Breaking News

ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||     

ଦେଶର ସବୁଠାରୁ ଧନୀ ମୁଖ୍ୟମନ୍ତ୍ରୀ ଙ୍କ ମଧ୍ୟରେ ଡ଼ି ଶିବକୁମାର, ଚନ୍ଦ୍ରବାବୁ ଓ ଥାଲାପତି ବିଜୟ |

29-Jul-2026

ଦେଶରେ ସବୁଠାରୁ ଧନୀ ମୁଖ୍ୟମନ୍ତ୍ରୀ ଭାବରେ ଡିକେ ଶିବ କୁମାର  2ୟ ରେ ଚନ୍ଦ୍ରବାବୁ ନାୟୁଡୁ 3 ୟରେ  ଥାଲାପତି ବିଜୟ  |

ଓଡିଶା ଜନ ମତ ବ୍ୟୁରୋ,

ଦେଶରେ ଏ ଡ଼ି ଆର ପକ୍ଷରୁଏକ ସର୍ଭେ କରାଯାଇ ମୁଖ୍ୟମନ୍ତ୍ରୀ ଙ୍କ ମଧ୍ୟରେ କିଏ ସବୁଠାରୁ ବଡ଼ ଧନୀ ତାଉପରେ ସର୍ଭେ କଲାପରେ  ଆସିଛିପ୍ରକୃତ ସ୍ଥିତି  | ଦେଶର ବର୍ତ୍ତମାନର ୩୧ ଜଣ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀଙ୍କ ସମ୍ପତ୍ତିକୁ ନେଇ ଆସୋସିଏସନ୍‌ ଫର୍‌ ଡେମୋକ୍ରାଟିକ୍‌ ରିଫର୍ମସ୍‌ (ଏଡିଆର୍‌) ପକ୍ଷରୁ ପ୍ରକାଶିତ ସର୍ବଶେଷ ବିଶ୍ଳେଷଣରେ ୪ ଜଣ ମୁଖ୍ୟମନ୍ତ୍ରୀଙ୍କ ଘୋଷିତ ସମ୍ପତ୍ତି ୧୦୦ କୋଟି ଟଙ୍କାରୁ ଅଧିକ ବୋଲି ଜଣାପଡ଼ିଛି। ଏହି ତାଲିକାର ଶୀର୍ଷରେ କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର ରହିଛନ୍ତି। ତାଙ୍କର ମୋଟ ଘୋଷିତ ସମ୍ପତ୍ତି ୧,୪୧୩ କୋଟି ଟଙ୍କା। ଏହି ତାଲିକା ନିର୍ବାଚନ ସତ୍ୟପାଠରେ ଦର୍ଶାଯାଇଥିବା ସମ୍ପତ୍ତି ଆଧାରରେ ପ୍ରସ୍ତୁତ କରାଯାଇଛି।ତାଲିକାର ଦ୍ୱିତୀୟ ସ୍ଥାନରେ ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଏନ୍‌ ଚନ୍ଦ୍ରବାବୁ ନାଇଡୁ ରହିଛନ୍ତି। ତାଙ୍କର ଘୋଷିତ ସମ୍ପତ୍ତି ୯୩୧ କୋଟି ଟଙ୍କା। ତୃତୀୟ ସ୍ଥାନରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ତଥା ଅଭିନେତା ସି ଜୋସେଫ୍‌ ବିଜୟ (ବିଜୟ ଥାଲାପତି) ଅଛନ୍ତି। ତାଙ୍କ ଘୋଷିତ ସମ୍ପତ୍ତି ପ୍ରାୟ ୬୪୮ କୋଟି ଟଙ୍କା। ଚତୁର୍ଥ ସ୍ଥାନରେ ଅଛନ୍ତି ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁ ଯାହାଙ୍କ ଘୋଷିତ ସମ୍ପତ୍ତିର ମୂଲ୍ୟ ୩୩୨ କୋଟି ଟଙ୍କା। ଏଡିଆର୍‌ର ବିଶ୍ଳେଷଣ ଅନୁସାରେ, ୩୧ ଜଣ ମୁଖ୍ୟମନ୍ତ୍ରୀଙ୍କ ହାରାହାରି ଘୋଷିତ ସମ୍ପତ୍ତି ୧୧୮.୦୭ କୋଟି ଟଙ୍କା। ଏଥିରୁ ୪ ଜଣଙ୍କ ସମ୍ପତ୍ତି ୧୦୦ କୋଟି ଟଙ୍କାରୁ ଅଧିକ ଥିବାବେଳେ ଅନ୍ୟମାନଙ୍କ ସମ୍ପତ୍ତି ଏହାଠାରୁ କମ୍‌। ରିପୋର୍ଟରେ ମୁଖ୍ୟମନ୍ତ୍ରୀମାନଙ୍କ ସମ୍ପତ୍ତି ସହ ଆପରାଧିକ ମାମଲା ଓ ଶିକ୍ଷାଗତ ଯୋଗ୍ୟତା ସମ୍ପର୍କିତ ତଥ୍ୟ ମଧ୍ୟ ସାମିଲ କରାଯାଇଛି

News Comment

You Might Also Like

BACK TO TOP