Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ହିଞ୍ଜିଳି କାଟୁ ସ୍ୱୟଂ ଶାସିତ ମହାବିଦ୍ୟାଳୟ ରେ ପୂର୍ବତନ ଅଧକ୍ଷଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା |

30-Jul-2026

ପୂର୍ବତନ ଅଧ୍ୟକ୍ଷ ଡକ୍ଟର ପି. କେ. ନନ୍ଦଙ୍କୁ  ବିଦାୟକାଳୀନ ସମ୍ବର୍ଦ୍ଧନା

 ଓଡିଶା ଜନ ମତ,ହିଞ୍ଜିଳି କାଟୁ , ୩୦/୭/୨୬ , 

କୃଷ୍ଣ ଚନ୍ଦ୍ର ସାମନ୍ତରା :---

ହିଞ୍ଜିଳିକାଟୁ ସ୍ୱୟଂଶାସିତ ବିଜ୍ଞାନ ମହାବିଦ୍ୟାଳୟ ପରିସରରେ ଇଲେକ୍ଟ୍ରୋନିକ୍ସ ବିଭାଗର ମୁଖ୍ୟ (HOD) ତଥା ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ଡକ୍ଟର ପି. କେ. ନନ୍ଦ ସାରଙ୍କ ଏକ ଭାବପୂର୍ଣ୍ଣ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ନଭେମ୍ବର ୨୦୨୫ ଠାରୁ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ ଏହି ମହାବିଦ୍ୟାଳୟର ପ୍ରମୁଖ ଅଧ୍ୟକ୍ଷ ଭାବେ ସଫଳତାର ସହ କାର୍ଯ୍ୟ ତୁଲାଇ ଅବସର ଗ୍ରହଣ କରିଛନ୍ତି। ଏହି ସମ୍ବର୍ଦ୍ଧନା ସଭାରେ ମୁଖ୍ୟ ଅତିଥି ମହାବିଦ୍ୟାଳୟ ର ଅଧକ୍ଷ ପ୍ରଫେସର୍ ଡ଼ ହରିହର ମୁନି, ପୂର୍ବତ୍ତନ କଲେଜ ଅଧ୍ୟକ୍ଷ ତଥା ଇଲେକ୍ଟ୍ରୋନିକ୍ସ ବିଭାଗ ର ମୁଖ୍ୟ ଡ଼ ପ୍ରଦୀପ କୁମାର ନନ୍ଦ, ଧର୍ମପତ୍ନୀ ପୂର୍ଣ୍ଣିମା ନନ୍ଦ, ଅଧ୍ୟାପିକା ଶ୍ରଦ୍ଧାଞ୍ଜଳି ସାହୁ, ଲ୍ୟାବ ଆଟେଡେନ୍ସ ଅନିଲ କୁମାର ସାହୁ, ସହାୟକ ସନ୍ତୋଷ ଡାକୁଆ ପ୍ରମୁଖ ଉପସ୍ଥିତ ରହିଥିଲେ l ସଭାରେ ଡକ୍ଟର ନନ୍ଦ ଙ୍କ ଶିକ୍ଷାଦାନ ଜୀବନ ସହ ତାଙ୍କର ଉଚ୍ଚ ପ୍ରଶାସନିକ ଦକ୍ଷତା ଉପରେ ଆଲୋକପାତ କରାଯାଇଥିଲା। ବିଶେଷ କରି ଜଣେ ଦକ୍ଷ ପରୀକ୍ଷା ଇନଚାର୍ଜ ଭାବରେ ସେ ନିଜ କାର୍ଯ୍ୟକାଳ ମଧ୍ୟରେ କଲେଜର ସମସ୍ତ ପରୀକ୍ଷାକୁ ଅତି ସଫଳତା ଓ ସ୍ୱଚ୍ଛତାର ସହ ପରିଚାଳନା କରି ବେଶ୍ ସୁନାମ ଅର୍ଜନ କରିଥିବା ନେଇ ଅତିଥିମାନେ ପ୍ରଶଂସା କରିଥିଲେ। ଏହି ଅବସରରେ କଲେଜର ଶତାଧିକ ଛାତ୍ରଛାତ୍ରୀ ଉପସ୍ଥିତ ରହି ପ୍ରିୟ ସାରଙ୍କୁ ପୁଷ୍ପଗୁଚ୍ଛ ଓ ଉପହାର ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ। ବିଦାୟ ମୁହୂର୍ତ୍ତରେ ସାରଙ୍କ ଆଦର୍ଶକୁ ମନେ ପକାଇ ଅନେକ ଛାତ୍ରଛାତ୍ରୀ ଭାବବିହ୍ୱଳ ହୋଇପଡ଼ିଥିଲେ। ଶେଷରେ ଡକ୍ଟର ପି. କେ. ନନ୍ଦ ସାର୍ ସମସ୍ତ ସହକର୍ମୀ ଓ ଛାତ୍ରଛାତ୍ରୀଙ୍କୁ ସେମାନଙ୍କର ସହଯୋଗ ଓ ଭଲପାଇବା ପାଇଁ ଆନ୍ତରିକ ଧନ୍ୟବାଦ ଜଣାଇବା ସହ ସମସ୍ତଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ। ଏହି କାର୍ଯ୍ୟକ୍ରମରେ ବିପ୍ଳବ ସେଠି ପ୍ରମୁଖଙ୍କ  ସହ ବହୁ ପୁରାତନ ଛାତ୍ରଛାତ୍ରୀ ମାନେ ମଧ୍ୟ ଅଂଗ୍ରହଣ କରିବା ସହ ଓମ୍ ସାହୁ, ଆଶୁତୋଷ ନାୟକ, ଧର୍ମେନ୍ଦ୍ର ଡାକୁଆ, ଶୁଭମ ଗୌଡ଼, ଶୁଭେନ୍ଦୁ ପଟ୍ଟନାୟକ ଓ ବିଭାଗର ସମସ୍ତ ଛାତ୍ରଛାତ୍ରୀ ସହଯୋଗ କରିଥିଲେ l ଗଂଜାମ ଜିଲ୍ଲା ପ୍ରତିନିଧି କୃଷ୍ଣ ଚନ୍ଦ୍ର ସାମନ୍ତରାୟ ଙ୍କ ରିପୋର୍ଟ।

News Comment

You Might Also Like

BACK TO TOP