Breaking News

ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||     

ରାସ୍ତା କଡ ରେ ଠିଆ ହୋଈ ଥିବା ଏକ ଟ୍ରକ କୁ ଧକ୍କା ଦେଲା ଚିଙ୍ଗୁଡ଼ି ବୋଝେଇ ଟ୍ରଜ |

21-Jul-2026

 ସଡ଼କ ଦୁର୍ଘଟଣା ରେ  ୨ ମୃତ୍ୟୁ ୨ ଗୁରୁତର  |

     ଓଡିଶା ଜନ ମତ  ବ୍ୟୁରୋ, 

 ରାସ୍ତାରେ ଟ୍ରକ ଡ୍ରାଇଭର ଙ୍କ ମନ ମାନି ଯୋଗୁଁ ବଢୁଛି ଦୁର୍ଘଟଣା  | ଏଥିପାଇଁ ପୋଲିସ ଏବଂ ଆରଟିଓ ଙ୍କ ତରଫରୁ ବହୁତ ସଚେତନତା କରାଗଲେ ମଧ୍ୟ ସେଥି ପ୍ରତି କିଛି ଡ୍ରାଇଭର ଙ୍କ ନିଘା ନାହିଁ | ଯାହା ଫଳରେ ସେମାନଙ୍କ ଦ୍ରୁତ ଗାଡ  ଚାଳନା ଯୋଗୁଁ  ଅନେକ ନିରୀହ ଜୀବନ ଅକାଳେରେ ଚାଲି ଯାଉଛି | ରାସ୍ତା କଡ଼ରେ ଠିଆ ହୋଇଥିବା ଟ୍ରକ୍‌ କୁ ଧକ୍କା ଦେଲା ଚିଙ୍ଗୁଡ଼ି ବୋଝେଇ ଟ୍ରକ୍। ୨ ମୃତ ୨ ଗୁରୁତର। କଟକ ଚାନ୍ଦବାଲି ରାସ୍ତାର କୁସୁନପୁର ଠାରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ୨ ଗୁରୁତରଙ୍କୁ ଉଦ୍ଧାର କରି ପ୍ରଥମେ ନିଶ୍ଚିନ୍ତକୋଇଲି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ କଟକ ସ୍ଥାନାନ୍ତର କରାଯାଇଛି। ମୃତକଙ୍କ ପରିଚୟ ମିଳିପାରିନି।  ସୂଚନା ଅନୁଯାୟୀ, କଟକ ଚାନ୍ଦବାଲି ରାସ୍ତାର କୁସୁନପୁର ଛକ ଠାରେ ଚକ ଫାଟି ଯିବା ଯୋଗୁଁ ଏକ ସିମେଣ୍ଟ ବୋଝେଇ ଟ୍ରକ୍ ରାସ୍ତା କଡରେ ଅଟକି ରହିଥିଲା। ଭୋର୍ ପ୍ରାୟ ୫ଟା ବେଳେ କଟକ ଆଡୁ ଆସୁଥିବା ଏକ ଚିଙ୍ଗୁଡ଼ି ବୋଝେଇ କଣ୍ଟେନର ଟ୍ରକ୍ କୁ ପଛପଟୁ ଧକ୍କା ଦେଇଥିଲା। ଫଲରେ ଚିଙ୍ଗୁଡ଼ି ବୋଝେଇ ଟ୍ରକ୍ ରେ ଥିବା ୪ ଜଣଙ୍କ ମଧ୍ୟରୁ ଦୁଇଜଣଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ପ୍ରଥମେ ନିଶ୍ଚିନ୍ତକୋଇଲି ହସ୍ପିଟାଲ ପରେ କଟକ ସ୍ଥାନାନ୍ତର କରାଯାଇଛି। ମୃତକଙ୍କ ପରିଚୟ ମିଳିପାରିନାହିଁ। ସଦର ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଟ୍ରକ୍ ଟି ପୁରାପୁରି ଛିନଛତ୍ର ହୋଇଯାଇଛି।

News Comment

You Might Also Like

BACK TO TOP