Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ବେଆଇନ ମଦ କାରବାର ଉପରେ ତାତିଲେ ମହିଳା , ଭାଙ୍ଗିଦେଲେ ବିକ୍ରିକେନ୍ଦ୍ର ଗୃହ ||

30-Jul-2026

ବେଆଇନ୍  ମଦ କାରବାର ବିରୋଧରେ ମହିଳାଙ୍କ ହୁଙ୍କାର; ଭାଙ୍ଗିଦେଲେ ବିକ୍ରି କେନ୍ଦ୍ର, ପ୍ରଶାସନର ଭୂମିକାକୁ ନେଇ ପ୍ରଶ୍ନ

 ଓଡିଶା ଜନ ମତ ବ୍ୟୁରୋ, ହିଞ୍ଜିଳିକାଟୁ, (୩୦/୭), 

କୃଷ୍ଣ ଚନ୍ଦ୍ର ସାମନ୍ତରା:-----

 ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ବ୍ଲକ ଅନ୍ତର୍ଗତ ସାରୁ ପଞ୍ଚାୟତର ସାରୁ ଓ ଶାସନଆମ୍ଭ ଗାଁ ମଧ୍ୟବର୍ତ୍ତୀ ରାସ୍ତା ପାର୍ଶ୍ୱରେ ଦୀର୍ଘ ୧୫ ଦିନରୁ ଅଧିକ ସମୟ ଧରି ବେଆଇନ ଭାବେ ଦେଶୀ ମଦ ବିକ୍ରି ଚାଲିଥିବା ଅଭିଯୋଗକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ତୀବ୍ର ହୋଇଉଠିଥିଲା। ଶେଷରେ ସାରୁ ପଞ୍ଚାୟତର ଶତାଧିକ ମହିଳା ଓ ଗ୍ରାମବାସୀ ଏକଜୁଟ ହୋଇ ବେଆଇନ୍ ମଦ କାରବାର ବିରୋଧରେ ଜୋରଦାର ପ୍ରତିବାଦ କରିବା ସହ ମଦ ବିକ୍ରି ହେଉଥିବା ସ୍ଥାନକୁ ଭାଙ୍ଗି ଦେଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ଘଟଣା ସମୟରେ ସମ୍ପୃକ୍ତ ବ୍ୟବସାୟୀ ସେଠାରେ ଉପସ୍ଥିତ ନଥିଲେ। ତେବେ ଏହି ଘଟଣା ସମ୍ପର୍କରେ ହିଞ୍ଜିଳି ଥାନାରେ ଖବର ଲେଖାଯିବା ସୁଦ୍ଧା କୌଣସି ଅଭିଯୋଗ ଦାଖଲ ହୋଇନଥିବା ସୂଚନା ମିଳିଛି। ସ୍ଥାନୀୟ ଲୋକଙ୍କ ଅଭିଯୋଗ ଅନୁସାରେ, ବେଆଇନ୍ ମଦ କାରବାର ଯୋଗୁଁ ଗ୍ରାମରେ ପାରିବାରିକ ଅଶାନ୍ତି, ଘରୋଇ ହିଂସା, ଅର୍ଥନୈତିକ ସଙ୍କଟ ଏବଂ ସାମାଜିକ ଅବକ୍ଷୟ ବଢ଼ି ଚାଲିଥିଲା। ଯାହାକୁ ନେଇ  ଗ୍ରାମର ମହିଳାମାନେ ନିଜେ ଆଗକୁ ଆସି ମଦ କାରବାର ବନ୍ଦ କରିଥିବା କହିଛନ୍ତି। ଘଟଣା ପରେ ସମଗ୍ର ଅଞ୍ଚଳରେ ଏହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଦୀର୍ଘଦିନ ଧରି ବେଆଇନ୍ ଭାବେ ମଦ ବିକ୍ରି ଚାଲିଥିଲେ ମଧ୍ୟ ପ୍ରଶାସନ ଓ ସମ୍ପୃକ୍ତ ଅବକାରୀ ବିଭାଗ କାହିଁକି ଏହା ଉପରେ ସମୟୋପଯୋଗୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରିଲେ ନାହିଁ, ତାହାକୁ ନେଇ ସାଧାରଣରେ ପ୍ରଶ୍ନ ଉଠିଛି।ପ୍ରତିବାଦକାରୀ ମହିଳାମାନେ ଚେତାବନୀ ଦେଇଛନ୍ତି ଯେ, ଗ୍ରାମରେ ବେଆଇନ୍ ମଦ କାରବାର ସମ୍ପୂର୍ଣ୍ଣ ବନ୍ଦ ନହେଲେ ସେମାନେ ଆଗାମୀ ଦିନରେ ବୃହତ୍ତର ଆନ୍ଦୋଳନକୁ ଓହ୍ଲାଇବେ। ଏହି ଘଟଣା ପରେ ଅଞ୍ଚଳରେ ବେଆଇନ୍ ମଦ କାରବାର ରୋକିବା ପାଇଁ ପ୍ରଶାସନ କିଭଳି ପଦକ୍ଷେପ ନେଉଛି, ତାହା ଉପରେ ସମସ୍ତଙ୍କ ନଜର ରହିଛି। ଗଂଜାମ ଜିଲ୍ଲା ପ୍ରତିନିଧି କୃଷ୍ଣ ଚନ୍ଦ୍ର ସାମନ୍ତରାୟ ଙ୍କ ରିପୋର୍ଟ।

News Comment

You Might Also Like

BACK TO TOP