Breaking News

ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||     

ଶିକ୍ଷକ ହେଵତ ଏମିତି | ଯାହାକୁ ସାରା ଗାଁ ଲୋକେବିଦାୟ ପରେ ବାଜା ବଜାଇ ବୁଲାଇଲେ |

31-Jul-2026

ବିଦାୟୀ ଶିକ୍ଷକଙ୍କୁ ଗ୍ରାମ ପରିକ୍ରମା କଲେ ଗ୍ରାମବାସୀ,  ବାଜା ବଜାଇ  ପ୍ରଶଂସାରେ ପୋତି ପକାଇଲେ |

ଓଡିଶା ଜନ ମତ ବ୍ୟୁରୋ,

ଶିକ୍ଷକ ହେଵତ ଏମିତି, ଯେଉଁଠାରେ ବିଦାୟୀ ଶିକ୍ଷକ ଙ୍କୁ ଗ୍ରାମବାସୀ ବାଜା ବଜାଇ ପୂରା ଗାଁ ପରିକ୍ରମା କରାଇ ଥିଲେ ତାହା ହେଉଛି କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ.ମାଲପଡ଼ା ପଞ୍ଚାୟତ ସର୍ଗୁଲସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସୁଦର୍ଶନ ସାହୁ ଶୁକ୍ରବାର ଚାକିରିରୁ ଅବସର ନେଇଥିବା ଜଣାପଡ଼ିଛି। ଏହି ଅବସରରେ ଆୟୋଜିତ ବିଦାୟୀ କାଳୀନ ସମ୍ବର୍ଦ୍ଧନା ସଭାରେ କର୍ଲାମୁଣ୍ଡା ଗୋଷ୍ଠୀ ଶିକ୍ଷା ବିଭାଗ ଭାରପ୍ରାପ୍ତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଗୋପ ମଣୀ ସାହୁଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ସ.ମାଲପଡ଼ା ପଞ୍ଚାୟତ ସରପଞ୍ଚ ବରୁଣ ଛତ୍ରିଆ,ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ବନମାଳୀ ସାହୁ, ସର୍ଗୁଲ ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଲୋକନାଥ ମାଝୀ, ରେଙ୍ଗାଲି ସିଆର୍‌ସିସି ଉଜ୍ଜଳ କୁମାର ସାହୁ, ନୋଡାଲ ସିଆରସିସି ପ୍ରସନ୍ନ କୁମାର ସାହୁ, ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ସଭାପତି ଅନ୍ତର୍ଯ୍ୟାମୀ ମଲ୍ଲିକ, ସମ୍ପାଦକ ସଞ୍ଜୟ କୁମାର ଦାସ, ତେରେସିଙ୍ଗା ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକ ଗରୁଡ଼ ଧ୍ୱଜ ଗହୀର, ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକ ପୂର୍ଣ୍ଣଚନ୍ଦ୍ର ରାଉତ, ବିଦାୟୀ ଶିକ୍ଷକ ସୁଦର୍ଶନ ସାହୁ ପ୍ରମୁଖ ଯୋଗ ଦେଇଥିଲେ। ଅତିଥିମାନେ ଅବସରପ୍ରାପ୍ତ ଶିକ୍ଷକଙ୍କ ସମୟାନୁବର୍ତ୍ତୀତା ଉପରେ ପ୍ରଂଶସା କରିଥିଲେ। ବିଦ୍ୟାଳୟ ପରିଚାଳନା କମିଟି ଓ ସ.ମାଲପଡ଼ା ଗ୍ରାମବାସୀ, ଛାତ୍ରୀଛାତ୍ରଙ୍କ ପକ୍ଷରୁ ଘୁମୁରା ବାଦ୍ୟ ବଜାଇ ବିଦାୟୀ ଶିକ୍ଷକଙ୍କୁ ଗ୍ରାମ ପରିକ୍ରମା କରିଥଲେ। ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଅବସର ନେଇ ଥିବା ଶିକ୍ଷକ ସୁଦର୍ଶନ ସାହୁଙ୍କୁ ମାନପତ୍ର ସହ ସମ୍ବର୍ଦ୍ଧିତ କରିଥିଲେ। ଛାତ୍ରୀଛାତ୍ରଙ୍କ ଦ୍ବାରା ବିଦାୟୀ ସଙ୍ଗୀତ ପରିବେଷଣ ସଭାଟିକୁ ଭାବ ବିହ୍ବଳ କରିଥିଲା |

News Comment

You Might Also Like

BACK TO TOP