Breaking News

ସମବାୟ ମନ୍ତ୍ରୀ ଦେଲେ ସୂଚନା, ଧାନ ନଷ୍ଟ ହେଲେ ଚାଷୀ ଙ୍କୁ ମିଳିବ କ୍ଷତି ପୂରଣ |    (22-Dec-2024)       ||      ଅଦିନିଆ ବର୍ଷା ପାଣି ପଶି କଟାଯାଇଥିବା ଧାନ, ପରିବାଚାଷ କ୍ଷତିଗ୍ରସ୍ତ |    (22-Dec-2024)       ||      ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||      ଯୋଗାଣ ସହାୟକ ନିଯୁକ୍ତି ରେ ଆଦିବାସୀ ଙ୍କୁ ପ୍ରାଥମିକତା ଦେବା ପାଈଁ ବିଡ଼ିଓ ଙ୍କୁ ଦାବି ପତ୍ର ପ୍ରଦାନ |    (20-Dec-2024)       ||     

ସ୍ୱାମୀ ଆଗରେ ସ୍ତ୍ରୀର ଗଳା କାଟି ହତ୍ୟା କଲେ ମାଓବାଦୀ |

08-Dec-2024

ମାଓବାଦୀ ମାନେ ସ୍ଵାମୀର ଆକ୍ଷି ଆଗରେ  ସ୍ତ୍ରୀର ଗଳାକାଟି ହତ୍ୟା କଲେ  |

        ଓଡିଶା ଜନ ମତ ବ୍ୟୁରୋ ,

ମାଲକାନଗିରି, ୮୦୧୨ ;
ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ପୁଣି ମାଓ ହିଂସା ଦେଖିବାକୁ ମିଳିଛି। ସ୍ଵାମୀଙ୍କ ସମ୍ମୁଖରେ ସ୍ତ୍ରୀଙ୍କୁ ଅତି ନିର୍ମମ ଭାବେ ଗଳାକାଟି ହତ୍ୟା କରିଛନ୍ତି ଲାଲ୍ ବାହିନୀ । ତେଲେଙ୍ଗାନା ପୋଲିସ ଇନଫର୍ମର ସନ୍ଦେହ ରେ ଏହି ହତ୍ୟାକାଣ୍ଡ ଘଟିଛି। ଛତିଶଗଡ଼ ବିଜାପୁରରେ ମାଓବାଦୀମାନେ ରବିବାର ଜଣେ ମହିଳାଙ୍କୁ ହତ୍ୟା କରିଛନ୍ତି । ସେ ହେଲେ ସୁକରା ୟାଲାମ । ବିଜାପୁର ର ଲୋଦେଡ ଗ୍ର|ମରେ ଏକ ଦମ୍ପତିଙ୍କୁ  ଘରୁ କେତେ ଜଣ ମାଓବାଦୀ ଶନିବାର ଅପହରଣ କରି ଗାଁଠାରୁ ୩ କି.ମି. ଦୂରରେ ଥିବା ଜଙ୍ଗଲକୁ ନେଇଯାଇଥିଲେ। ପରେ ମାଓବାଦୀମାନେ ସ୍ଵାମୀ ରାମାୟା ଯାଲମଙ୍କୁ ନିସ୍ତୁକ ମାଡ଼ମାରି ଆଖୁ ଆଗରେ ସ୍ତ୍ରୀ ସୁକରାୟାଲାମ ଙ୍କ ଗଳା କାଟି ହତ୍ୟା କରିଥିଲେ । ପରେ ସ୍ଵାମୀ ରାମାୟାଙ୍କୁ ଛାଡି ଦେଇ ଥିଲେ।

ତେଲଙ୍ଗାନା ପୋଲିସର ସୂଚନାଦାତା ଅଭି ଯୋଗରେ ସୁକରାଙ୍କୁ ହତ୍ୟା କରାଯାଇ ଥିବା ନେଇ ମାଓବାଦୀମାନେ ଏକହାତଲେଖା ଚିଠିରେ ଉଲ୍ଲେଖ କରିଛନ୍ତି। ରବିବାର ଘଟଣାସ୍ଥଳ ସ୍ଥଳରେ ପୋଲିସ ଟିମ୍ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି। ତେବେ ଗତ ୩ ଦିନ ମଧ୍ୟରେ ଦୁଇଜଣ ପୂର୍ବତନ ସରପଞ୍ଚଙ୍କ ସମେତ ଦୁଇ ମହିଳାଙ୍କୁ ହତ୍ୟା ଘଟଣାକୁ ନେଇ ଅଞ୍ଚଳବାସୀ ଆତଙ୍କିତ ହୋଇ ପଡିଛନ୍ତି । ପୋଲିସ ପକ୍ଷରୁ ଅଞ୍ଚଳରେ ପେଟ୍ରୋଲିଙ୍କୁ ଜୋରଦାର କରାଯାଇଛି। ଘଟଣା ସଂପର୍କ ରେ ସୂଚନା ଦେଇଛନ୍ତି ବିଜା ପୁର ଏସ୍‌ପି ଜିତେନ୍ଦ୍ର ଯାଦବ।

News Comment

You Might Also Like

BACK TO TOP