Breaking News

ସମବାୟ ମନ୍ତ୍ରୀ ଦେଲେ ସୂଚନା, ଧାନ ନଷ୍ଟ ହେଲେ ଚାଷୀ ଙ୍କୁ ମିଳିବ କ୍ଷତି ପୂରଣ |    (22-Dec-2024)       ||      ଅଦିନିଆ ବର୍ଷା ପାଣି ପଶି କଟାଯାଇଥିବା ଧାନ, ପରିବାଚାଷ କ୍ଷତିଗ୍ରସ୍ତ |    (22-Dec-2024)       ||      ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||      ଯୋଗାଣ ସହାୟକ ନିଯୁକ୍ତି ରେ ଆଦିବାସୀ ଙ୍କୁ ପ୍ରାଥମିକତା ଦେବା ପାଈଁ ବିଡ଼ିଓ ଙ୍କୁ ଦାବି ପତ୍ର ପ୍ରଦାନ |    (20-Dec-2024)       ||     

ରାଜ୍ୟର ବିଭିର୍ଣ୍ଣ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଶେଷଜ୍ଞ ଙ୍କ ମତ |

07-Dec-2024

ଆଗାମୀ ୨୪ ଘଂଟା ମଧ୍ୟରେ ବିଭିନ୍ନ ଜିଲାରେ ବର୍ଷା, ଜାରି ହେଲା ସତର୍କ ସୂଚନା,

          ଓଡିଶା ଜନମତ  ବ୍ୟୁରୋ,

ଭୁବନେଶ୍ୱର : ବର୍ତମାନ ପର୍ଯ୍ୟନ୍ତ ଓଡ଼ିଶାରେ ଶୀତର ପ୍ରଭାବ ବିଶେଷ ଦେଖୁବାକୁ ମିଳିନାହିଁ । କିନ୍ତୁ ଆସନ୍ତା ୨୪ ଘଂଟାମଧ୍ଯରେ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ଵର ପକ୍ଷରୁ ସତର୍କ ସୂଚନା ଜାରି କରା ଯାଇଛି । ଶୁକ୍ରବାର  ମିଳିଥିବା ସୂଚନା ଅନୁଯାୟୀ ଶନିବାର ସୁଦ୍ଧା ନବରଙ୍ଗପୁର,ମାଲକାନ ଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି ଏବଂ କନ୍ଧମାଳ ଜିଲାରେ ହାଲୁକା ବର୍ଷ ହେବା ର ସମ୍ଭାବନା ରହିଛି । ସେହି ଭଳି ରବିବାର ସୁଦ୍ଧା ନବରଙ୍ଗ ପୁର, ମାଲକାନଗିରି, କୋରା ପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନୂଆପଡା, ବଲା ଙ୍ଗୀର, ବୌଦ୍ଧ, ସୋନପୁର, ଅନୁଗୁଳ, ବରଗଡ଼, ଝାର ସୁଗୁଡା, ସୁନ୍ଦରଗଡ଼, ସମ୍ବଲ ପୁର, ଏବଂ ଦେଓଗଡ ଜିଲା ରେ ବର୍ଷା ହୋଇପାରେ ।ସେହିଭଳି ୧୦ ତାରିଖ ସୁଦ୍ଧା ମୟୂରଭଞ୍ଜ, କେଉଁ ଝର, ଢେଙ୍କାନାଳ, ନୟାଗଡ଼, ଗଞ୍ଜାମ, ମାଲ କାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, କନ୍ଧମାଳ, କଳା ହାଣ୍ଡି, ନୁଆପଡା, ବାଲାଙ୍ଗୀର, ବୌଦ୍ଧ, ସୋନପୁର, ଅନୁଗୁଳ, ବରଗଡ଼, ଦେଓଗଡ, ଝାର ସୁଗୁଡା, ସୁନ୍ଦରଗଡ ଏବଂ ସମ୍ବଲପୁର ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟରେ ତାପମାତ୍ରା ବିଶେଷ ଖସିବାର ସମ୍ଭାବନା ନାହିଁ । କିନ୍ତୁ ଆଗାମୀ ୪ ଦିନ ରେ ଓଡ଼ିଶାରେ ତାପମାତ୍ରା ୨-୪ ସେଲସିୟସ ହ୍ରାସ ପାଇବାର ସମ୍ଭାବନା ରହିଛି । ସେହିପରି ଆସନ୍ତା ୨୪ ଘଂଟା ରେକନ୍ଧମାଳ,କଳାହାଣ୍ଡି     କୋରାପୁଟ, ସୁନ୍ଦରଗଡ଼, କେନ୍ଦୁଝର ଏବଂ ରାୟଗଡା ଜିଲାରେ ହାଲୁକରୁ ମାଧ୍ଯମ ଧରଣର କୁହୁଡିସମ୍ଭାବନା ରହିଛି ।ଏହିସବୁଜିଲ୍ଲା ରେ ବର୍ଷା ହେବ ବୋଲି ପାଣିପାଗ  ବିଶେଷଜ୍ଞ ମାନେ ମତ ଦେଇଛନ୍ତି |

News Comment

You Might Also Like

BACK TO TOP