Breaking News

ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||     

ରାୟଗଡା ସର୍କିଟ ହାଉସ ପଡିଆ ରେ ନାଗ ନାଗୁଣଙ୍କ ଅପୂର୍ବ ମିଳନ |

21-Jul-2026

ରାୟଗଡ଼ା ସର୍କିଟ ହାଉସ ପଡ଼ିଆରେ ନାଗ-ନାଗୁଣୀଙ୍କ ବିରଳ କ୍ରୀଡ଼ା, ଦେଖିବାକୁ ଭିଡ଼

ଓଡିଶା ଜନମତ ରାୟଗଡ଼ା, ୨୧/୭,

କାମେଶ୍ୱର କରକରିଆ : ------

ରାୟଗଡ଼ା ସହରର ସର୍କିଟ ହାଉସ ପଡ଼ିଆରେ ଆଜି ଏକ ବିରଳ ଓ ଆଶ୍ଚର୍ଯ୍ୟଜନକ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ନାଗ ଓ ନାଗୁଣୀ ପରସ୍ପର ସହ କ୍ରୀଡ଼ା କରୁଥିବା ଦୃଶ୍ୟ ସ୍ଥାନୀୟ ଲୋକଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଖବର ପାଇ ଅନେକ ଲୋକ ଘଟଣାସ୍ଥଳରେ ପହଞ୍ଚି ଏହି ଦୁର୍ଲଭ ଦୃଶ୍ୟକୁ ଦେଖିବା ସହ ମୋବାଇଲରେ ଭିଡିଓ ଧାରଣ କରିଥିଲେ। ପ୍ରକୃତିର ଏହି ଅନନ୍ୟ ଦୃଶ୍ୟକୁ ନେଇ ସ୍ଥାନୀୟ ଅଞ୍ଚଳରେ ବେଶ୍ ଚର୍ଚ୍ଚା ଆରମ୍ଭ ହୋଇଛି। ଅନେକେ ଏହାକୁ ପ୍ରକୃତିର ଏକ ବିରଳ ମୁହୂର୍ତ୍ତ ବୋଲି କହୁଥିବା ବେଳେ, ଭିଡିଓଟି ସାମାଜିକ ଗଣମାଧ୍ୟମରେ ମଧ୍ୟ ଦ୍ରୁତ ଗତିରେ ଭାଇରାଲ ହେଉଛି। ବନ୍ୟଜନ୍ତୁ ବିଶେଷଜ୍ଞମାନଙ୍କ ମତାନୁସାରେ, ସାପମାନଙ୍କ ଏଭଳି ବ୍ୟବହାର ପ୍ରଜନନ ଋତୁରେ ସାଧାରଣ ହୋଇପାରେ। ଏପରି ସମୟରେ ସାପମାନଙ୍କୁ ବିରକ୍ତ ନକରିବା, ନିକଟକୁ ନଯିବା ଏବଂ ସୁରକ୍ଷିତ ଦୂରତା ବଜାୟ ରଖିବାକୁ ପରାମର୍ଶ ଦିଆଯାଏ। ସ୍ଥାନୀୟ ପ୍ରଶାସନ ଓ ବନ ବିଭାଗ ପକ୍ଷରୁ ମଧ୍ୟ ବନ୍ୟଜୀବଙ୍କ ପ୍ରତି ସଚେତନତା ଓ ସୁରକ୍ଷାମୂଳକ ଆଚରଣ ଅବଲମ୍ବନ କରିବାକୁ ଲୋକଙ୍କୁ ଅନୁରୋଧ କରାଯାଉଛି।

News Comment

You Might Also Like

BACK TO TOP