Breaking News

ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||      କଲ୍ୟାଣ ସିଂହ ପୁର ଗାଁରେ ପଶିଲେ ଦୁଇ ହାତୀ ବ୍ୟାପକ କଲେ କ୍ଷୟ କ୍ଷତି ||   (06-Aug-2026)       ||     

କଲ୍ୟାଣ ସିଂହ ପୁର ପୋଲିସ ହତ୍ୟା ଉଦ୍ୟମ ଅଭିଯୋଗ ରେ ଦୁଇ ଯୁବକ ଙ୍କୁ କୋର୍ଟ ଚାଲାଣ |

23-Jul-2026

ହତ୍ୟା ଉଦ୍ୟମ ଅଭିଯୋଗରେ ଦୁଇ ଯୁବକଙ୍କୁ କୋର୍ଟ ଚାଲାଣ

ଓଡିଶା ଜନମତ ରାୟଗଡା,୨୩/୭,

କାମେଶ୍ୱର କରକରିଆ:----

 ରାୟଗଡା ଜିଲ୍ଲା କଲ୍ୟାଣ ସିଂହପୁର ପୋଲିସ ଶିବାଜୀ କଟାବଂଶ ଏବଂ ଶ୍ରୀନିବାସଙ୍କୁ ଗିରଫ କରି ଆଜି କେସ୍ ନମ୍ବର-୮୮/ ୨୧.୦୭.୨୦୨୬, ଦଫା ୟୁ/ଏସ ୧୨୬(୨)/୨୯୬/୧୧୫(୨)/୧୦୯(୧)/୩୫୧(୩)/୩(୫) ହତ୍ୟା ଉଦ୍ୟମ ମାମଲା ରୁଜୁ କରି କୋର୍ଟ ଚାଲାଣ କରାଯାଇଛି। ପୁଲିସ କହିବା ଅନୁଯାୟୀ ଗତ ୨୦ତାରିଖ ରାତ୍ର ୯ଘଣ୍ଟା ରେ କାଶୀପୁର ଥାନା ଅଧିନସ୍ଥ ଗୋଡ଼ିଵାଲି ପଞ୍ଚାୟତ ପଡେଙ୍ଗ ଗ୍ରାମର ଚୈତନ୍ୟ ମାଝୀ (୩୦) କଲ୍ୟାଣ ସିଂହପୁର ଥାନାରେ ଲିଖିତ ଦେଇଥିଲେ। ଏତଲାରେ ଈଶ୍ୱର ମାଝୀ, ମୈତନ ମାଝୀ, ଆନ୍ତରାଓ ମାଝୀ ମାନେ ଶିକରପାଇ ପୋଡ଼ ନେଇ ଗ୍ରାମକୁ ଫେରୁଥିବା ବେଳେ କଲ୍ୟାଣସିଂହପୁର ପଞ୍ଚାୟତ ଡଙ୍ଗରିଆ ସାହି (୧) ହରି ନିଶିକା ଙ୍କ ପୁଅ ସମେଶ ନିସିକା , (୨)ରାମାରାଓ ମାଝିଙ୍କ ପୁଅ ଧର୍ମରାଓ ମାଝୀ (୩) ଶିବାଜୀ କୋଟାବଂସା (୪) ସଭାଦୟା । ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରି ଜୀବନରୁ ମାରିଦେବା ଉଦ୍ଦେଶ୍ୟରେ ପଥରରେ ଆକ୍ରମଣ କରିଥିଲେ। ସେହି ଘଟଣାରେ ଈଶ୍ୱର ମାଝୀଙ୍କ ମୁଣ୍ଡରେ, ମୈତାନା ମାଝୀଙ୍କ ପଛପଟେ, ଅନ୍ତରାଓଙ୍କ ମୁଣ୍ଡରେ ଏବଂ ଚୈତନ୍ୟଙ୍କ କାନ ଏବଂ ଆଙ୍ଗୁଠିରେ ଆଘାତ ଲାଗିଥିଲା। ଅଭିଯୁକ୍ତମାନେ ସେମାନଙ୍କୁ ହତ୍ୟା କରିବାକୁ ଧମକ ଦେଇଥିଲେ। ଏହାକୁ ନେଇ ପୁଲିସ ପକ୍ଷରୁ ହତ୍ୟା ଉଦ୍ୟମ ରେ ମାମଲା ରାଜୁ କରି ଶିବାଜୀ କୋଟବଂଶ ଏବଂ ଶ୍ରୀନିବାସଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି।

News Comment

You Might Also Like

BACK TO TOP