Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ଅମାନିଆ ଗାଈଗୋରୁ ଙ୍କୁ ଚିହ୍ନଟ ପାଇଁ ଖଲ୍ଲିକୋଟ ପ୍ରଶାସନ ତରଫରୁ ବନ୍ଧଗଲା ରେଡ଼ିଏମ ବେଲ୍ଟ |

30-Jul-2026

ଖଲ୍ଲିକୋଟ ପ୍ରଶାସନ ତରଫରୁ ବୁଲା ଗୋରୁ ଗାଈ ମାନଙ୍କ ବେକରେ ବନ୍ଧଗଲା ରେଡିୟମ ବେଲ୍ଟ l

ଓଡିଶା ଜନମତ, ଖଲ୍ଲିକୋଟ :30/07/26

ତାରା ଶଙ୍କର ରଥ :--ଗଞ୍ଜାମ ଜିଲ୍ଲା ଖଲିକୋଟ ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଅବାଧ ଗୋରୁ ବିଚରଣ ହେତୁ ଅଧିକାଂଶ ସମୟରେ ଦୁର୍ଘଟଣା ବୃଦ୍ଧି ପାଇବା ସହ ଗୋରୁ ଗାଈ ମାନଙ୍କ ଜୀବନ  ନଷ୍ଟ ହଉଛି। ତେଣୁ ଦୁର୍ଘଟଣା ରୋକିବା ପାଇଁ ରିଡିୟମ ବେଲ୍ଟ ଗୋରୁଗାଈ ବେକ ରେ ବାନ୍ଧିବା କାର୍ଯ୍ୟକ୍ରମ ଖଲିକୋଟ ପ୍ରଶାସନ ଆରମ୍ଭ କରିଛନ୍ତି । ଏନଏଚଏଆଇ କତୃପକ୍ଷଙ୍କ ସହଯୋଗରେ ପ୍ରାୟ ୩୦୦ ରୁ ଉର୍ଦ୍ଧ ବୁଲା ଗୋରୁ ଗାଈ ଙ୍କ ବେକ ରେ ଏହି ବେଲ୍ଟ ବନ୍ଧାଯିବାର ଯୋଜନା ରହିଅଛି। ଏଥିରେ ଖଲ୍ଲିକୋଟ ପ୍ରାଣୀ ଚିକି୍ସାଧିକାରୀ ଡାକ୍ତର ସୌମ୍ୟରଞ୍ଜନ ରାଉତ , ଡା ସତ୍ୟବ୍ରତ ଖାଡ଼ଙ୍ଗା, ଖଲ୍ଲିକୋଟ ଥାନା ଅଧିକାରୀ ରମେଶ କୁମାର  ପ୍ରଧାନ ଏନ୍ ଏସି କାର୍ଯ୍ଯ ନିର୍ବାହୀ ଅଧିକାରୀ ସନ୍ଦୀପ କୁମାର ଖାଡ଼ଙ୍ଗା, ବଜରଙ୍ଗ ଦଳ ସଭାପତି ଓ ଖଲ୍ଲିକୋଟ ଓକିଲ ସଂଘ ର ସଭାପତି ସନ୍ତୋଷ କୁମାର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP