Breaking News

ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||     

ବନ୍ୟା ଯୋଗୁଁ ପାଳ ସଦା ବ୍ରିଜ ଉପରେ ବାନ୍ୟଜଳ ଯୋଗୁଁ ବୋଡେ଼ନ ଖଡ଼ିଆଳ ଯାତାୟାତ ବନ୍ଦ ||

31-Jul-2026

ଲଗାଣ ବର୍ଷାର ତାଣ୍ଡବ ଯୋଗୁ, ତିଖାଲିର ୬ ଗେଟ୍ ଖୋଲା,  ପାଳସଦା ବ୍ରିଜ ଉପରେ ବନ୍ୟାଜଳ; ବୋଡ଼େନ–ଖଡ଼ିଆଳ ଯାତାୟାତ ବନ୍ଦ |

ଓଡିଶା ଜନ ମତ ବ୍ୟୁରୋ, 

ରାଜ୍ୟର କିଛି ଜିଲ୍ଲା ରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ନୂଆପଡ଼ା ଜିଲ୍ଲାରେ ବନ୍ୟା ପରିସ୍ଥିତି ଗମ୍ଭୀର ରୂପ ନେଇଛି। ଅବିରତ ବର୍ଷାରେ ବିଭିନ୍ନ ନଦୀ ଓ ନାଳର ଜଳସ୍ତର ବୃଦ୍ଧି ପାଇଥିବାରୁ ଅନେକ ସଡ଼କ ଉପରେ ବନ୍ୟାଜଳ ପ୍ରବାହିତ ହେଉଛି। ଫଳରେ ସାଧାରଣ ଜନଜୀବନ ଓ ଯାତାୟାତ ଗୁରୁତର ଭାବେ ପ୍ରଭାବିତ ହୋଇଛି।ପରିସ୍ଥିତିକୁ ଦୃଷ୍ଟିରେ ରଖି ତିଖାଲି ନିମ୍ନ ଇନ୍ଦ୍ର ଜଳସେଚନ ପ୍ରକଳ୍ପର ୬ଟି ଗେଟ୍ ଖୋଲାଯାଇଛି। ଜଳସ୍ତର ଆହୁରି ବଢ଼ିଲେ ଅତିରିକ୍ତ ୩ଟି ଗେଟ୍ ଖୋଲାଯିବାର ସମ୍ଭାବନା ଥିବା ସୂଚନା ମିଳିଛି। ଡ୍ୟାମ୍ ଅଞ୍ଚଳରେ ଅଧିକାରୀମାନେ ସତର୍କତାର ସହ ପରିସ୍ଥିତି ଉପରେ ନଜର ରଖିଛନ୍ତି।ଅନ୍ୟପଟେ ପାଳସଦା ବ୍ରିଜ ଉପରେ ବନ୍ୟାଜଳ ପ୍ରବାହିତ ହେବାରୁ ବୋଡ଼େନ–ଖଡ଼ିଆଳ ଯାତାୟାତ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇଯାଇଛି। ପ୍ରଶାସନ ପକ୍ଷରୁ ଲୋକଙ୍କୁ ବନ୍ୟାଜଳ ଥିବା ରାସ୍ତା ଓ ପୋଲ ଅତିକ୍ରମ ନ କରିବାକୁ ପରାମର୍ଶ ଦିଆଯାଇଛି।ଖଡ଼ିଆଳ ବ୍ଲକର ଅନେକ ଗ୍ରାମ ଜଳବନ୍ଦୀ ହୋଇଥିବା ବେଳେ ଚାଷଜମି ଜଳମଗ୍ନ ହୋଇଛି। ବହୁ ଗଛ ଭାଙ୍ଗିପଡ଼ିଛି ଏବଂ କେତେକ ମାଟି ଓ କଞ୍ଚା ଘର କ୍ଷତିଗ୍ରସ୍ତ ହୋଇଛି। ଖଡ଼ିଆଳ ସହରର ସାହୁପଡ଼ା ରାସ୍ତାରେ ମଧ୍ୟ ବର୍ଷାପାଣି ପ୍ରବାହିତ ହେଉଛି। ବିଦ୍ୟୁତ ସରବରାହ ବ୍ୟାହତ ହୋଇଥିବା ସୂଚନା ମିଳିଛି।ସ୍ଥିତିର ସମୀକ୍ଷା ପାଇଁ ଖଡ଼ିଆଳ ବିଡିଓ ମିଳନ କୁମାର ଝାଙ୍କର ବ୍ଲକ ପ୍ରଶାସନ ସହ ୨୬ଟି ପଞ୍ଚାୟତର ସରପଞ୍ଚମାନଙ୍କୁ ସତର୍କ ରହି ପରିସ୍ଥିତି ଉପରେ କଡ଼ା ନଜର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି।

News Comment

You Might Also Like

BACK TO TOP