Breaking News

ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||     

ବାଇକ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |

27-Jul-2026

ଅନୁଗୁଳ ନୂଆଗଡ ରାସ୍ତାରେ ବାଇକ ଦୁର୍ଘଟଣାରେ ଜଣେ ମୃତ, ଜଣେ ଗୁରୁତର | 

ଓଡିଶା ଜନ ବ୍ୟୁରୋ, 

ରାଜ୍ୟ ସରକାର ଙ୍କ ପରିବହନ ବିଭାଗ ଜନ ସାଧାରଣ ଙ୍କୁ ଗାଡି ଚଲେଇବା ର ସମସ୍ତ  ନିତି, ନିୟମ ବିଷୟରେ ସଚେତନ ତା କରାଉଥିଲେ ମଧ୍ୟ ଗାଡି ଚାଳକ ମାନେ କିଛି ନିତି ନିୟମ କୁ  ଗ୍ରହଣ କରୁନାହାନ୍ତି | ଯାହା ଫଳରେ ଦୁର୍ଘଟଣା ହେଉଛି | ଏମିତି ଏକ ଦୃଶ୍ୟ  ଦେଖିବାକୁ ମିଳିଛି ନରସିଂହପୁର ଅନୁଗୁଳ ମୁଖ୍ୟ ରାସ୍ତାର ନୂଆଗଡ ନିକଟରେ ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଯୁବକ ଗୁରୁତର ଆହତ ହୋଇ ଛନ୍ତି। ମୃତ ଯୁବକ ଜଣଙ୍କ ନରସିଂହପୁର ବ୍ଲକ ଅନ୍ତର୍ଗତ ସରଧାପୁର ପାଟଣା ଗ୍ରାମର ଯୁବକ ଜିତେନ୍ଦ୍ର ମୁଦୁଲି (୩୪)।ଆହତ ଯୁବକ ଜଣଙ୍କ ଯୋଡୁମ ଗ୍ରାମର ସଞ୍ଜୟ ଗଡ଼ନାୟକ (୩୨) ବୋଲି ଜଣାପଡିଛି। ମିଳିଥିବା ସୂଚନାରୁ ପ୍ରକାଶ ଯେ ମୃତ ଜିତେନ୍ଦ୍ର ଓ ଗୁରୁତର ଆହତ ହୋଇଥିବା ସଞ୍ଜୟ ଏକ ବାଇକରେ ଶନିବାର ସଂନ୍ଧ୍ୟାରେ ଅନୁଗୁଳରୁ ନରସିଂହପୁର ଥାନା ଅନ୍ତର୍ଗତ ଯୋଡୁମ ଘରକୁ ଆସୁଥିବା ସମୟରେ ନରସିଂହପୁର ଅନୁଗୁଳ ମୁଖ୍ୟ ରାସ୍ତାର ନୂଆଗଡ ନିକଟରେ ବାଇକଟି ଦୁର୍ଘଟଣା ଘଟିଥିଲା।ଫଳରେ ଉଭୟ ସଞ୍ଜୟ ଓ ଜିତେନ୍ଦ୍ର ଗୁରୁତର ଆହତ ହୋଇଥିଲେ। ଗୁରୁତର ଆହତ ଅବସ୍ଥାରେ ଉଭୟଙ୍କୁ ନରସିଂହପୁର ମେଡିକାଲକୁ ଚିକିତ୍ସା ପାଇଁ ଆଣିଥିବା ବେଳେ ସେଠାରେ ଡାକ୍ତର ଜିତେନ୍ଦ୍ରଙ୍କୁ ମୃତ ଘୋଷଣା କରିଥିଲେ। ଗୁରୁତର ଆହତ ସଞ୍ଜୟଙ୍କୁ  କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣାର ପ୍ରକୃତ କାରଣ ଏପର୍ଯ୍ୟନ୍ତ ଜଣାପଡି ନଥିବା ବେଳେ ଖବର ପାଇଁ ନରସିଂହପୁର ପୋଲିସ ଘଟଣା ସ୍ଥଳରେ ପହଁଞ୍ଚି ବାଇକକୁ  ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

News Comment

You Might Also Like

BACK TO TOP