Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ଅରୁଣ ସାହୁଙ୍କୁ ସୁପ୍ରିମ କୋର୍ଟ ରୁଲାଗିଲା ଶକ୍ତ ଝଟକା |

28-Jul-2026

ସୁପ୍ରିମ୍‌ କୋର୍ଟରୁ ମିଳିଲାନି ନୟାଗଡ଼ ବିଧାୟକ ଅରୁଣ ସାହୁଙ୍କୁ ଆଶ୍ବସ୍ତି |

ଓଡିଶା ଜନ ମତ ବ୍ୟୁରୋ,

ସେତେବେଳର ବିଜେଡିର କରିତ କର୍ମା ବିଧାୟକ ତଥା ମନ୍ତ୍ରୀ ଅରୁଣ ସାହୁ ଙ୍କ ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟନାୟକ ଙ୍କ ସହ ଭଲ ସମ୍ପର୍କ ଏବଂ ଯୋଗୁଁ ତାଙ୍କର ଓଡ଼ିଶାରେ ଦବଦବା ବହୁତ ବିସ୍ତାର ଥିଲା |  ତେବେ ନିର୍ବାଚନ ସମୟରେ ସେ ନିଜର ସତ୍ୟ ପାଠରେବହୁତ ଜିନିଷ ଲୁଚାଇ ଥିବାର  ତାଙ୍କର ପ୍ରତିଦ୍ବନ୍ଦୀ ଥିବା ବିଧାୟକ ପାର୍ଥି ପ୍ରତୁଷା ରାଜେଶ୍ୱରୀ ସିଂ ଓଡ଼ିଶା ହାଇକୋର୍ଟରେ   ସଦସ୍ୟତା ରଦ୍ଦ ମାମଲା ରେ ଏକ ପିଟିସନ ଦାୟର କରିଥିଲେ  | ଏହାଉପରେ ଚାଲେଞ୍ଜ କରି ବିଧାୟକ ଅରୁଣ ସାହୁ ସୁପ୍ରିମ କୋର୍ଟ ରେ ଆବେଦନ କରିଥିଲେ | ତାହାକୁ ଶୁଣାଣି କରି  ସୁପ୍ରିମ୍‌ କୋର୍ଟ ତାଙ୍କ ଆବେଦନକୁ ଖାରଜ କରିଛନ୍ତି। ତାଙ୍କ ସଦସ୍ୟତା ରଦ୍ଦ ମାମଲା ଓଡ଼ିଶା ହାଇକୋର୍ଟରେ ଚାଲିବ। ବୋଲି କହିଥିବାରୁ ଅରୁଣ ସାହୁଙ୍କୁ ଏକ କୋର୍ଟ ଝଟକା ଲାଗିଛି | ସୁପ୍ରିମ୍‌ କୋର୍ଟ ତାଙ୍କ ଆବେଦନକୁ ଖାରଜ କରିଛନ୍ତି। ତାଙ୍କ ସଦସ୍ୟତା ରଦ୍ଦ ମାମଲା ଓଡ଼ିଶା ହାଇକୋର୍ଟରେ ଚାଲିବ ବୋଲି କହିଛନ୍ତି । ଏହି ମାମଲାର ଶୁଣାଣି ୬ ମାସ ଭିତରେ ଶେଷ କରିବାକୁ  ସୁପ୍ରିମ୍‌ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।ସୂଚନାଯୋଗ୍ୟ,  ମୂଳ ନିର୍ବାଚନୀ ମକଦ୍ଦମାକୁ ଖାରଜ କରିବାକୁ ନିବେଦନ କରି ମାମଲାର ପ୍ରତିପକ୍ଷ ତଥା ବିଧାୟକ ଶ୍ରୀ ସାହୁଙ୍କ ତରଫରୁ ଦାୟର ତିନୋଟି ଅନ୍ତରୀଣ ଆବେଦନକୁ ହାଇକୋର୍ଟ ଖାରଜ କରିଥିଲେ। ଜଷ୍ଟିସ ଆନନ୍ଦ ଚନ୍ଦ୍ର ବେହେରାଙ୍କୁ ନେଇ ଗଠିତ ଖଣ୍ଡପୀଠ ଶ୍ରୀ ସାହୁଙ୍କ ଅନ୍ତରୀଣ ଆବେଦନକୁ ଖାରଜ କରିଥିଲେ। ମୂଳ ନିର୍ବାଚନୀ ମକଦ୍ଦମାର ଅନ୍ୟତମ ପ୍ରତିପକ୍ଷ ହେମନ୍ତ କୁମାର ପୃଷ୍ଟିଙ୍କ ପକ୍ଷରୁ ସମାନ ପ୍ରସଂଗ ନେଇ ଦାୟର କରାଯାଇଥିବା ଅନ୍ତରୀଣ ଆବେଦନକୁ ମଧ୍ୟ ହାଇକୋର୍ଟ ଅଗ୍ରାହ୍ୟ କରିଥିଲେ। ଏଥି ସହିତ ଜୁନ ୨୫କୁ ପ୍ରତ୍ୟୁଷା ରାଜେଶ୍ବରୀ ସିଂଙ୍କ ତରଫରୁ ଦାୟର ମୂଳ ନିର୍ବାଚନୀ ମକଦ୍ଦମାର ଶୁଣାଣି ପାଇଁ ହାଇକୋର୍ଟ ଧାର୍ଯ୍ୟ କରିଥିଲେ।