Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ବିଜେପିର ପ୍ରଥମ ମଣ୍ଡଳ କାର୍ଯ୍ୟଳୟ 75ବର୍ଷ ପରେ ମାଝୀଗୁଡା ରେ ଉଦଘାଟିତ |

22-Jul-2026

୭୫ ବର୍ଷ ପରେ ମାଝୀଗୁଡାରେ ବିଜେପିର ପ୍ରଥମ ମଣ୍ଡଳ କାର୍ଯ୍ୟାଳୟ ଉଦ୍‌ଘାଟିତ

ଓଡିଶା ଜନମତ ରାୟଗଡା , ୨୨/୦୭,

କାମେଶ୍ୱର କରକରିଆ : --------

ରାୟଗଡ଼ା ଜିଲ୍ଲାର ମାଝୀଗୁଡା ମଣ୍ଡଳରେ ଭାରତୀୟ ଜନତା ପାର୍ଟି (ବିଜେପି)ର ପ୍ରଥମ ମଣ୍ଡଳ କାର୍ଯ୍ୟାଳୟ ଉଦ୍‌ଘାଟିତ ହୋଇଛି। ସ୍ଥାନୀୟ ମଣ୍ଡଳ ସଭାପତିଙ୍କ କହିବା ଅନୁସାରେ ୧୯୫୧ ମସିହାରେ ଦଳ ପ୍ରତିଷ୍ଠା ପରଠାରୁ ୨୦୨୬ ପର୍ଯ୍ୟନ୍ତ ପ୍ରାୟ ୭୫ ବର୍ଷ ମଧ୍ୟରେ କଲ୍ୟାଣସିଂହପୁର ବ୍ଲକ ମାଝୀଗୁଡା ମଣ୍ଡଳରେ ଏହା ପ୍ରଥମ ସ୍ଥାୟୀ ମଣ୍ଡଳ କାର୍ଯ୍ୟାଳୟ ହୋଇଥିବା ଦାବି କରାଯାଇଛି।ଆୟୋଜିତ କାର୍ଯ୍ୟକ୍ରମରେ ବିଜେପି ଜିଲ୍ଲା ସଭାପତି ଗୋପିଆନନ୍ଦ, ଜିଲ୍ଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ରଜିତା କରଡ଼ା, ମାଝୀଗୁଡା ମଣ୍ଡଳ ସଭାପତି ଅନିଲ କୁମାର ଜାଡିଙ୍କ ସହ ଦଳର ବହୁ କର୍ମକର୍ତ୍ତା ଓ କର୍ମୀ ଉପସ୍ଥିତ ଥିଲେ। ଅତିଥିମାନେ କାର୍ଯ୍ୟାଳୟ ଉଦ୍‌ଘାଟନ କରି ଏହା ମଣ୍ଡଳ ସ୍ତରରେ ସାଙ୍ଗଠନିକ କାର୍ଯ୍ୟକଳାପକୁ ଅଧିକ ସୁଦୃଢ଼ କରିବା ସହ ଦଳୀୟ କାର୍ଯ୍ୟକ୍ରମର କେନ୍ଦ୍ରବିନ୍ଦୁ ହେବ ବୋଲି ମତ ପ୍ରକାଶ କରିଥିଲେ। ଏହି ଅବସରରେ ସଂଗଠନକୁ ଆହୁରି ଶକ୍ତିଶାଳୀ କରିବା ନୂତନ କର୍ମୀଙ୍କୁ ଦଳ ସହ ଯୋଡ଼ିବା ଏବଂ ଜନସାଧାରଣଙ୍କ ସମସ୍ୟାକୁ ପ୍ରାଥମିକତା ଦେଇ କାର୍ଯ୍ୟ କରିବା ଉପରେ ଆଲୋଚନା କରାଯାଇଥିଲା। କାର୍ଯ୍ୟକ୍ରମରେ ଦଳର ବହୁ ବରିଷ୍ଠ ନେତା, ପଦାଧିକାରୀ ଓ ସ୍ଥାନୀୟ କର୍ମୀମାନେ ଯୋଗଦେଇ ନବଗଠିତ ମଣ୍ଡଳ କାର୍ଯ୍ୟାଳୟ ପାଇଁ ଶୁଭେଚ୍ଛା ଜଣାଇଥିଲେ।

News Comment

You Might Also Like

BACK TO TOP