Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ଭିଜିଲାନ୍ସ ଜାଲରେ କୋରେଇ ବ୍ଳକ କାଚରା ପଞ୍ଚାୟତ ଅଧିକାରୀ |

24-Jul-2026

ଭିଜିଲାନ୍ସ ଜାଲରେ ପଞ୍ଚାୟତ ନିର୍ବାହୀ ଅଧିକାରୀ |

ଓଡିଶା ଜନ ମତ ବ୍ୟୁରୋ,

ରାଜ୍ୟ ସରକାର କିମ୍ବା କେନ୍ଦ୍ର ସରକାର ଙ୍କ ତଳସ୍ତରର କର୍ମଚାରୀ ଙ୍କ ଠାରୁଉପର ସ୍ତ ଅଧିକାରୀ ଙ୍କୁ ଯେତିକି ଦରମା ମିଳୁଛି | ତାହା ବାଦ ସେମାନେ ଅଧିକ ଅର୍ଥ ଜନସାଧାରଣ ଙ୍କ ଠାରୁ ଲୁଟି ନେଉଥାନ୍ତି  | ତେବେ ସବୁବେଳେ ଭାଗ୍ୟ ଠିକ ନଥାଏ ଦିନେନା ଦିନେ ତାର କବାଟଖୋଲିଯାଏ ଓ ସେ ଧରା ପଡ଼ିଯାଏ | ଏପରି ଏକ ଅର୍ଥ ନେଣ ଦେଣକାରବାର  ରେ ଜଣେ ସରକାରୀ ବାବୁ ପଡିଛନ୍ତି ସେହେଲେ ଯାଜପୁର ଜିଲ୍ଲା କୋରେଇ ବ୍ଲକ୍‌ କଚରାସାହି ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ କୁମାର ନାଥ ଲାଞ୍ଚu ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।ମିଳିଥିବା ସୂଚନା ମୁତାବକ, ‘ଅନ୍ତ୍ୟୋଦୟ ଗୃହ ଯୋଜନା’ (AGY) ଅଧୀନରେ ନିର୍ମାଣ ହୋଇଥିବା ଘରର ଶେଷ କିସ୍ତି ଏବଂ ସମୟସୀମା ମଧ୍ୟରେ କାର୍ଯ୍ୟ ଶେଷ କରିଥିବାରୁ ମିଳୁଥିବା ବୋନସ୍ ରାଶି ମଞ୍ଜୁର କରିବା ପାଇଁ PEO ଶ୍ରୀ ନାଥ ଜଣେ ଗରିବ ବିଧବା ହିତାଧିକାରୀଙ୍କୁ ୧୦,୦୦୦ ଟଙ୍କା ଲାଞ୍ଚ ମାଗିଥିଲେ। ହିତାଧିକାରୀ ଜଣକ ଏତେ ଟଙ୍କା ଦେବାକୁ ଅସମର୍ଥତା ପ୍ରକାଶ କରିବାରୁ, ପରେ ଲାଞ୍ଚ ଅର୍ଥକୁ ୫,୦୦୦ ଟଙ୍କାକୁ କମାଯାଇଥିଲା। ତଥାପି, ଟଙ୍କା ନଦେଲେ କିସ୍ତି ଓ ବୋନସ ରାଶି ଅଟକାଇ ଦେବାକୁ ଶ୍ରୀ ନାଥ ଧମକ ଦେଇଥିଲେ।
ଏହି ନିର୍ଯାତନାରେ ଅତିଷ୍ଠ ହୋଇ ହିତାଧିକାରୀ ଜଣକ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ। ପୂର୍ବ ପ୍ରସ୍ତୁତି ଅନୁଯାୟୀ,ମଙ୍ଗଳବାର ଭିଜିଲାନ୍ସ ଟିମ୍ ଏକ ଜାଲ ବିଛାଇ ପିଇଓ ପ୍ରଫୁଲ୍ଲ କୁମାର ନାଥଙ୍କୁ ୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ସମୟରେ ରଙ୍ଗେହାତ କାବୁ କରିଥିଲେ।
ଅଭିଯୁକ୍ତଙ୍କ ନିକଟରୁ ସମ୍ପୂର୍ଣ୍ଣ ୫,୦୦୦ ଟଙ୍କା ଲାଞ୍ଚ ଅର୍ଥ ଜବତ କରାଯାଇଛି। ଗିରଫ ପରେ ଆୟବହିର୍ଭୂତ ସମ୍ପତ୍ତି ଠାବ କରିବା ପାଇଁ ଶ୍ରୀ ନାଥଙ୍କ ସହ ଜଡ଼ିତ ୨ଟି ଭିନ୍ନ ସ୍ଥାନରେ ଏକାସାଙ୍ଗରେ ଚଢ଼ାଉ ଜାରି ରହିଛି।ଏହି ସନ୍ଦର୍ଭରେ କଟକ ଭିଜିଲାନ୍ସ ଥାନାରେ କେସ୍ ନଂ ୨୬/୨୦୨୬ ରୁଜୁ କରାଯାଇ ଅଧିକ ତଦନ୍ତ ଚାଲୁ ରହିଛି।

News Comment

You Might Also Like

BACK TO TOP