Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ସିସି ଟିଭି କାମ କରୁନଥିବାରୁଘରୁ ଲୁଟ କରିନେଲେ ଚୋର |

31-Jul-2026

କାମ ଦେଉନି ଘରର ସିସି କ୍ୟାମେରା, କ୍ୟାମେରାକୁ ବୁଲାଇ ନିର୍ଭୟରେ ଲୁଟ୍
ଓଡିଶା ଜନମତ ରାୟଗଡ଼ା, ୩୦/୭,

କାମେଶ୍ୱର କରକରିଆ:-----

 ସହର ସମେତ ଆଖପାଖ ଅଞ୍ଚଳରେ ପୁଣିଥରେ ବଢିବାରେ ଲାଗିଛି ଚୋରଙ୍କ ଆତଙ୍କ। ପୋଲିସର ପାଟ୍ରୋଲିଂକୁ ଚ୍ୟାଲେଞ୍ଜ କରି ରାତି ଅଧରେ ଘରେ ପଶି କଳାକନା ବୁଲାଉଛନ୍ତି ଦୁର୍ବୃତ୍ତ। ଗତକାଲି ରାୟଗଡ଼ା ସହରର ଜିଲ୍ଲା ପୋଲିସ କାର୍ଯ୍ୟାଳୟ ନିକଟସ୍ଥ ବ୍ୟାଙ୍କ କଲୋନୀର ଏକ ଆପାର୍ଟମେଣ୍ଟରେ ବଡ଼ଧରଣର ଚୋରି ଘଟିଛି। ସୁରକ୍ଷା କର୍ମଚାରୀ ଥା’ନ୍ତେ ଦ୍ୱିତୀୟ ମହଲାର ଗ୍ରିଲ୍ ଲକ୍ କାଟି ଫ୍ଲାଟରୁ ଲୁଟ୍ କରିଛନ୍ତି ଦୁର୍ବୃତ୍ତ। ସେହିପରି ଅନ୍ୟ ଏକ ଘରର ଗ୍ରିଲ୍ ଭାଙ୍ଗି ମଧ୍ୟ ଚୋରି ହୋଇଥିବା ବେଳେ, ସୁରକ୍ଷା ପାଇଁ ଲାଗିଥିବା ସିସି କ୍ୟାମେରାଗୁଡ଼ିକୁ ମଧ୍ୟ ଉପରକୁ ବୁଲାଇ ଦେଇଛନ୍ତି ଚୋର।କେବଳ ସହର ନୁହେଁ, ଶେଷଖାଲ ଥାନା ଅଧୀନ ଜେମାଦେଇପେଣ୍ଠ ଗୋଦାମ ଛକରେ ମଧ୍ୟ ଏକ ବଡ଼ ଧରଣର ଡକାୟତି ଘଟିଛି। କୁକୁଡ଼ା ବ୍ୟବସାୟୀ ଗଙ୍ଗାରାଜୁ ଶୋଇଥିବା ବେଳେ ଦୁର୍ବୃତ୍ତମାନେ ମୁହଁରେ ସ୍ପ୍ରେ ମାରି ଅଚେତ କରିଦେଇଥିଲେ। ପରେ ଘରୁ ପ୍ରାୟ ୭୦ ତୋଳା ରୂପା ଗହଣା, ଅଧା ତୋଳା ସୁନା ଓ ୫୦ ହଜାର ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି।ବାରମ୍ବାର ଏଭଳି ଚୋରି ଘଟଣା ଘଟୁଥିଲେ ମଧ୍ୟ ପୋଲିସର ନିଷ୍କ୍ରିୟତା ଯୋଗୁଁ ସାଧାରଣରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଥିବା ବେଳେ ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।

News Comment

You Might Also Like

BACK TO TOP