Breaking News

ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||     

ବେଆଇନ ମାଟି ହମ୍ପସ ହେଲା କାଳ ଚାଲିଗଲା ମହିଳା ଙ୍କ ଜୀବନ |

31-Jul-2026

ବେଆଇନ ମାଟି ହମ୍ପସ୍ ହେଲା କାଳ,ଚାଲିଗଲା ମହିଳାଙ୍କ ଜୀବନ l

ଓଡିଶା ଜନମତ, ଖଲ୍ଲିକୋଟ :31/07/26

ତାରା ଶଙ୍କର ରଥ :--
ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ କଇରାସୀ ନିକଟସ୍ଥ କୁଶଢିପା ଛକ ଠାରେ ଏକ ସଡକ ଦୁର୍ଘଟଣାରେ ଜଣେ ମହିଳାଙ୍କ ଜୀବନ ହାନି ଘଟିଛି l ମୃତକ ଜଣକ ହେଲେ ଅଙ୍ଗାରଗାଁ ପଞ୍ଚାୟତ ଶଙ୍ଖଭୂଇଁ ଗ୍ରାମର ସୁର ଦାସଙ୍କ ସ୍ତ୍ରୀ କୌତୀକ୍ ଦାସ l ପ୍ରାପ୍ତ ସୂଚନା ଅନୁଯାୟୀ କୌତିକ ଦାଶ ନିଜ ଗ୍ରାମରୁ ଜ୍ୱାଇଁ ସଞ୍ଜୟ ଦାଶଙ୍କ ସହ ସ୍କୁଟି ଯୋଗେ ଆଖି ଦେଖାଇବା ପାଇଁ ଖଲ୍ଲିକୋଟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆସୁଥିଲେ। ତେବେ କୁଶଢିପା ଛକ ନିକଟରେ ଜଣେ ବ୍ୟକ୍ତି ଘର କାମ ପାଇଁ ପାଣି ପାଇପ୍ ନେବାକୁ ରାସ୍ତା ଉପରେ ଏକ ଉଚ୍ଚ ମାଟି ହମ୍ପସ୍ ତିଆରି କରିଥିଲେ। ସ୍କୁଟି ଚାଳକ ଗାଡ଼ି ଚଲାଉଥିବା ବେଳେ ଏହି ଅପ୍ରତ୍ୟାଶିତ ଉଚ୍ଚ ହମ୍ପସ୍ କୁ ଦେଖିପାରିନଥିଲେ l  ଫଳରେ ସ୍କୁଟିଟି ହମ୍ପସ ଉପରେ ଝଟକା ଖାଇବାରୁ ପଛରେ ବସିଥିବା ଶାଶୁ କୌତିକ ଦାସ ଗାଡ଼ିରୁ ଖସି ରାସ୍ତା ଉପରେ ପଡ଼ିଯାଇଥିଲେ। ତାଙ୍କ ମୁଣ୍ଡ ପଛ ଭାଗରେ ଶକ୍ତ ଆଘାତ ଲାଗିବା ସହ ପ୍ରଚୁର ରକ୍ତସ୍ରାବ ହୋଇଥିଲା । ସ୍ଥାନୀୟ ଲୋକଙ୍କ ସହାୟତାରେ ତୁରନ୍ତ ୧୦୮ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଖଲ୍ଲିକୋଟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୁତ ମହିଳାଙ୍କ ସ୍ୱାମୀ ରାଜ୍ୟ ବାହାରେ ଦାଦନ ଖଟୁଥିବା ବେଳେ ତାଙ୍କର ଦୁଇଟି ପୁଅ ଓ ଜଣେ ଝିଅ ଅଛନ୍ତି l ତାଙ୍କ ପରିବାର ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବାରୁ ସରକାରୀ ସହାୟତା ପାଇଁ ସାଧାରଣରେ ଦାବି ହୋଇଛି l ଅନ୍ୟ ପକ୍ଷରେ ବେଆଇନ ହମ୍ପସ କରିଥିବା ବ୍ୟକ୍ତି ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ହୋଇଛି l

News Comment

You Might Also Like

BACK TO TOP