Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ବରଗଡ଼ ମେଡିକାଲ ର କର୍ମଚାରୀ ଙ୍କୁ ଅସାମାଜିକ ବ୍ୟକ୍ତିଙ୍କ ଆକ୍ରମଣ ||

20-Jul-2026

ବରଗଡ଼ ମେଡିକାଲ ର ସ୍ୱାସ୍ଥ୍ୟ କର୍ମଚାରୀଙ୍କ ଉପରେ ଆକ୍ରମଣ,

ଓଡିଶା ଜନ ମତ ବ୍ୟୁରୋ,

ବେଳେ ବେଳେ କିଛି ଅସମାଜିକ ବ୍ୟକ୍ତି ମାନେ ସେମାନଙ୍କ  କାର୍ଯ୍ୟ ହାସଲ ନହେଲେ ସେମାନେ ଯେକୌଣସି  ଅପରାଧିକ କାର୍ଯ୍ୟ କରିବସନ୍ତି ସେପରି ଏକ ଘଟଣା ଘଟିଛି ବରଗଡ଼ ସହର ସରକାରୀ ହସ୍ପିଟାଲ (CHC) ପରିସରରେ ଘଟିଥିବା ଏକ ଅଭାବନୀୟ ଘଟଣା ସମଗ୍ର ଜିଲ୍ଲାରେ ଚର୍ଚ୍ଚାର ବିଷୟ ପାଲଟିଛି। କାର୍ଯ୍ୟରତ ଜଣେ ସ୍ୱାସ୍ଥ୍ୟ କର୍ମଚାରୀଙ୍କୁ ଜଣେ ବ୍ୟକ୍ତି ହଠାତ୍ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଘଟଣାଟି ହସ୍ପିଟାଲର ସିସିଟିଭି କ୍ୟାମେରାରେ କଏଦ ହୋଇଥିବା ବେଳେ, ଏହାକୁ ନେଇ ସାଧାରଣ ଲୋକଙ୍କ ମଧ୍ୟରେ ଉଦ୍ବେଗ ବଢ଼ିଛି। ସୂଚନା ଅନୁଯାୟୀ, ସ୍ୱାସ୍ଥ୍ୟ କର୍ମଚାରୀ ନିଜ କାର୍ଯ୍ୟରେ ବ୍ୟସ୍ତ ଥିବା ସମୟରେ ଜଣେ ବ୍ୟକ୍ତି ତାଙ୍କ କକ୍ଷରେ ପ୍ରବେଶ କରି ହଠାତ୍ ଆକ୍ରମଣ କରିଥିଲେ। ଉପସ୍ଥିତ ଅନ୍ୟ କର୍ମଚାରୀ ଓ ସୁରକ୍ଷା କର୍ମୀଙ୍କ ହସ୍ତକ୍ଷେପ ପରେ ପରିସ୍ଥିତି ନିୟନ୍ତ୍ରଣକୁ ଆସିଥିବା ଜଣାପଡ଼ିଛି। ଘଟଣା ପରେ ସମ୍ପୃକ୍ତ କର୍ମଚାରୀ ଭୟଭୀତ ହୋଇପଡ଼ିଥିବା ବେଳେ ହସ୍ପିଟାଲରେ କିଛି ସମୟ ପାଇଁ ଉତ୍ତେଜନା ଦେଖାଯାଇଥିଲା।ଏହି ଘଟଣାକୁ ନେଇ ସ୍ୱାସ୍ଥ୍ୟ କର୍ମଚାରୀମାନେ ହସ୍ପିଟାଲରେ ପର୍ଯ୍ୟାପ୍ତ ସୁରକ୍ଷା ବ୍ୟବସ୍ଥା ଦାବି କରିଛନ୍ତି। ଡ୍ୟୁଟି ସମୟରେ ଏପରି ଆକ୍ରମଣ ଘଟିବା ଅତ୍ୟନ୍ତ ଚିନ୍ତାଜନକ ବୋଲି ସେମାନେ କହିଛନ୍ତି। ଭବିଷ୍ୟତରେ ଏଭଳି ଘଟଣାର ପୁନରାବୃତ୍ତି ରୋକିବା ପାଇଁ ହସ୍ପିଟାଲ ପରିସରରେ ସୁରକ୍ଷା କଡ଼ାକଡ଼ି କରିବା ସହ ଦୋଷୀଙ୍କ ବିରୋଧରେ କଠୋର ଆଇନଗତ କାର୍ଯ୍ୟାନୁଷ୍ଠାନ ଦାବି ହୋଇଛି। ଅନ୍ୟପଟେ, ଘଟଣାର ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିବା ପରେ ପୁଲିସ ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି। ଘଟଣାର ପ୍ରକୃତ କାରଣ ଏବଂ ସମ୍ପୃକ୍ତ ବ୍ୟକ୍ତିଙ୍କ ପରିଚୟ ସମ୍ପର୍କରେ ତଦନ୍ତ ଜାରି ରହିଛି।

News Comment

You Might Also Like

BACK TO TOP