Breaking News

ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||     

ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ହେଲେ ଇଣ୍ଡିଆନ ଆଇଡଲ ଚମ୍ପିଆନ |

27-Jul-2026

ଜ୍ୟୋତିର୍ମୟୀ  ହେଲେ ଇଣ୍ଡିଆନ ଆଇଡଲ ଚାମ୍ପିଅନ,

ଓଡିଶା ଜନ ମତ ବ୍ୟୁରୋ,

ଇଣ୍ଡିଆନ  ଆଇଡଲ ରେ ଓଡ଼ିଶାର ଝିଅ ହେଲେ ଚମ୍ପିୟାନ | ସବୁଠୁ ଶୀର୍ଷ ରାଉଣ୍ଡରେ ପହଂଚି ଚମ୍ପିଅନ ହେବା ସହ ପୂଳା ପୂଳା ପୁରସ୍କାର ରାଶି ସହ ପ୍ରଶଂସା ସାଉଣ୍ଟୁଛନ୍ତି ଜ୍ୟୋତିମୟୀ ।ଇଣ୍ଡିଆ ଆଇଡଲ ମଞ୍ଚରେ ପୁଣି ଝଲକ ଦେଖାଇଲେ ଓଡ଼ିଆ ଝିଅ ଜ୍ୟୋତିର୍ମୟୀ । ଇଣ୍ଡିଆନ ଆଇଡଲ ଭଳି ଏକ ପ୍ରତିଷ୍ଠିତ ଜାତୀୟ ମଞ୍ଚରେ ଓଡ଼ିଶା ପାଇଁ ଗର୍ବ ଓ ଗୌରବ ସାଉଣ୍ଟିଲେ ଓଡ଼ିଶା ଝିଅ ଜ୍ୟୋତିର୍ମୟୀ ନାୟକ । ସବୁଠୁ ଶୀର୍ଷ ରାଉଣ୍ଡରେ ପହଂଚି ଚମ୍ପିଅନ ହେବା ସହ ପୂଳା ପୂଳା ପୁରସ୍କାର ରାଶି ସହ ପ୍ରଶଂସା ସାଉଣ୍ଟୁଛନ୍ତି ଜ୍ୟୋତିମୟୀ । ଏହି ରିଆଲିଟି ସୋ`ରେ ଚମ୍ପିଅନ ହେବା ପରେ ତାଙ୍କୁ ପୁରସ୍କାର ରାଶି ଆକାରରେ ୨୦ ଲକ୍ଷ ଟଙ୍କା ସହ ଟ୍ରଫି ମିଳିବ । ସେ ଆସନ୍ତା କାଲି ଟ୍ରଫି ନେଇ ଓଡ଼ିଶା ଆସୁଛନ୍ତି ବୋଲି କହିଛନ୍ତି ।  ତେବେ ୟୋତିର୍ମୟୀ  ଙ୍କ ଏହି ବିଜୟ ଶୁଣି ତାଙ୍କ ସାଙ୍ଗସାଥି ମାନେ ବହୁତ ଉତ୍ସାହିତ ହୋଈ ତାଙ୍କୁ ଅଭିନନ୍ଦନ ଜଣାଇ ଛନ୍ତି  |

News Comment

You Might Also Like

BACK TO TOP