Breaking News

ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||      କଲ୍ୟାଣ ସିଂହ ପୁର ଗାଁରେ ପଶିଲେ ଦୁଇ ହାତୀ ବ୍ୟାପକ କଲେ କ୍ଷୟ କ୍ଷତି ||   (06-Aug-2026)       ||     

ଅଗ୍ନିଶମ କର୍ମଚାରୀ ଙ୍କ ଅକାଳ ବିୟୋଗ ରେ ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଓ ବିଧାୟକରୁଦ୍ର ପାଣୀ ଙ୍କ ଶୋକ

31-Jul-2026

 କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ସାଂସଦ ରୁଦ୍ର ନାରାୟଣ ପାଣି ଙ୍କ ଅଗ୍ନି ଶମ କର୍ମଚାରୀ ଚନ୍ଦନ ପଟ୍ଟନାୟ  ଙ୍କ ଅକାଳ ବିୟୋଗୋରେଶୋକ |

 ଓଡିଶା ଜନ ମତ ବ୍ୟୁରୋ,

ତାଳଚେର /ଅନୁଗୋଳ : ତା 30/07/2026: ଅନୁଗୋଳ ଜିଲ୍ଲା ତାଳଚେର ବ୍ଲକ ଗୁରୁଜାଙ୍ଗୁଲି ପଂଚାୟତ ର ଖୋଲୁଆ ଗ୍ରାମର  ଅଗ୍ନିଶମ କର୍ମଚାରୀ ଚନ୍ଦନ ପଟ୍ଟନାୟକ (26) କାର୍ଯ୍ୟରତ ଅବସ୍ଥାରେ କେନ୍ଦୁଝର ଠାରେ ଗତକାଲି ବୁଧବାର ଏକ ଅଭାବନୀୟ  ଅବସ୍ଥାରେ ଦୁର୍ଘଟଣାରେ ଅକାଳ ବିୟୋଗ ଘଟିଛି |ଏ ବିଷୟରେ ଜାଣିବା ପରେ ପ୍ରାକ୍ତନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଦୁଃଖ ପ୍ରକାଶ କରିଛନ୍ତି |ଅଗ୍ନିଶମ କର୍ମଚାରୀ ଚନ୍ଦନ ପଟ୍ଟନାୟକଙ୍କର କାର୍ଯ୍ୟରତ ଅବସ୍ଥାରେ ଏକ ଅଭାବନୀୟ ଦୁର୍ଘଟଣାରେ ଅକାଳ ବିୟୋଗ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ ।ଏହି କଠିନ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ  ଗଭୀର ସମବେଦନା ଜଣାଇବା ସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଅମର ଆତ୍ମାର ସଦଗତି ନିମନ୍ତେ ପ୍ରାର୍ଥନା କରୁଛି ବୋଲି ଶ୍ରୀଯୁକ୍ତ ପ୍ରଧାନ ଏକ ଶୋକ ବାର୍ତ୍ତା ରେ ପ୍ରକାଶ କରିଛନ୍ତି |ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି ଶୋକ ପ୍ରକାଶ କରିବା ସହ କହିଛନ୍ତି, ଓଡ଼ିଶାର ନିଷ୍ଠାବାନ ଅଗ୍ନିଶମ କର୍ମଚାରୀ ଚନ୍ଦନ ପଟ୍ଟନାୟକଙ୍କ ଅକାଳ ବିୟୋଗ ଖବର ଶୁଣି ମୁଁ ଗଭୀର ଶୋକ ପ୍ରକାଶ କରୁଛି।ଉଦ୍ଧାର କାର୍ଯ୍ୟ ଭଳି ଏକ ଗୁରୁତ୍ୱପୂର୍ଣ୍ଣ ଓ ସେବାମୂଳକ ଦାୟିତ୍ୱ ତୁଲାଉଥିବା ସମୟରେ ତାଙ୍କର ବିୟୋଗ ଆମ ସମସ୍ତଙ୍କ ପାଇଁ ଏକ ଅପୂରଣୀୟ କ୍ଷତି। ତାଳଚେର ବ୍ଲକ୍ ଅନ୍ତର୍ଗତ ଗୁରୁଜାଙ୍ଗୁଲି ଗ୍ରାମ ପଞ୍ଚାୟତର ଖୋଲୁଆ ଗ୍ରାମର ଶ୍ରୀ ପୂର୍ଣ୍ଣଚନ୍ଦ୍ର ପଟ୍ଟନାୟକଙ୍କ ଏକମାତ୍ର ପୁତ୍ର ଚନ୍ଦନଙ୍କର ଏହି ସାହସିକତା ଓ ଜନସେବା ସଦା ସର୍ବଦା ସ୍ମରଣୀୟ ରହିବ।ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଏହି କଠିନ ସମୟରେ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ଶକ୍ତି ପ୍ରଦାନ କରିବା ନିମନ୍ତେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଚରଣରେ ବିନମ୍ର ପ୍ରାର୍ଥନା କରୁଛି ବୋଲି  ପ୍ରକାଶ କରିଛନ୍ତି |ବିଜେପି ରାଜ୍ୟ ସମ୍ପାଦକ କାଳନ୍ଦି ସାମଲ, ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି, ଅନୁଗୋଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ, ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା, ଜିଲ୍ଲା ସଭାପତି ଯଯାତି ପଟ୍ଟନାୟକ ,ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଦିଲେଶ୍ଵର ପ୍ରଧାନ, ସଂଜୀବ ସାହୁ, ଅନୁପ ସାଏ ଓ ପ୍ରତିମା ମିଶ୍ର, କ୍ଷେତ୍ରୀୟ ଗଣମାଧ୍ୟମ ସଂଯୋଜକ ପର୍ଶୁରାମ ବାରିକ ଙ୍କସମେତ ସମସ୍ତ ଜିଲ୍ଲା ବିଜେପି ପଦାଧିକାରୀ ଶୋକ ପ୍ରକାଶ କରିଛନ୍ତି |

News Comment

You Might Also Like

BACK TO TOP