Breaking News

ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||     

ଜନ୍ମ ବେଦୀରୁ ଲୀଳାଖେଳା ସାରି ନିଜ ମନ୍ଦିର କୁ ବାହୂଡ଼ିବେ ଲୀଳାମୟ |

24-Jul-2026

ଜନ୍ମବେଦୀରେ ସରିଲା ଶ୍ରୀଜିଉଙ୍କ ଲୀଳାଖେଳ : "ଜୟ ଜଗନ୍ନାଥ" ଧ୍ୱନିରେ ପ୍ରକମ୍ପିତ ସାରା ଅଞ୍ଚଳ

ଓଡିଶା ଜନମତ,ବାଲିଗୁଡା,ତା, ୨୪/୦୭,

ସଞ୍ଜୟ କୁମାର ପାଣିଗ୍ରାହୀ : ------

ବିପୁଳ ଉତ୍ସାହ ଓ ଉଦ୍ଦୀପନା ସହ ସାମାନ୍ୟ ଶୁଖିଲା ଖରା ପାଗ ମଧ୍ୟରେ ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ବାହୁଡ଼ାଯାତ୍ରା ମହାସମାରୋହରେ ପାଳିତ ହୋଇଯାଇଛି l ପ୍ରଥମେ ମନ୍ଦିର ର ଦ୍ୱାର ଫିଟା ପରେ ରୀତିନୀତି ଅନୁସାରେ ପୂଜାର୍ଚନା କରାଯିବା ପରେ ମହାପ୍ରଭୁଙ୍କ ସକାଳଧୂପ ସମ୍ପନ୍ନ ସହ ଅପରାହ୍ନରେ ରଥ ନିକଟକୁ ଆଜ୍ଞାମାଳ ବିଜେ ହୋଇଥିଲା। ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ, ପରେ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ଏବଂ ଶେଷରେ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥରେ ଆଜ୍ଞାମାଳ ବିଜେ କରିବା ପରେ ରଥରେ ଦଉଡ଼ି ସଂଯୋଗ କରିଥିଲେ। ଅପରପକ୍ଷରେ ତିନି ରଥରେ ଶ୍ରୀବିଗ୍ରହଙ୍କ ରୁନ୍ଧା ଏବଂ ସ୍ଥାନୀୟ ଏସଡିପିଓ ଶୁଭମ ଭୋସଲେ ଛେରାପହଁରା କରିବା ପରେ ରଥଟଣା ଆରମ୍ଭ ହୋଇଥିଲା l ମହାପ୍ରଭୁଙ୍କ ଏହି ଦିବ୍ୟ ରୂପକୁ ଦେଖିବା ପାଇଁ ଗୁଣ୍ଡିଚା ମନ୍ଦିର ଠାରୁ ଶ୍ରୀ ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ ଭକ୍ତ ଙ୍କ ଜନସମୁଦ୍ର ହୋଇଥିଲା । ଜୟ ଜଗନ୍ନାଥ, ହରିବୋଲ , ଜୟ ମା ସୁଭଦ୍ରା ଘଣ୍ଟ, ଘଣ୍ଟା, ମୃଦଙ୍ଗ ତାଳରେ ଚତୁର୍ଦ୍ଦିଗ ପ୍ରକମ୍ପିତ ହୋଇଥିଲା। ଜନ୍ମବେଦୀରେ ଶ୍ରୀଜିଉଙ୍କ ଲୀଳାଖେଳ ଶେଷ କରି ଫେରିବା ବେଳେ ଦେଖିବାକୁ ଶହ ଶହ ଭକ୍ତ ଙ୍କ ସମାଗମ ହୋଇଥିଲା l ଏହାକୁ ଦୃଷ୍ଟି ରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଟ୍ରାଫିକ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ତିନୋଟି ରଥ ଶ୍ରୀ ମନ୍ଦିର ଆଭିମୁଖ୍ୟ ଯାତ୍ରା କରି ସନ୍ଧ୍ୟା ସୁଦ୍ଧା ମନ୍ଦିର ନିକଟରେ ପହଞ୍ଚିଥିଲା l ଏହି ଅନନ୍ୟ ପରମ୍ପରା ସମତା, ବିନମ୍ରତା ଓ ସେବାଭାବର ଚିରନ୍ତନ ବାର୍ତ୍ତା ଦେଇଥାଏ। ଭକ୍ତି ଓ ଉଲ୍ଲାସରେ ପରିପୂର୍ଣ୍ଣ ଏହି ଦିବ୍ୟ ମୁହୂର୍ତ୍ତ ବୋଲି ବିବେଚନା କରାଯାଏ l ଏଥିରେ ଶ୍ରୀ ଜଗନ୍ନାଥ ମନ୍ଦିର ପରିଚାଳନା ଟ୍ରଷ୍ଟ ର ସମସ୍ତ ସଦସ୍ୟ, ଯୁବକ ସଂଘ ମହିଳା ସଂଘ ପ୍ରମୁଖ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ l

News Comment

You Might Also Like

BACK TO TOP