Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ପ୍ରଧାନ ଶିକ୍ଷକ ଙ୍କୁ ବହିଷ୍କାର ଦାବିରେ ପରିଚାଳନା କମିଟିର ଜିଲ୍ଲା ଶିକ୍ଷଧିକାରୀ ଙ୍କୁ ଅଭିଯୋଗ ପ୍ରଦାନ |

20-Jul-2026

ପରିଚାଳନା କମିଟି ପ୍ରଧାନ ଶିକ୍ଷକଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗଆଣିଲ, ବହିଷ୍କାର ଦାବିରେ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଲିଖିତ ଅଭିଯୋଗ ଜଣାଇଲେ   |

ଶିକ୍ଷକ ହେଉଛନ୍ତି ଛାତ୍ର, ଛାତ୍ରୀଙ୍କ ଭାଗ୍ୟ ବିଧାତା, ସେହେଉଛନ୍ତି ବ୍ରହ୍ମା, ବିଷ୍ଣୁ, ଏବଂ ମହେଶ୍ୱର |  ଗୁରୁଙ୍କ ଅବଦାନ ଯୁଗେ ଯୁଗେ ଏକ ମହାନ ଦିଗଦର୍ଶନ ଦେଈ ଆସିଛି |କିନ୍ତୁ କିଛି ଦିଗ ହରା, ଅନୈତିକ, ଭ୍ରଷ୍ଟାଚାର ଗୁରୁଙ୍କ ପାଇଁ ଆଜି ଶିକ୍ଷକ ସମାଜ ବଦନାମ ହେଉଛି |ଏହିପରି ଜଣେ ଶିକ୍ଷକ ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକ କରସିଙ୍ଗି ଉନ୍ନୀତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ବିଭିନ୍ନ ଅନିୟମିତତା ଓ କଥିତ ଅନୈତିକ କାର୍ଯ୍ୟ କଳାପକୁ ନେଇ ବିଦ୍ୟାଳୟ ପରିଚାଳନା କମିଟି ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଏହି ପରିପ୍ରେକ୍ଷୀରେ ପରିଚାଳନା କମିଟିର ସଦସ୍ୟ ମାନେ ସି ଆର ସି ସି ଙ୍କ ଜରିଆରେ ଜିଲ୍ଲା ଶିକ୍ଷାଧିକାରୀ ଓ ଗୋଷ୍ଠି ଶିକ୍ଷାଧିକାରୀ ଙ୍କ ନିକଟରେ ଲିଖିତ ଅଭିଯୋଗ କରି ପ୍ରଧାନ ଶିକ୍ଷକଙ୍କୁ ବିଦ୍ୟାଳୟରୁ ବହିଷ୍କାର କରିବାକୁ ଦାବି ଜଣାଇଛନ୍ତି। ଅଭିଯୋଗ ପତ୍ରରେ ବିଦ୍ୟାଳୟର ଶୈକ୍ଷିକ ପରିବେଶ ବ୍ୟାହତ ହେଉଥିବା, ପ୍ରଶାସନିକ କାର୍ଯ୍ୟରେ ସ୍ୱଚ୍ଛତାର ଅଭାବ ଏବଂ ବିଭିନ୍ନ ନିୟମ ଉଲ୍ଲଂଘନ ହେଉଥିବା ଉଲ୍ଲେଖ କରାଯାଇଛି। ପ୍ରଧାନ ଶିକ୍ଷକ ଏବଂ କିଛି ସହକାରୀ ଶିକ୍ଷକ ବିଦ୍ୟାଳୟ ପରିଚାଳନା କମିଟିର ବିନା ଅନୁମତିରେ ବିଭିନ୍ନ ଜିନିଷ ପତ୍ର ବିକ୍ରି କରିବା ଓ ମଧ୍ୟନ୍ନ ଭୋଜନର ହିସାବ ପତ୍ର ନଦେବା ଏବଂ ପ୍ରଧାନ ଶିକ୍ଷକଙ୍କ ଆଚରଣ ଓ କାର୍ଯ୍ୟକଳାପ ଯୋଗୁଁ ବିଦ୍ୟାଳୟର ଶିକ୍ଷା ବ୍ୟବସ୍ଥା ପ୍ରଭାବିତ ହେଉଥିବା କମିଟି ଅଭିଯୋଗ କରିଛି।କିଛିଦିନ ତଳେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ବିନୋଦ ବେହେରା ଜଣେ ବିବାହିତ ମହିଳାକୁ ପ୍ରେମ କରି ହଟହଟା ହେବାସହ ଏହି ମାମଲାବୁଗୁଡ଼ା ଥାନାରେ ପହଂଚି ଥିଲା ଯାହା ବୁଗୁଡ଼ା ଅଂଚଳ ରେ ଚର୍ଚ୍ଚାର ବିଷୟ ପାଲଟିଥିଲା, ଯାହାଫଳରେ ବିଦ୍ୟାଳୟ ର ମାନସଂମ୍ମାନ ହାନି ହେବାସହ ଛାତ୍ର ଛାତ୍ରୀଙ୍କ ଭବିଷ୍ୟତ ନଷ୍ଟ ହେବାରେ ଲାଗିଛି, ଏଣୁ ଘଟଣାକୁ ଗୁରୁତ୍ୱର ସହ ନେଇ ଜିଲ୍ଲା ଶିକ୍ଷାଧିକାରୀ ତଦନ୍ତ କରି ଦୋଷୀଙ୍କ ବିରୋଧରେ ଆବଶ୍ୟକୀୟ ପଦକ୍ଷେପ ନେବାକୁ ଦାବି ହୋଇଛି।

News Comment

You Might Also Like

BACK TO TOP