Breaking News

ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||     

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଭାବେ ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ |

27-Jul-2026

ଶିକ୍ଷା ମନ୍ତ୍ରାଳୟ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ  
|
ଓଡିଶା ଜନ ମତ ବ୍ୟୁରୋ,

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଇସ୍ତଫା ପରେ ତାଙ୍କ ସ୍ଥାନ ରେ ଦାୟିତ୍ୱ ଦିଆଯାଇଛି କେନ୍ଦ୍ର ଶିକ୍ଷା ମନ୍ତ୍ରୀ  ଭାବେ ଦାୟିତ୍ୱ ମିଳିଛି ପ୍ରହ୍ଲାଦ ଯୋସୀଙ୍କୁ ସେ ଅଧିକାରୀଙ୍କ ସହ ପ୍ରଥମ ସମୀକ୍ଷା ବୈଠକ ରେ କହିଥିଲେ ‘ଏହା ମୋ ପାଇଁ ଏକ ନୂଆ ବିଷୟବସ୍ତୁ’ |କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଆଜି ଶିକ୍ଷା ମନ୍ତ୍ରାଳୟର ଦାୟିତ୍ବ ଗ୍ରହଣ କରିଛନ୍ତି। ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେବାପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗତକାଲି ପ୍ରହ୍ଲାଦ ଯୋଶୀଙ୍କୁ ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ବ ପ୍ରଦାନ କରିଥିଲେ।ଏହାର ଦିନକ ପରେ ଯୋଶୀ ଆଜି କତ୍ତର୍ବ୍ୟ ଭବନରେ ଔପଚାରିକ ଭାବେ ଶିକ୍ଷା ମନ୍ତ୍ରାଳୟ ଦାୟିତ୍ବ ଗ୍ରହଣ କରିଛନ୍ତି। ସେ ମଧ୍ୟ ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାର୍ବଜନିକ ବିତରଣ ମନ୍ତ୍ରାଳୟ ଦାୟିତ୍ବରେ ରହିଛନ୍ତିଦାୟିତ୍ବ ଗ୍ରହଣ କରିବାପରେ ଯୋଶୀ ଆଜି ଶିକ୍ଷା ମନ୍ତ୍ରାଳୟ ଅଧୀନରେ ଚାଲୁଥିବା ବିଭିନ୍ନ ପ୍ରମୁଖ ଯୋଜନା ଓ ପଦକ୍ଷେପର କାର୍ଯ୍ୟକାରିତାର ସମୀକ୍ଷା ପାଇଁ ଏକ ବୈଠକର ଅଧ୍ୟକ୍ଷତା କରିଥିଲେ। ଶିକ୍ଷା ବିଭାଗ ରାଷ୍ଟ୍ରମନ୍ତ୍ରୀ ଜୟନ୍ତ ଚୌଧୁରୀ ଏହି ସମୀକ୍ଷା ବୈଠକରେ ଉପସ୍ଥିତ ଥିଲେ। ବୈଠକରେ ମଧ୍ୟ ଉଚ୍ଚଶିକ୍ଷା ସଚିବ ଡ ବିନୀତ ଜୋଶୀ, ଗଣଶିକ୍ଷା ଓ ସାକ୍ଷରତା ସଚିବ ଟିକେ ଅନିଲ କୁମାରଙ୍କ ସମେତ ମନ୍ତ୍ରାଳୟର ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ମଧ୍ୟ ଯୋଗ ଦେଇଥିଲେ। ଦାୟିତ୍ବ ଗ୍ରହଣ କରିବାପରେ ଯୋଶୀ ସାମ୍ବାଦିକମାନଙ୍କୁ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୂର୍ଣ୍ଣ ବିଶ୍ବାସର ସହ ମୋ ଉପରେ ଏହି ନୂଆ ଦାୟିତ୍ବ ନ୍ୟସ୍ତ କରିଛନ୍ତି। ମୁଁ ସବୁକିଛି ବିସ୍ତୃତ ଭାବେ ସମୀକ୍ଷା କରୁଛି।ପୂରା ମନ୍ତ୍ରାଳୟ କିଭଳି କାର୍ଯ୍ୟ କରୁଛି ତାହା ମୁଁ ଭଲଭାବେ ବୁଝିବାକୁ ଚେଷ୍ଟା କରୁଛି। ଏହା ମୋ ପାଇଁ ଏକ ନୂଆ ବିଷୟ ବସ୍ତୁ। ଆଜି ମୁଁ ଦାୟିତ୍ବ ନେବାପରେ ବରିଷ୍ଠ ଅଧିକାରୀମାନଙ୍କ ସହ ବିସ୍ତୃତ ଆ‌ଲୋଚନା କଲି। ଯୋଶୀ ସାମ୍ବାଦିକମାନଙ୍କୁ କହିଛନ୍ତି, ଏହା ଅତି ବଡ଼ ମନ୍ତ୍ରାଳୟ। ତେଣୁ ମୁଁ ଏହାକୁ ସମ୍ପୂର୍ଣ୍ଣ ଭା‌ବେ ବୁଝିବା ପରେ ହିଁ ଆପଣମାନଙ୍କ ସହ ବିସ୍ତୃତ ଭାବେ କଥା‌ ହୋଇପାରିବି। ଦାୟିତ୍ବ ନେବାପରେ ଯୋଶୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।

News Comment

You Might Also Like

BACK TO TOP