Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ଦିନକୁ ଦିନ ରାୟଗଡା ସହର ରେ ବୃଦ୍ଧି ପାଉଛି ଚୋରି |

27-Jul-2026

 ତିନି ଦିନରେ ତିନୋଟି ଚୋରି ରାୟଗଡା ସହର ରେ , ଜନ ସାଧାରଣ ଆତଙ୍କିତ |

ଓଡିଶା ଜନ ମତ, ରାୟଗଡା, କାମେଶ୍ୱର କର କରିଆ :---

ଦିନକୁ ଦିନ ଚୋରି ଓ ଲୁଟ୍ ଘଟଣା ରାୟଗଡା ସହର ରେ ବଢ଼ିବାରେ ଲାଗିଥିବା ବେଳେ ପୁଲିସର କାର୍ଯ୍ୟଶୈଳୀକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଉଛିI କି ଦିନ ତଳେ ଜଣେ ସାମ୍ବାଦିକଙ୍କ ଘରେ ଚୋରି ଉଦ୍ୟମ ହୋଇଥୁଲା।ଏହାରି ପରେ ସହରର ନ୍ୟୁ କଲୋନୀ ଅଞ୍ଚଳରେ ବାଇକ ଚୋରି କରିବା ଦୃଶ୍ୟ ସିସିଟିଭିରେ କଏକ ହୋଇଥିଲା। ଏହାରି ପରେ ରାୟଗଡ଼ା ସହରରେ ରାତ୍ର ୭ଟା ସମୟରେ ପି ଏସ ଆର ଫିଲ୍ମ ହଲ୍ ନିକଟରେ ଥିବା ଏକ ଘରେ ଏକ ବଡ଼ଧରଣର ଚୋରି ହୋଇଥିଲା ପରିବାର ଲୋକେ ଗୁଣ୍ଡିଚା ମନ୍ଦିରକୁ ଦର୍ଶନ ପାଇଁ ଯାଇଥିଲେ। ଏହି ସମୟର ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରର ଏକ ଝରକା ଭାଙ୍ଗି ଭିତରକୁ ପ୍ରବେଶ କରିଥିଲେ। ଚୋରମାନେ ଘର ଭିତରେ ଥିବା ଆଲମାରି ତାଡ଼ି ପ୍ରାୟ ୧୫ ଭରି ସୁନା ଅଳଙ୍କାର, ସହପ୍ରାୟ ୨ଲକ୍ଷ ଟଙ୍କା ନଗଦ ଲୁଟିନେଇ ଥିଲେ ପୁଣୀଥରେ ଗତକାଲି ବିଳମ୍ବିତ ରାତ୍ରୀରେ ରାୟଗଡ଼ା ସହରରେ ରୋହିତ କୋଲନୀ ଠାରେ ଅବସ୍ଥିତ କାଶୀ ବିଶ୍ୱେଶ୍ୱର ଶିବ ମନ୍ଦିରରେ ଦୁର୍ବୁତ୍ତ ମାନେ ଚୋରି ଉଦ୍ୟମ କରିଥିଲେ। ଦୃବୁତ ମାନେ ମନ୍ଦିର ଗେଟ ତାଲା ତାଡିବା ସହିତ ଦାନ ହୁଣ୍ଡି ଭାଙ୍ଗିବାକୁ ଉଦ୍ୟମ କରି ବିଫଳ ହୋଇଛନ୍ତି।ଆଜି ସକାଳୁ ପୂଜକ ମନ୍ଦିର ମୁଖ୍ୟ ଫାଟକ ଖୋଲିବା ପରେ ଘଟଣା ସମ୍ପର୍କରେ  ରାୟଗଡ଼ା ଟାଉନ ଥାନାକୁ ଖବର ଦେଇଥିଲେ।ପରେ ଘଟଣା ସ୍ଥଳରେ ପୋଲିସ ପଂହଁଚି ତଦନ୍ତ ଆରମ୍ଭ କରିଛି।ବିଶେଷକରି ରାତ୍ରିକାଳୀନ ପାଟ୍ରୋଲିଂକୁ ନେଇ ସ୍ଥାନୀୟ ବାସିନ୍ଦା ପ୍ରଶ୍ନ ଉଠାଇଛନ୍ତି।ଏ ସମ୍ପର୍କରେ ରାୟଗଡ଼ା ଥାନା ଆଇଆଇସି ପ୍ରସନ୍ନ ବେହେରା କହିଛନ୍ତି ଘଟଣାର ତଦନ୍ତ ଜାରି ରହିଛି ବୋଲି ସୂଚନା ଦେଇଛନ୍ତି।

News Comment

You Might Also Like

BACK TO TOP