Breaking News

ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||     

ଭିଜିଲାନ୍ସ ଜାଲରେ ପଡିଲେ କାଉ ପଦା ମହିଳା ଆରାଇ

25-Jul-2026

ମହିଳା ଆରାଇ ଲାଞ୍ଚ ନେଉଥିବାବେଳେ ମାଡ଼ିବସିଲା ଭିଜିଲାନ୍ସ  |

ଓଡିଶା ଜନ ମତ ବ୍ୟୁରୋ,

ରାଜ୍ୟ ସରକାର ଓ କେନ୍ଦ୍ର ସରକାର ମହିଳା ସଶସ୍ତ୍ରୀ କରଣ ପାଇଁ ସେମାନଙ୍କୁ ସବୁ ସ୍ଥାନରେ ନିଯୁକ୍ତି ସୁଯୋଗ କଉଥିଲା ବେଳେ ସେମାନେ ଯେ ଅର୍ଥ ପାଇଁ ଲୋକଙ୍କ ସେବା କିମ୍ବା କାମକରିବା ବଦଳରେ ଏତେ ତଳକୁ  ଖସି ଯାଆନ୍ତି ତାହା ବିଶ୍ୱାସ କରିହେଉନ ଥିଲେ ବି ଘଟଣାଟି ସତ୍ୟ ଅଟେ | ଡେରାବିଶ ତହସିଲ କାଉ ପଦା  ରାଜସ୍ବ ନିରୀକ୍ଷକ ଭିଜିଲାନ୍ସ ଜାଲରେ ମହିଳା ଆର୍‌ ଆଇ (ରାଜସ୍ୱ ନିରୀକ୍ଷକ) ସାଇ ଦର୍ଶିନୀ ଲେଙ୍କା। ଜମି ମିଉଟେସନ ପାଇଁ ଲାଞ୍ଚ ନେଉଥିବାବେଳେ ମାଡ଼ିବସିଲା ଭିଜିଲାନ୍ସ l ଜମି ମିଉଟେସନ ପାଇଁ ଲାଞ୍ଚ ମାଗୁଥିଲେ ସାଇଦର୍ଶିନୀ ଲେଙ୍କା। ସେ ଛଅ ହଜାର ଟଙ୍କା ଦେବାକୁ ଅଭିଯୋଗକାରୀଙ୍କୁ କହୁଥିଲେ। ଆଜି ୫୫୦୦ ଟଙ୍କା ଲାଞ୍ଚନେଉଥିବା ବେଳେ ଛକି ଥିଲା କେନ୍ଦ୍ରାପଡ଼ା ଭିଜିଲାନ୍ସ ଟିମ୍। ତାଙ୍କଠାରୁ ସବୁ ଟଙ୍କା ଜବତ କରାଯାଇଛି।
ଭଡ଼ାଘର ସହ ଅନ୍ୟ ଦୁଇଟି ସ୍ଥାନରେ ଚଢ଼ାଉ
କାଉପଦା ରାଜସ୍ୱ ନିରୀକ୍ଷକ ସାଇଦର୍ଶିନୀ ଲେଙ୍କା ଜମି ମିଉଟେସନ ପାଇଁ ୬ ହଜାର ଟଙ୍କା ଲାଞ୍ଚ ମାଗୁଥିବା ନେଇ ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ ସ୍ଥାନୀୟ ବ୍ୟକ୍ତି। ଡେରାବିଶ ତହସିଲ୍ ଅଧୀନ  କାଉପଦା ରାଜସ୍ୱ ନିରୀକ୍ଷକ ସାଇ ଦର୍ଶିନୀ ଲେଙ୍କାଙ୍କୁ ଉଠାଇନେଲା ଭିଜିଲାନ୍ସ ଟିମ । ଏହାପରେ ଗରାପୁର ସ୍ଥିତ ତାଙ୍କ ଭଡ଼ାଘର ସହ ଅନ୍ୟ ଦୁଇଟି ସ୍ଥାନରେ ଚଢ଼ାଉ ଜାରି ରଖିଛି ଭିଜିଲାନ୍ସ । ଏହି ଘଟଣା ସାରା କେନ୍ଦ୍ରାପଡ଼ା ଜିଲ୍ଲାରେ ଚର୍ଚ୍ଚାର ବିଷୟ ହୋଇଛି।

News Comment

You Might Also Like

BACK TO TOP