Breaking News

ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||     

21 ଗ୍ରାମ ବ୍ରାଉନ ସୁଗାର ଜବତ କଲେ ଅବକାରୀ ବିଭାଗ |

30-Jul-2026

ଅବକାରୀ ବିଭାଗ ଦ୍ୱାରା 21ଗ୍ରାମ ବ୍ରାଉନ ସୁଗାର ଜବତ | 

ଓଡିଶା ଜନ ମତ ବ୍ୟୁରୋ,

 ଆଜିକାଲି ନିଶା ବେପାର ରେ ମଗ୍ନ ରହୁଛନ୍ତି ଯୁବପିଢ଼ି | କମ ଖର୍ଚ୍ଚ ରେ ଅଧିକ ଆଦାୟ ପାଇଁ ବାଛିନିଅନ୍ତି ଏହି ରାସ୍ତା  | ଅନୁଗୋଳ ଜିଲ୍ଲାରେ ମାଦକ କାରବାର ବିରୋଧରେ ଅବକାରୀ ବିଭାଗକୁ ବଡ଼ ସଫଳତା ମିଳିଛି। ଅନୁଗୋଳ ନମ୍ବର–୧ ଅବକାରୀ ଦଳ ଆଜି ଛକ ନିକଟରେ ଚଢ଼ାଉ କରି ୨୧ ଗ୍ରାମ ବ୍ରାଉନ୍ ସୁଗାର ଜବତ କରିଛି। ଜବତ ବ୍ରାଉନ୍ ସୁଗାର ଆନୁମାନିକ ମୂଲ୍ୟ ₹୨,୧୦,୦୦୦ ସୂଚନା ମିଳିଛି।ଏହି ଘଟଣାରେ ଗିରାଙ୍ଗ ଅଞ୍ଚଳର କିରଣ ସାହୁ (୫୧)ଙ୍କୁ ଗିରଫ କରାଯାଇଛି। ସେ ସ୍ୱର୍ଗତ ଭଗବାନ ସାହୁଙ୍କ ପୁଅ ଏବଂ କୁଲାଡ଼ ଡାକଘର ଅନ୍ତର୍ଗତ ଗିରାଙ୍ଗ ଗ୍ରାମର ବାସିନ୍ଦା ବୋଲି ଜଣାପଡ଼ିଛି। ଅବକାରୀ ବିଭାଗ ପକ୍ଷରୁ NDPS ଆଇନ ଅନୁଯାୟୀ ମାମଲା ରୁଜୁ କରାଯାଇଛି। ଏହି ଚଢ଼ାଉରେ ଏସ୍‌ଆଇ ଯୋଗେଶ୍ୱର ଜେନା, ଏଏସ୍‌ଆଇ ସମୀର ମହାଲିକଙ୍କ ସହ ପ୍ରବତ ପରିଡା, ରଜନୀ ପ୍ରଭା ଏବଂ ନୀତିନ ତ୍ରିପାଠୀ ସାମିଲ ଥିଲେ।ଘଟଣାର ଅଧିକ ତଦନ୍ତ ଜାରି ରହିଛି। ମାଦକ କାରବାର ସହ ଅନ୍ୟ କେହି ସମ୍ପୃକ୍ତ ଅଛନ୍ତି କି ନାହିଁ, ସେ ଦିଗରେ ଅବକାରୀ ବିଭାଗ ତଦନ୍ତ ଚଳାଇଛି।

News Comment

You Might Also Like

BACK TO TOP