକ ସ୍କୁଲରୁ ଯୁକ୍ତ ଦୁଇ ବିଜ୍ଞାନରେ ୯୫.୬ ପ୍ରତିଶତ ନମ୍ବର ସହ କୃତକାର୍ଯ୍ୟ ହୋଇଥିଲେ। ନିଜର ଏହି ସଫଳତାର ଶ୍ରେୟ ସେ ମାତାପିତା, ଅଜାଆଈ ଓ ଶିକ୍ଷକମାନଙ୍କୁ ଦେଇଛନ୍ତି। ନିର୍ଦ୍ଦିଷ୍ଟ ଲକ୍ଷ୍ୟ ସ୍ଥିର କରି ନିଷ୍ଠା ଓ କଠିନ ପରିଶ୍ରମ ସହ ଆଗକୁ ବଢ଼ିଲେ ସଫଳତା ନିଶ୍ଚିତ ବୋଲି ସେ ମତ ପ୍ରକାଶ କରିଛନ୍ତି।ଅନୁତ୍ତମଙ୍କ ଏହି କୃତିତ୍ୱ ପାଇଁ ବିଭିନ୍ନ ମହଲରୁ ତାଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନର ସୁଅ ଛୁଟିଛି

News Comment

You Might Also Like

BACK TO TOP