Breaking News

ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||     

କୋଦଳା ଏନସି ସହିତ ବିଭିନ୍ନ ସ୍ଥାନରେ ବାହୁଦା ଯାତ୍ରା ଓ ସୁନାବେଶ |

24-Jul-2026

ବିଭିନ୍ନ ସ୍ଥାନରେ ବାହୁଡା ଯାତ୍ରା ସମାପନ, ଆଜି ସୁନାବେଶ। 

ଓଡିଶା ଜନ ମତ,କୋଦଳା -24/07/26, ନରେନ୍ଦ୍ର ନାଥ ଗୌଡ଼ :----

କୋଦଳା ଏନଏସି ସମେତ ବିଭିନ୍ନ ସ୍ଥାନରେ ବାହୁଡା଼ ଯାତ୍ରା  ସମାପନ ହୋଇଯାଇଛି l ଜନ୍ମ ବେଦିରେ ଲୀଳା ଖେଳା ସାରି ମନ୍ଦିରରୁ ଫେରିଛନ୍ତି ଚତୁର୍ଦ୍ଦାମୁରତି l ଦୀର୍ଘ 9 ଦିନର ଯାତ୍ରା  ସମାପନ କରି ବାହୁଡି ଆସିଛନ୍ତି କାଳିଆ ଠାକୁର l ଶୁକ୍ରବାର ଆଡପ ମଣ୍ଡପରେ ବଡ଼ ଏକାଦଶୀ ଓଷା ପାଳନ ପାଇଁ ଭକ୍ତମାନଙ୍କର ଭିଡ ଦେଖିବାକୁ ମିଳିଥିଲା l ଏହାପରେ ବାହୁଡା ନୀତି ଅନୁଷ୍ଠିତ ହୋଇଥିଲା l କୋଦଳା,ଫାସି ,ବେରୁଆଁବାଡ଼ି, ମଠସରସିଂ, ମଠ ବ୍ରହ୍ମପୁର, ସମେତ ବହୁ ଜଗନ୍ନାଥ ମନ୍ଦିରରେ ବାହୁଡା ଯାତ୍ରା  ଅବସରରେ ଗହଳି ପରିଲକ୍ଷିତ ହୋଇଥିଲା l ମାଉସୀ ମା ମନ୍ଦିରରୁ ଠାକୁରଙ୍କୁ ଗୋଟି ପହଣ୍ଡି କରି ରଥାରୁଢ କରାଯାଇଥିଲା l ଏହାପରେ ଛେରାପହଁରା କାର୍ଯ୍ୟକ୍ରମ ସରିବା ପରେ ରଥଟଣା ଆରମ୍ଭ ହୋଇଥିଲା l କୋଦଳା ମାଉସୀ ମା ମନ୍ଦିର ଠାରୁ ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ ଭକ୍ତ ମାନେ ରଥ ଟାଣି ମହାପ୍ରଭୁଙ୍କ ନିକଟରେ ବିଭିନ୍ନ ଭୋଗରାଗ କରିଥିଲେ l ସେହିପରି ଫାସି ଓ ବେରୁଆଁବାଡ଼ି ଜଗନ୍ନାଥ ମନ୍ଦିର ଅଭିମୁଖେ ରଥ ଅଣାଯିବା ପରେ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଏକତ୍ରିତ ହୋଇ ପୂଜାର୍ଚ୍ଚନା କରିଥିଲେ l ମଠସରସିଙ୍ଗି ଓ ମଠ ବ୍ରହ୍ମପୁର ସ୍ଥିତ ମାଉସୀ ମା  ମନ୍ଦିରରେ ସ୍ବତନ୍ତ୍ର ନୀତି ଅନୁଷ୍ଠିତ ପୂର୍ବକ ସଂଧ୍ୟାରୁ ଭଜନ କୀର୍ତ୍ତନ, ଘଣ୍ଟ ଘଣ୍ଟା ବାଦ୍ୟ ହୁଳହୁଳିରେ ରଥାରୁଢ ଜଗନ୍ନାଥ ଭକ୍ତଙ୍କୁ ଦର୍ଶନ ଦେଇ ନିଜ ମନ୍ଦିରକୁ ପ୍ରତ୍ଯାବର୍ତ୍ତନ କରିଛନ୍ତି l ବାହୁଡା ଯାତ୍ରା ଅବସରରେ ବିଭିନ୍ନ ଜଗନ୍ନାଥ ମନ୍ଦିର ଓ ମାଉସୀମା ମନ୍ଦିର ନିକଟରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଥିଲା ଏବଂ ଶାନ୍ତି ଶୃଙ୍ଖଳାର ସହ ଏହି ଯାତ୍ରା ଶେଷ ହୋଇଛି l ଆଜି ଶ୍ରୀ ଜଗନ୍ନାଥଙ୍କ ସୁନାବେଶ ଅନୁଷ୍ଠିତ ହେବ l

News Comment

You Might Also Like

BACK TO TOP