Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

କମ୍ରେଡ ଚାରୁ ମଜୁମ ଦାର ଙ୍କ 54ତମ ସହିଦ ଦିବସ ପାଳିତ |

28-Jul-2026

କୋଲନରାରେ କମ୍ରେଡ଼ ଚାରୁ ମଜୁମଦାରଙ୍କ ୫୪ତମ ଶହୀଦ ଦିବସ ପାଳିତ, ଆଦିବାସୀ ଅଧିକାର ସୁରକ୍ଷା ଦାବିରେ ସ୍ୱର ଉଠିଲା

ଓଡିଶା ଜନମତ ରାୟଗଡା, ୨୮/୭,

କାମେଶ୍ୱର କରକରିଆ : -----

ରାୟଗଡା ଜିଲ୍ଲା କୋଲନରା ବ୍ଲକ ଅନ୍ତର୍ଗତ ତଳ ଶିକାବାଡ଼ି ଗ୍ରାମରେ ମଙ୍ଗଳବାର ସିପିଆଇ (ଏମଏଲ) ଲିବରେସନ ପକ୍ଷରୁ କମ୍ରେଡ଼ ଚାରୁ ମଜୁମଦାରଙ୍କ ୫୪ତମ ଶହୀଦ ଦିବସ ପାଳନ କରାଯାଇଛି। ଏହି ଅବସରରେ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରାଯିବା ସହ ଆଦିବାସୀମାନଙ୍କ ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ସଭାରେ ବକ୍ତାମାନେ ଚାରୁ ମଜୁମଦାରଙ୍କ ଜୀବନ ସଂଘର୍ଷ ଓ କୃଷକ ଆନ୍ଦୋଳନରେ ତାଙ୍କ ଅବଦାନ ସମ୍ପର୍କରେ ଆଲୋକପାତ କରିଥିଲେ। ନକ୍ସଲବାଡ଼ି କୃଷକ ଆନ୍ଦୋଳନ ଦେଶବ୍ୟାପୀ କୃଷକ ସଂଗ୍ରାମକୁ ପ୍ରେରଣା ଦେଇଥିବା ସେମାନେ ମତ ପ୍ରକାଶ କରିଥିଲେ।
ଏହି ଅବସରରେ ସିପିଆଇ (ଏମଏଲ) ଲିବରେସନର ଜିଲ୍ଲା ସମ୍ପାଦକ ତ୍ରିପତି ଗମାଙ୍ଗ କହିଥିଲେ ଯେ, ବିକାଶ ନାମରେ ପ୍ରାକୃତିକ ସମ୍ପଦର ଶୋଷଣ କରାଯାଉଛି ଏବଂ ଆଦିବାସୀଙ୍କ ଜମି, ଜଳ ଓ ଜଙ୍ଗଲ ଉପରେ ଥିବା ସାମ୍ବିଧାନିକ ଅଧିକାର କ୍ଷୁଣ୍ଣ ହେଉଛି। ସେ ଅଭିଯୋଗ କରିଥିଲେ ଯେ, କାଶୀପୁର ସମେତ ବିଭିନ୍ନ ଅଞ୍ଚଳରେ ଆଦିବାସୀମାନଙ୍କ ଦଖଲରେ ଥିବା ଜମିକୁ ନେଇ ପ୍ରଶାସନ ଦମନମୂଳକ ପଦକ୍ଷେପ ନେଉଛି ଏବଂ ବନ ଅଧିକାର ଆଇନ, ୨୦୦୬ ଓ ପେସା ଆଇନର ସଠିକ୍ କାର୍ଯ୍ୟକାରିତା ହେଉନାହିଁ। ଏହି ସମସ୍ତ ପ୍ରସଙ୍ଗରେ ସଂଗଠିତ ଆନ୍ଦୋଳନକୁ ତୀବ୍ର କରିବା ପାଇଁ ସେ ଆହ୍ୱାନ ଦେଇଥିଲେ।କାର୍ଯ୍ୟକ୍ରମରେ ପୂର୍ବତନ ସରପଞ୍ଚ ଅନିରୁଦ୍ଧ ନିଶିକା, ସିମାଦ୍ରି ପାତିକା, ମୁରଲି ମୁଟୁକା, ବୁଡୁ ତୋଇକା, ତୁଳସୀ କୁମ୍ଭୁରିକା, ମୋହନ ପାତିକା, ଶିବ ହାରାକା, ସେଞ୍ଚିଆମା କଣ୍ଡାଗରି, ମୋହନ ନିଶିକା, ଗୁଣ୍ଡୁ ତୋଇକା ପ୍ରମୁଖ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP