Breaking News

ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||     

ପୋଲସରା ମହାବିଦ୍ୟାଳୟ ରେ ଶକ୍ତି ଶ୍ରୀ ତର୍କ ବିତର୍କ ଆଲୋଚନା ଚକ୍ର ଅନୁଷ୍ଠିତ |

29-Jul-2026

ମହାବିଦ୍ୟାଳୟରେ ଶକ୍ତି ଶ୍ରୀ  ତର୍କ ବିତର୍କ ଆଲୋଚନା ଚକ୍ର।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
ତା. ୨୯/୦୭/୨୦୨୬:- -----

ପବିତ୍ର ଗୁରୁ ପୂର୍ଣ୍ଣିମା ଦିବସରେ ପୋଲସରା ବିଜ୍ଞାନ ମହାବିଦ୍ୟାଳୟରେ ଶକ୍ତି ଶ୍ରୀ  ତର୍କ ବିତର୍କ ଆଲୋଚନା ଚକ୍ର କାର୍ଯ୍ୟକ୍ରମ ଭାରପ୍ରାପ୍ତ ଅଧ୍ୟକ୍ଷ ରୁଦ୍ର ପ୍ରସାଦ ଗୌଡ଼ଙ୍କ ଅଧ୍ୟକ୍ଷତା ଏବଂ ଏନସିସି ଲେଫ୍ଟନାଣ୍ଟ ବିନତା କୁମାରୀ ଦାସଙ୍କ ବଳିଷ୍ଠ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି। ଆଧ୍ୟାମିକ ବାଦୀ ତଥା କାଉନସିଲର ସୁକାନ୍ତି  ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶ୍ରୀ ବିଘ୍ନରାଜଙ୍କ  ପ୍ରତିମୂର୍ତ୍ତି ସମ୍ମୁଖରେ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମ ଶୁଭ ଉଦଘାଟନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ଅଧ୍ୟାପକ ଡ. ବିରଞ୍ଚି ନାରାୟଣ ରଥ ଯୋଗଦେଇଥିଲେ। ଏହି ଅବସରରେ ଶକ୍ତି ଶ୍ରୀ ସଶକ୍ତିକରଣ କକ୍ଷ ତରଫରୁ ଏକ   ତର୍କ ବିତର୍କ ଆଲୋଚନା ଚକ୍ର କରାଯାଇଥିଲା। ଏଥିରେ ଅତିଥିବୃନ୍ଦ ନିଜ ନିଜର ସୁଚିନ୍ତିତ  ବକ୍ତବ୍ୟ କରିଆରେ ମାର୍ଗଦର୍ଶନ ଦେଇଥିବାବେଳେ ଯୁକ୍ତ ତିନି ବିଜ୍ଞାନ ବିଭାଗର  ଛାତ୍ରୀ ରଚିତା କୁମାରୀ ସାହୁ ଓ ସ୍ମୃତି ବେହେରା ଦୁଇ ଜଣ  ଅଂଶ ଗ୍ରହଣ କରି ରାଷ୍ଟ୍ର - ଭାଷା ହିନ୍ଦୀ  ଏବଂ ଇ°ରାଜି ଭାଷାରେ ବକ୍ତୃତାଦେଇ  ସମସ୍ତଙ୍କ ଠାରୁ ପ୍ରଶଂସା ସାଉଁଟିଥିଲେ। ଅନ୍ୟମାନଙ୍କ ମଧ୍ୟରେ  ଅନୁଷ୍ଠାନର ଅଧ୍ୟାପକ, ଅଧ୍ୟାପିକା ଡେମୋନେଷ୍ଟ୍ରେଟର,  ଏବଂ ବହୁ ସଂଖ୍ୟାରେ  ଛାତ୍ରଛାତ୍ରୀମାନେ ଅଂଶ ଗ୍ରହଣ କରିଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଙ୍କୁ ସ୍ବତନ୍ତ୍ର ଭାବେ  ସମ୍ମାନିତ କରାଯାଇଥିଲା। ଶେଷରେ ଜାତୀୟ ସଂଗୀତ ଜନ-ଗଣ-ମନ ଗାନ କରାଯିବା ପରେ  ଏହି ସଚେତନତା  କାର୍ଯ୍ୟକ୍ରମ ସମାପ୍ତ ହୋଇଥିଲା। ପରି ଶେଷରେ ସଂଯୋଜିକା ଲେଫ୍ଟନାଣ୍ଟ ବିନତା ଦାସ  କାର୍ଯ୍ୟକ୍ରମରେ ଉପସ୍ଥିତ ସମସ୍ତ ବ୍ୟକ୍ତି ବିଶେଷ  ଏବଂ ଛାତ୍ରଛାତ୍ରୀମାନଙ୍କୁ ଆନ୍ତରିକ ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP