Breaking News

ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||     

ଦେଶିମଦ ସହ ଦୁଇଜଣ ବ୍ୟକ୍ତି ଓ ଏକ ବାଇକ କୁ ଗିରଫ କଲା ଅବକାରୀ ବିଭାଗ |

29-Jul-2026

ଖଇରା ଅବକାରୀ ପୋଲିସ ଦ୍ଵାରା ଦୁଇ ଗିରଫ ସହ ବିପୁଳ ପରିମାଣର ଦେଶୀ ମଦ ସହିତ ବାଇକ ଜବତ ।

 ଆଜିକାଲିର ଯୁବପିଢ଼ି ଓ କିଛି ବୟସ୍କ ବ୍ୟକ୍ତି ମାନେ ପୋଲିସ କିମ୍ବା ଅବକାରୀ ବିଭାଗ କୁ ଭୟ ନକରି ଖୋଲମ ଖୋଳା ନିଶା ଦ୍ରବ୍ୟ ବ୍ୟବସାୟ କରୁଛନ୍ତି ଓ ଜେଲ ଯାଉଛନ୍ତି | ତେବେ ବାଲେଶ୍ୱର ଅବକାରୀ ଅଧିକ୍ଷକ ଶେଖ ଅସଫ ଅଲ୍ଲୀଙ୍କ ନିର୍ଦ୍ଦେଶକ୍ରମେ ଖଇରା ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ ଏବଂ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ଖଇରା ଥାନା ଅନ୍ତର୍ଗତ ବର୍ତ୍ତନା ବଜାର ଓ ରାମପୁର କେନାଲ ଛକ ନିକଟରେ ଚଢ଼ାଉ କରାଯାଇ ୧୪୦ ଲିଟର ଦେଶୀ ରନ୍ଧା ମଦ ସହିତ ଗୋଟିଏ  ମୋଟର ସାଇକେଲ ଜବତ କରାଯିବା ସହିତ ବର୍ତ୍ତନା ଗ୍ରାମର ବିଜୟ ଦାସ ଓ ଅନ୍ଧାରି ଗ୍ରାମର ନିରଞ୍ଜନ ହେମ୍ବ୍ରମ ଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ଜବତ ହୋଇଥିବା ମଦ ଓ ମୋଟର ସାଇକେଲ ର ଆନୁମାନିକ ମୂଲ୍ୟ ୮୦ ହଜାର ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଉକ୍ତ ଚଢ଼ାଉରେ ଖଇରା ଅବକାରୀ ଥାନା ସହ ଉପ-ନିରୀକ୍ଷକ ଦୀପିକା ପରିଡ଼ା ଓ କନେଷ୍ଟବଳ ଦେବାଶିଷ ମଲ୍ଲିକ ପ୍ରଭୃତି ସାମିଲ ଥିଲେ । ଏନେଇ ଖଇରା ଅବକାରୀ ଥାନା ପକ୍ଷରୁ ୦୨ ଗୋଟି ମାମଲା ରୁଜ୍ଜୁ କରାଯାଇଛି ।

News Comment

You Might Also Like

BACK TO TOP