Breaking News

ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||     

ଇଣ୍ଡିଆନ ଆଇ ଡ଼ିଏଲ ବିଜେତା ଜ୍ୟୋତିର୍ମୟୀ ଙ୍କୁ ସମ୍ବର୍ଦ୍ଧିତ କଲେ ଓଡିଶା ମୁଖ୍ୟମନ୍ତ୍ରୀ |

29-Jul-2026

ମୁଖ୍ୟମନ୍ତ୍ରୀ ଇଣ୍ଡିଆନ ଆଇଡଲ  ବିଜେତା ଜ୍ୟୋତିର୍ମୟୀଙ୍କୁ କଲେ ସମ୍ବର୍ଦ୍ଧନା, ଘୋଷଣା ହେଲା ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି  | 
ଓଡିଶା ଜନ ମତ ବ୍ୟୁରୋ ,

ରାଜ୍ୟ ତଥା ଦେଶ ପାଇଁ ଗର୍ବ ଓ ଗୌରବ ଆଣିଥିବା  ଓଡିଶା ମାଟିର ଓଡ଼ିଆ ଝିଅ ନିଜର ଦକ୍ଷତା ପାଇଁ  ଆଜି  ସମଗ୍ର ଦେଶରେ ଓଡ଼ିଶାର ନାମ ରୋଶନ କରିଥିବା ଚଳିତ ବର୍ଷର ‘ଇଣ୍ଡିଆନ୍ ଆଇଡଲ୍- ସିଜିନ୍ ୧୬’ର ବିଜେତା ଜ୍ୟୋତିର୍ମୟୀ ନାୟକଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଭବ୍ୟ ସମ୍ବର୍ଦ୍ଧନା ଜଣାଯାଇଛି। ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିଜ ସରକାରୀ ବାସଭବନରେ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କରିବା ସହ ତାଙ୍କର ଏହି ଅସାଧାରଣ କୃତିତ୍ୱ ପାଇଁ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛନ୍ତି।ଆଜି ଜ୍ୟୋତିର୍ମୟୀ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ ତାଙ୍କୁ ଭେଟିବା ସହ ନିଜ ଜିତିଥିବା ‘ଇଣ୍ଡିଆନ୍ ଆଇଡଲ୍ ଟ୍ରଫି’ ପ୍ରଦର୍ଶନ କରିଥିଲେ। ଏହି ବିଜୟ ପଛରେ ଥିବା ତାଙ୍କର କଠିନ ପରିଶ୍ରମ, ସାଧନା ଏବଂ ଅଧ୍ୟବସାୟ ବିଷୟରେ ସେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ। ଏହି ସମ୍ବର୍ଦ୍ଧନା ଉତ୍ସବରେ ଜ୍ୟୋତିର୍ମୟୀଙ୍କ ପିତା ଚକ୍ରଧର ନାୟକ ଏବଂ ମାତା ଗୌରୀ ନାୟକ ମଧ୍ୟ ଉପସ୍ଥିତ

News Comment

You Might Also Like

BACK TO TOP