Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ଦେଶ ର ସ୍ୱାର୍ଥ ପାଇଁ ଶେଷରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ |

25-Jul-2026

ସବୁ କଳ୍ପନା ଜଳ୍ପନା ର ଅନ୍ତ ଘଟାଇ ଶେଷରେ ଶିକ୍ଷା ମନ୍ତ୍ରୀ ପଦରୁ  ଇସ୍ତଫା ଦେଲେ  ଧର୍ମେନ୍ଦ୍ର ପ୍ରଧାନ |

ଓଡିଶା ଜନ ମତ  ବ୍ୟୁରୋ,

ସିଜେପି ର ଦାବି ଆଗରେ ଦେଶରେ ଆଇନ ଶୃଙ୍ଖଳା  ପରିସ୍ଥିତି କୁ ଉତେଜିତ ନ କରି  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶେଷରେ ଶିକ୍ଷା ମନ୍ତ୍ରୀ  ଧର୍ମେନ୍ଦ୍ର ପ୍ରଧାନ ଙ୍କୁ ପ୍ରଶ୍ନପତ୍ର ଲିକ୍‌ ଓପ୍ରତିଯୋଗି ତାମୂଳକ ପରୀକ୍ଷାରେ ବ୍ୟାପକ ଅନିୟମିତତା ଅଭିଯୋଗ ରେ ଦେଶରେ ବ୍ୟାପକ ଛାତ୍ର ଆନ୍ଦୋଳନ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ପ୍ରଦାନ କରିଛନ୍ତି। ବିଜେପିର ବରିଷ୍ଠ ନେତା ଧର୍ମେନ୍ଦ୍ର ପ୍ରଧାନ ୧୯୯୮ରେ ବିଜେପିରେ ଯୋଗ ଦେବା ପୂର୍ବରୁ କଲେଜ ଜୀବନରୁ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର କର୍ମୀ ଭାବେ ତାଙ୍କ ରାଜନୈତିକ ଜୀବନ ଆରମ୍ଭ କରିଥିଲେ। ପରବର୍ତ୍ତୀ ଦଶନ୍ଧିରେ ସେ ସଙ୍ଗଠନର ବହୁପଦପଦବୀ ରେ ରହିଥିଲେ। ୧୯୯୩ ମସିହାରେ ଏବିଭିପିର ରାଜ୍ୟ ସମ୍ପାଦକ ଓ ୧୯୯୫ ମସିହାରେ ଜାତୀୟ ସମ୍ପାଦକ ଭାବରେ କାର୍ଯ୍ୟ କରିଥିଲେ। ଲୋକସଭା ସାଂସଦ ଓ କେନ୍ଦ୍ରମନ୍ତ୍ରୀ ଭାବରେ ବିଭିନ୍ନ ବିଭାଗ ସମ୍ଭାଳି ଥିଲେ। ଜୁଲାଇ ୨୦୨୧ ରେ ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷା ମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପୂର୍ବରୁ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ, ଇସ୍ପାତ ଓ ଦକ୍ଷତା ବିକାଶ ସମେତ ଗୁରୁତ୍ୱପୂର୍ଣ୍ଣ ବିଭାଗରେ କାର୍ଯ୍ୟ କରିଛନ୍ତି। ପ୍ରଧାନ ଓଡ଼ିଶାରେ ନିର୍ବାଚନୀ ରାଜନୀତିରେ ପ୍ରବେଶ କରିଥିଲେ ଓ ୨୦୦୦ ରୁ ୨୦୦୪ ପର୍ଯ୍ୟନ୍ତ ଓଡ଼ିଶା ବିଧାନସଭାର ସଦସ୍ୟ ଭାବରେ କାର୍ଯ୍ୟ କରିଥିଲେ। ପ୍ରଧାନଙ୍କୁ ଓଡ଼ିଶା ବିଧାନସଭାର ସର୍ବୋତ୍ତମ ବିଧାୟକ ପୁରସ୍କାର ‘ଉତ୍କଳମଣି ଗୋପବନ୍ଧୁ ପ୍ରତିଭା ସମ୍ମାନ’ ମଧ୍ୟ ପ୍ରଦାନ କରାଯାଇଥିଲା। ୨୦୦୧ ମସିହାରେ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶାରେ ବିଜେପି ଯୁବଶାଖାର ଅଧ୍ୟକ୍ଷ ଓ ୨୦୦୨ ମସିହାରେ ବିଜେପି ଜାତୀୟ ସମ୍ପାଦକ ପଦବୀରେ ରହିଥିଲେ। ୨୦୦୪ରେ ଚତୁର୍ଦ୍ଦଶ ଲୋକସଭାକୁ ସେ ନିର୍ବାଚିତ ହୋଇଥିଲେ |ସେହିବର୍ଷ ତାଙ୍କୁ ଭାରତୀୟ ଜନତା ଯୁବ ମୋର୍ଚ୍ଚା ଜାତୀୟ ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଥିଲା। ସାଂସଦ ଭାବେ ପ୍ରଧାନ ଅନେକ କମିଟି ଓ ସଂସଦୀୟ ଅନୁଷ୍ଠାନରେ କାର୍ଯ୍ୟ କରିଥିଲେ। ୨୦୦୪ ମସିହାରେ ଲୋକସଭାକୁ ପ୍ରବେଶ କରିବା ପରେ ସେ ପିଟିସନ୍ କମିଟି ଓ ଶକ୍ତି କମିଟିର ସଦସ୍ୟ ଥିଲେ। ଅଗଷ୍ଟ ୨୦୦୭ ପରେ ଶକ୍ତି ସ୍ଥାୟୀ କମିଟିର ସଦସ୍ୟ ଭାବରେ କାର୍ଯ୍ୟ କରିଥିଲେ। ୨୦୧୨ ରୁ ୨୦୧୪ ମଧ୍ୟରେ ସେ ସରକାରୀ ପ୍ରତିଶ୍ରୁତି କମିଟିର ସଦସ୍ୟ ଥିଲେ। ସେ ମେ ୨୦୧୨ ରୁ ଅକ୍ଟୋବର ୨୦୧୩ ପର୍ଯ୍ୟନ୍ତ ଟେଲିକମ୍ ଲାଇସେନ୍ସ ଏବଂ ସ୍ପେକ୍ଟ୍ରମର ଆବଣ୍ଟନ ଓ ମୂଲ୍ୟ ନିର୍ଦ୍ଧାରଣ ସମ୍ପର୍କିତ ପ୍ରସଙ୍ଗଗୁଡ଼ିକର ଯାଞ୍ଚ କରୁଥିବା ଯୁଗ୍ମ ସଂସଦୀୟ କମିଟିରେ ମଧ୍ୟ କାର୍ଯ୍ୟ କରିଥିଲେ। ସେ ଏପ୍ରିଲ ୨୦୧୨ ରୁ ୨୦୧୮ ପର୍ଯ୍ୟନ୍ତ ସଂସଦର ସଦସ୍ୟରହିଥିଲେ ଓ ଜୁନ ୨୦୨୪ ରେ ୧୮ତମ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ଧର୍ମେନ୍ଦ୍ର ପ୍ରଧାନ ଏନ୍‌ଡିଏ ନେତୃତ୍ବାଧୀନ କେନ୍ଦ୍ର ସରକାରରେ ବଡ଼ ବଡ଼ ମନ୍ତ୍ରଣାଳୟ ଦାୟିତ୍ବରେ ରହିଥିଲେ। ସେପ୍ଟେମ୍ବର ୨୦୧୭ରେ ସେ ପେଟ୍ରୋଲିୟମ୍‌ ଓ ପ୍ରାକୃତିକ ଗ୍ୟାସ ଓ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ହୋଇଥିଲେ। ମେ ୨୦୧୯ରୁ ଜୁଲାଇ ୨୦୨୧ ପର୍ଯ୍ୟନ୍ତ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ଓ ଇସ୍ପାତ ମନ୍ତ୍ରୀ ପଦବୀରେ ରହିଥିଲେ। ​​୭ ଜୁଲାଇ, ୨୦୨୧ରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଓ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ତାଙ୍କ ରାଜନୈତିକ କ୍ୟାରିୟରରେ ଏକ ପ୍ରମୁଖ ମୋଡ଼ ଥିଲା। ଜୁନ୍‌ ୨୦୨୪ ନିର୍ବାଚନ ପରେ ଅଷ୍ଟାଦଶ (୧୭ତମ) ଲୋକସଭାରେ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର କ୍ୟାବିନେଟରେ ଶିକ୍ଷାମନ୍ତ୍ରୀ ପଦରେ ରହିଥିଲେ।ଧର୍ମେନ୍ଦ୍ର ପ୍ରଧାନ ୧୯୬୯ ମସିହା ଜୁନ୍‌ ୨୬ ତାରିଖରେ ଓଡ଼ିଶାର ତାଳଚେରରେ ଜନ୍ମଗ୍ରହଣ କରିଥିଲେ। ସେ ଦେବେନ୍ଦ୍ର ପ୍ରଧାନ ଓ ବସନ୍ତ ମଞ୍ଜରୀ ପ୍ରଧାନଙ୍କ ପୁତ୍ର। ଧର୍ମେନ୍ଦ୍ର ପ୍ରଧାନ ଉତ୍କଳ ବିଶ୍ବବିଦ୍ୟାଳୟରୁ ଆନ୍ଥ୍ରୋପଲଜିରେ ସ୍ନାତକୋତ୍ତର କରିଥିଲେ। ୧୯୯୮ରେ ସେ ମୃଦୁଲା ଠାକୁର ପ୍ରଧାନଙ୍କୁ ବିବାହ କରିଥିଲେ। ଦମ୍ପତିଙ୍କର ଗୋଟିଏ ପୁଅ ଓ ଗୋଟିଏ ଝିଅ ଅଛନ୍ତି।ଧର୍ମେନ୍ଦ୍ର ପ୍ରଧାନଙ୍କ ରାଜନୈତିକ କ୍ୟାରିୟର ପ୍ରାଥମେ  ଏବିଭିପି କର୍ମୀରୁ ଆରମ୍ଭ ହୋଇଥିଲା ଓ ଶେଷରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ  ପର୍ଯ୍ୟନ୍ତ | ଛାତ୍ର ଛାତ୍ରୀଙ୍କ
ଭବିଷ୍ୟତ କଥା ଚିନ୍ତା କରି ତଥା ଦେଶରେ ଅରାଜକତା ସୃଷ୍ଟି  ନହେଉ ସେଥି ପାଇଁ ଆଜି ଶେଷରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି |

News Comment

You Might Also Like

BACK TO TOP