ସତ୍ୟପାଠ‌ରେ ସଂପତ୍ତି ସଂକ୍ରାନ୍ତରେ ସଠିକ ତଥ୍ୟ ଦେଇ ନଥିଲେ ଅରୁଣ କୁମାର ସାହୁମାମଲା ର ବିବରଣୀରୁ ପ୍ରକାଶ ଯେ ବିଜେଡି ପ୍ରାର୍ଥୀ ଭାବେ ନୟାଗଡ଼ ଆସନରୁ ବିଧାୟକ ହୋଇଥିବା ଅରୁଣ କୁମାର ସାହୁଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା ପାଇଁ ପରାଜିତ ବିଜେପି ପ୍ରାର୍ଥୀ ପ୍ରତ୍ୟୁଷା ରାଜେଶ୍ବରୀ ସିଂ ହାଇକୋର୍ଟ ରେ ନିର୍ବାଚନୀ ମକଦ୍ଦମା ଦାୟରକରିଥିଲେ। ଶ୍ରୀ ସାହୁ ସତ୍ୟପାଠ‌ରେ ସଂପତ୍ତି ସଂକ୍ରାନ୍ତରେ ସଠିକ ତଥ୍ୟ ଦେଇ ନଥିଲେ। ଏଥି ସହିତ ଶ୍ରୀ ସାହୁଙ୍କ ନାମାଙ୍କନପତ୍ର ରିଟର୍ଣ୍ଣିଂ ଅଫିସର ବେଆଇନ ଭାବେ ଗ୍ରହଣ କରିଥିବା ଅଭିଯୋଗ ହୋଇଥିଲା। ଏହି ନିର୍ବାଚନୀ ମକଦ୍ଦମାକୁ ଖାରଜ କରିବା ପାଇଁ ଶ୍ରୀ ସାହୁଙ୍କ ତରଫରୁ ତିନୋଟି ଅନ୍ତରୀଣ ଆବେଦନ ୨୦୨୪ରେ ଦାୟର କରାଯାଇଥିଲା। ନିର୍ବାଚନ ଆବେଦନ ଦାଖଲ କରିବା ବେଳେ ଆଇନରେ ଥିବା କେତେକ ବ୍ୟବସ୍ଥା ପାଳନ କରାଯାଇ ନାହିଁ, ଆବେଦନ ସହିତ ଫର୍ମ-୨୫ ସତ୍ୟପାଠ ସଂଲଗ୍ନ ‌ହୋଇ ନାହିଁ, ଆବଶ୍ୟକ ତଥ୍ୟ ଉଲ୍ଲେଖ କରାଯାଇ ନାହିଁ ଓ ଅନ୍ୟାନ୍ୟ କାରଣ ଅନ୍ତରୀଣ ଆବେଦନ ଗୁଡ଼ିକରେ ଦର୍ଶାଯାଇଥିଲା।୨୦୨୪, ଡିସେମ୍ବର ୧୧ରେ ବିଚାରାଧୀନ ଥିବା ମୂଳ ନିର୍ବାଚନୀ ମକଦ୍ଦମାରେ ହେମନ୍ତ କୁମାର ପୃଷ୍ଟିଙ୍କୁ ପ୍ରତିପକ୍ଷ ନମ୍ବର-୨ ଭାବେ ପକ୍ଷଭୁକ୍ତ କରିବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ମେ ୧୮ରେ ହାଇକୋର୍ଟ ସମସ୍ତ ଚାରିଟି ଅନ୍ତରୀଣ ଆବେଦନର ଏକତ୍ର ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଥିଲେ। ଶ୍ରୀମତୀ ସିଂଙ୍କ ତରଫରୁ ବରିଷ୍ଠ ଆଇନଜୀବୀ ଗୋପାଳ ଅଗ୍ରୱାଲ ମାମଲା ପରିଚାଳନା କରୁଛନ୍ତି।

News Comment

You Might Also Like

BACK TO TOP